• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପଙ୍ଖାରେ ଝୁଲି କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା ୨୪ଘଣ୍ଟାରେ ଦୁଇଟି ଅପମୃତ୍ୟୁ

Proprietor Abhimanyu Maharana by Proprietor Abhimanyu Maharana
October 29, 2023
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ପଙ୍ଖାରେ ଝୁଲି କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା ୨୪ଘଣ୍ଟାରେ ଦୁଇଟି ଅପମୃତ୍ୟୁ
Share on FacebookShare on TwitterWhatsapp

ବାଣପୁର ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଙ୍କ ସମେତ ଅନ୍ୟ ଜଣେ ଯୁବକ ପଙ୍ଖାରେ ଝୁଲି ଆତ୍ମହତ୍ୟା କରିଛନ୍ତି ।

ସନ୍ଦେହ ହେବାରୁ କବାଟ ଭଙ୍ଗାଯାଇଥିଲା ଏବଂ ସ୍ୱାମୀ ଘର ପଙ୍ଖାରେ ଝୁଲୁଥିବାର ପତ୍ନୀ ଦେଖିବାକୁ ପାଇଥିଲେ ।

୨୯ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବାଣପୁର :-> ଗତ ୨୪ ଘଣ୍ଟା ମଧ୍ୟରେ ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ବାଣପୁର ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଙ୍କ ସମେତ ଅନ୍ୟ ଜଣେ ଯୁବକ ପଙ୍ଖାରେ ଝୁଲି ଆତ୍ମହତ୍ୟା କରିଛନ୍ତି । ଯନ୍ତ୍ରୀ ତପନ କୁମାର ନାୟକ (୫୩) ପଲଟନ ପଡିଆ ନିକଟସ୍ଥ ଭଡ଼ା ଘରେ ଆତ୍ମହତ୍ୟା କରିଥିବା ବେଳେ ଧର୍ମେନ୍ଦ୍ର ସାହୁ ନିଜ ଘରେ ଆତ୍ମହତ୍ୟା କରିଛନ୍ତି । ଯନ୍ତ୍ରୀ ନାୟକଙ୍କ ନିଜ ଘର ଖୋର୍ଦ୍ଧା ମଳିପଡ଼ା ହୋଇଥିବା ବେଳେ ବ୍ଳକ ନିକଟରେ ଏକ ଘର ଭଡା ନେଇ ରହୁଥିଲେ । ରବିବାରେ ବାଣପୁର ଭଡ଼ାଘରେ କେହି ନଥିବା ବେଳେ ସେ’ ବେକରେ ଲୁଗା ଲଗାଇ ଝୁଲିପଡ଼ିଥିଲେ ।

ତେବେ ଅପରାହ୍ଣରେ ଯନ୍ତ୍ରୀଙ୍କ ଧର୍ମପତ୍ନୀ ଘରକୁ ଫେରି କବାଟ ବାଡେଇଥିବା ବେଳେ କେହି କବାଟ ଖୋଲିନଥିଲେ । ସନ୍ଦେହ ହେବାରୁ କବାଟ ଭଙ୍ଗାଯାଇଥିଲା ଏବଂ ସ୍ୱାମୀ ଘର ପଙ୍ଖାରେ ଝୁଲୁଥିବାର ପତ୍ନୀ ଦେଖିବାକୁ ପାଇଥିଲେ । ତପନଙ୍କ ପତ୍ନୀଙ୍କ ଠାରୁ ସୂଚନା ପାଇ ଥାନାଧିକାରୀ ରମେଶ ଚନ୍ଦ୍ର ଦେବତା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଯନ୍ତ୍ରୀ ତପନ ଦୀର୍ଘ ଦିନ ଧରି ମାନସିକ ସ୍ତରରେ ଅସୁସ୍ଥ ହୋଇପଡିଥିବାରୁ ଚିକିତ୍ସିତ ହେଉଥିବା ପରିବାର ପକ୍ଷରୁ ସୂଚନା ମିଳିଛି । ଖବର ପାଇ ଉପ ଜିଲାପାଳ ଦୀପ୍ତିରଞ୍ଜନ ସେଠୀ ଓ ମଣ୍ଡଳ ଉନ୍ନୟନ ଅଧିକାରୀ ଶୀତଲ ଅଗ୍ରୱାଲା, ବ୍ଳକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚଛନ୍ତି ।

ପ୍ରାୟ ଦୁଇ ବର୍ଷ ହେବ ଯନ୍ତ୍ରୀ ତପନ ନାୟକ ବାଣପୁର ବ୍ଲକରେ ନିଯୁକ୍ତି ପାଇଥିବା ବେଳେ ସେ’ କଣ ପାଇଁ ଆତ୍ମହତ୍ୟା କରିଲେ ତାହା ଜଣାପଡିନାହିଁ । ତଦନ୍ତ ପରେ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହେବ ବୋଲି ପୁଲିସ ସୂତ୍ରରୁ ପ୍ରକାଶ । ଅନ୍ୟ ପକ୍ଷରେ ଗତ ରାତିରେ ବାଣପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମର ବ୍ରଜ ସାହୁଙ୍କ ପୁତ୍ର ଧର୍ମେନ୍ଦ୍ର ସାହୁ (୪୦) ବେକରେ ଲୁଗା ଗୁଡ଼ାଇ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛନ୍ତି । ପରିବାର ଲୋକ ଏହା ଦେଖି ପୁଲିସକୁ ଖବର ଦେବାରୁ ପୁଲିସ ୧୮/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି ।

ସୂଚନା ଥାଉକି ଧର୍ମେନ୍ଦ୍ରଙ୍କ ବଡଭାଇ ଗତ କିଛି ବର୍ଷ ପୂର୍ବେ ସମାନ ଢଙ୍ଗରେ ସେହି ଗୋଟିଏ କୋଠରୀରେ ଆତ୍ମହତ୍ୟା କରିଥିଲେ । ତେବେ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଧର୍ମେନ୍ଦ୍ର ଅନଲାଇନ ଗେମରେ ବହୁ ଟଙ୍କାର କ୍ଷତି ସହିବାରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବାର ସାଧାରଣରେ ଚର୍ଚ୍ଚା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version