• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ସ୍ତରୀୟ ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତିୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 29, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ସ୍ତରୀୟ ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତିୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ
Share on FacebookShare on TwitterWhatsapp

୨୯ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାସ୍ତରୀୟ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଗଜପତି ଜିଲ୍ଲା ସଦର ମହକୁମାଠାରେ ଆଜି ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଆଜି ସକାଳ ୮ଘଟିକା ସମୟରେ ଏକ ସଚେତନତା ଶୋଭାଯାତ୍ରା ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ ଓ ଜିଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଆନୁଷ୍ଠାନିକ ଭାବେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସଭାଯତ୍ରା ରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ ହାତରେ ଫାକାର୍ଡ ଧରି ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ।

ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଗ୍ନିଶମ ବିଭାଗ ତରଫରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରଶମନର ଜନସାଧରଣଙ୍କୁ ବିପର୍ଯ୍ୟୟ ସମୟରେ କିପର ଉଦାର କରାଯାଇ ପାରିବ ତାହାର ଏକ ମୋକ ଡ୍ରିଲ ଜିଲ୍ଲା ଅଗ୍ନିଶମ ଅଧିକାରୀ ଶ୍ରୀ କାହ୍ନୁ ଚରଣ ପାତ୍ରଙ୍କ ଏହି ମୋକ ଡ୍ରିଲ ପଦର୍ଶନ କରିଥିଲେ।ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଏକ ସଭା ଅନୁଷ୍ଠିତ ହୋଇଥିଲା ।

ଏହି ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତ୍ରିପତି ରାଓ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥିଭାବେ ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀ ଏସ. ଆନନ୍ଦ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଡ଼.ଗୁଣନିଧି ନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ତଥା ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ଜ୍ଞାନ ରଞ୍ଜନ ମାଝୀ ଏବଂ ଶ୍ରୀ ପ୍ରଦୋଷ କୁମାର ଶତପଥୀଜିଲ୍ଲା ଜରୁରିକାଳୀନ ପ୍ରଗ୍ରାମ୍ ମେନେଜର ଯୋଗଦାନ କରି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ସତର୍କତା ସମ୍ପର୍କରେ ଉପସ୍ଥିତ ଛାତ୍ରଛାତ୍ରୀ,

ଶିକ୍ଷକ ଶିକ୍ଷୟତ୍ରୀ ଓ ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିମାନେ ସଚେତନତାର ବାର୍ତ୍ତା ଦେଇଥିଲେ । ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଓ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କହିଥିଲେ ଯେ ଗଜପତି ଜିଲ୍ଲାରେ ଗ୍ରାମ ପଞ୍ଚାୟତ ଠାରୁ ଆରମ୍ଭ କରି ସବୁ ଅଞ୍ଚଳରେ ବିପର୍ଯ୍ୟୟର ପ୍ରାକ୍ ପ୍ରସ୍ତୁତି ତାଲିମ୍ ପ୍ରଦାନ କରାଯାଉଅଛି ଏବଂ ବିପର୍ଯ୍ୟୟ ପରେ କିଭଳି ରକ୍ଷଣା ବେକ୍ଷଣ କରାଯିବ ଏବଂ ଜନସାଧାରଣଙ୍କୁ କିଭଳି ସାହାଯ୍ୟ କରିବା ସେ ବିଷୟରେ ତାଲିମ ପ୍ରଦାନ କରାଯାଉଛି ବୋଲି କହିଛନ୍ତି।

ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରଧାନ କହିଛନ୍ତି ଯେ ଜିଲ୍ଲାରେ ବିପର୍ଯ୍ୟୟ ସମୟରେ ସମସ୍ତେ ସଜାଗ ଓ ସତର୍କ ରହି ବିପର୍ଯ୍ୟୟ ସମୟରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଜନସାଧାରଣ ମିଳିତ ସହଯୋଗରେ ଗୋଟାଏ ଟିମ ମାଧ୍ୟମରେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ସେହିପରି ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ କହିଥିଲେ ବିପର୍ଯ୍ୟୟ ସମୟରେ ମଣିଷ ସମେତ ନିଜର ପଶୁପକ୍ଷୀଙ୍କୁ ମଧ୍ୟ ସୁରକ୍ଷିତ ସ୍ଥାନରେ ସ୍ଥାନାନ୍ତରିତ କରି ରଖିବା ପାଇଁ ବାର୍ତ୍ତା ଦେଇଥିଲେ ।

ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବକୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିମାନେ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଫୁଲ୍ଲ କୁମାରବେହେରା, ଉପନିର୍ଦ୍ଦେଶକ ଉଦ୍ୟାନ ବିଭାଗ ଡ଼.ସୁଶାନ୍ତ ରଞ୍ଜନ ଦାସ, ପ୍ରକଳ୍ପ ନିର୍ଦ୍ଧେଶ ଜଳ ଛାୟା ଶ୍ରୀ ସୁରେଶ କୁମାର ପଟ୍ଟନୟକ ଓ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ସଭାରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଶିକ୍ଷକଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ , ବିଭାଗୀୟ ସମସ୍ତ କର୍ମଚାରୀ ଏବଂ ଗଣମାଧ୍ୟମପ୍ରତିନିଧିମାନେ ଯୋଗଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

October 3, 2026
ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

October 3, 2026
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

ଐତିହାସିକ ଗାନ୍ଧୀ ପୀଠ ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ ତମ ଜନ୍ମ ଜୟନ୍ତୀ ପାଳିତ

October 3, 2026
ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

ଯୁବ ଉଦ୍ୟୋଗୀ ଟିଟନ ସାହୁଙ୍କୁ ବିଶ୍ୱସ୍ତରୀୟ ଉତ୍କର୍ଷ ସମ୍ମାନ ପ୍ରଦାନ

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version