• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଇରଙ୍ଗପୁର ବଡଦାଣ୍ଡ ରେ ୨୦୨୪ ଭୋଟର ସଂଶୋଧନ ଓ ପଞ୍ଜିକରଣ ସଚେତନତା ପୁତଉତ୍ସବ ଅନୁଷ୍ଠିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
October 28, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ରାଇରଙ୍ଗପୁର ବଡଦାଣ୍ଡ ରେ ୨୦୨୪ ଭୋଟର ସଂଶୋଧନ ଓ ପଞ୍ଜିକରଣ ସଚେତନତା ପୁତଉତ୍ସବ ଅନୁଷ୍ଠିତ ହୋଇଯାଇଛି
Share on FacebookShare on TwitterWhatsapp

୨୮ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ -୨୦୨୪ ପରିପ୍ରେକ୍ଷିରେ ଅଧିକରୁ ଅଧିକ ଯୁବ ଭୋଟର ତଥା ମହିଳା,ଦିଵ୍ଯାଙ୍ଗ,ଅସଚେତନ ଭୋଟରମାନେ ଭୋଟଦାନରେ କିପରି ସାମିଲ ହେବେ ସେ ନେଇ ଥିଲା ସଚେତନ କାର୍ଯ୍ୟକ୍ରମ ସେମାନେ ଭୋଟର ପଞ୍ଜିକରଣ ସେବାରେ ଉପଲବ୍ଧ ଲାଭ ନେଇପାରିବେ ; ସେଥିପାଇଁ ଅକ୍ଟୋବର ୨୮ ତାରିଖ ଦିନ ଏହି ଭୋଟର ସଚେତନତା କାର୍ଯ୍ୟକ୍ରମକୁ ବାମନଘାଟୀ ଉପଜିଲ୍ଲାପାଳ ଶ୍ରୀ ସରୋଜ ଦାସଙ୍କ ପୌରହିତ୍ୟରେ ଏକ ଭୋଟର ସଚେତନତା କାର୍ଯ୍ୟକ୍ରମ ପଥଉତ୍ସବ ଅନୁଷ୍ଠିତ ହୋଇଥିଲା ,

କାର୍ଯ୍ୟକ୍ରମ ରେ ଜାମଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବାଶିଷ ପଣ୍ଡା ଓ ରାଇରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ନାରାୟଣୀ ପ୍ରିୟଦର୍ଶନୀ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଭୋଟର ସଂଶୋଧନ ସଚେତନ ବାର୍ତ୍ତା ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଉପଜିଲ୍ଲାପାଳ ଶ୍ରୀ ସରୋଜ ଦାସ ଶୁଭ ଉଦ୍ଘାଟନ କରିଥିବାଵେଳେ ମଞ୍ଚ ପରିଚାଳନାରେ ରାଇରଙ୍ଗପୁର ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ରଂଜନ ନନ୍ଦଙ୍କ ସହ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଅଧ୍ୟାପକ ବିଜୟ ରାମ, ଲିଟିଲ ପ୍ଲାୱାର ସ୍କୁଲର ଶିକ୍ଷୟତ୍ରୀ ପୁଷ୍ପ ଲତା ମହାନ୍ତି ,

ରୋଟାରୀ କ୍ଳବ୍ ସଭାପତି କାଳିପ୍ରସନ୍ନ ମହାନ୍ତି, ଏବଂ ଅନ୍ୟାନ୍ୟ ଗଣ୍ୟ ବ୍ୟକ୍ତିମାନେ ସହଯୋଗ କରିଥିଲେ ।ଶନିବାର ଦିନ ପୂର୍ବାହ୍ନର ରାଇରଙ୍ଗପୁର ଦୁର୍ଗାମଣ୍ଡପ ନିକଟ ବଡଦାଣ୍ଡ ରୁ ଗୋଲେଇ ନିକଟ ହରପାର୍ବତୀ ମଣ୍ଡପ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଦ୍ବାରା ପଥ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଉପଖଣ୍ଡର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାମିଲ ହୋଇ ଯୁବ ଭୋଟର ମାନଙ୍କୁ ଭୋଟ ଦେବା ବାବଦରେ ସଚେତନ କରାଇବା ସହ ବିଭିନ୍ନ ବାର୍ତା ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ସରସ ସୁନ୍ଦର ଓ ହୃଦୟ ସ୍ପର୍ଶୀ କରିବାକୁ ବିଭିନ୍ନ ପ୍ରକାରର ବିଭିନ୍ନ ପ୍ରକାରର ପ୍ରତିଯୋଗିତା ରେ ଭୋଟର ସମନ୍ବିତ ଚିତ୍ର କଳା , ଝୋଟି , ମୁରୁଜ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଯଥା ପଥପ୍ରାନ୍ତ ନାଟକ,, ନୃତ୍ୟ ପରିବେଷଣ ଅନୁଷ୍ଠିତ ହୋଇଥିଲା

ମତଦାନ ସମ୍ବନ୍ଧୀୟ ସଚେତନଧର୍ମୀ ବାର୍ତ୍ତା ବହନ କରୁଥିବା ରଙ୍ଗୋଲି ,ବାଲୁକା ଶିଳ୍ପ,ହୋର୍ଡିଙ୍ଗ ,ବେନର, ଫଟୋଚିତ୍ର,ଲୋକକଳା ପ୍ରଦର୍ଶନ କାର୍ଯ୍ୟକ୍ରମ କରାଯାଇଥିଲା । ତଦସହ ଭୋଟର ସହାୟତା କେନ୍ଦ୍ର ଖୋଲାଯାଇ ଯେଉଁଥିରେ ୧୭+ ଭୋଟରମାନେ ନାମ ପଂଜୀକରଣ ସହ ଭୋଟର ତାଲିକାରେ ବିଭିନ୍ନ ସଂଶୋଧନ ସମ୍ବନ୍ଧୀୟ ପ୍ରକ୍ରିୟା ଜନସାଧାରଣଙ୍କୁ ଅବଗତ କରିବା ସହ ମୋବାଇଲ୍ ଫୋନ ଦ୍ବାରା ଏସବୁ କାର୍ଯ୍ୟ କିପରି ହୋଇପାରିବ ସେ ବିଷୟରେ ସହାୟତା ଯୋଗାଇ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ,ପୋଲିସ ପ୍ରଶାସନ ସମସ୍ତ ସାମ୍ବାଦିକ, ଯୁବଗୋଷ୍ଠୀମାନେ ,ଅଂଚଳବାସୀଙ୍କ ସହଯୋଗ ଓ ସଫଳ କରିବାରେ ଉପଜିଲ୍ଲାପାଳ ଶ୍ରୀ ସରୋଜ ଦାସ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ ।

ପୋଲିସ ତରଫରୁ ଏସଡିପିଓ ଶ୍ରୀ ଗୋକୁଳାନନ୍ଦ ସାହୁ , ରାଇରଙ୍ଗପୁର ଆଦର୍ଶ ଥାନା ଆଇଆଇସି ରୋଜାଲିନ ବେହେରା, ଏବଂ ଅନ୍ୟ ପୋଲିସ ଷ୍ଟାଫ୍ ଶାନ୍ତି ଶୃଙ୍ଖଳା ପ୍ରତି ଗୁରୁତ୍ବ ଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ବିଭାଗୀୟ ଅଧିକାରୀ ସହକାରୀ ଜିଲ୍ଲାପାଳ ରମେଶ ଚନ୍ଦ୍ର ନାୟକ, ଉମାକାନ୍ତ ପାତ୍ର, ପ୍ରସାଦ ବେହେରା, ଦୁର୍ଗାପ୍ରସାଦ ଦାସ,  ଗୌରୀ ଶଙ୍କର ସାମନ୍ତରାୟ, ପ୍ରିୟଙ୍କା ଗୁପ୍ତା, ରେବତୀ ମୁର୍ମୁ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ , ରାଇରଙ୍ଗପୁର ପୌରପରିଷଦ ତରଫ ରୁ ରାସ୍ତା ପରିଷ୍କାର ପରିଚ୍ଛନ୍ନ ସହ ସ୍ଥାନେ ସ୍ଥାନେ ପାନିୟ ଜଳଛତ୍ର ଷ୍ଟଲ କରିଥିଲେ । ଭୋଟର ସଂଶୋଧନ ସଚେତନ ପଥ ଉତ୍ସବ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

Raipur’s Jagannath Temple Hosts Bahuda Yatra

July 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version