• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି ଜିଲ୍ଲାର ପ୍ରଥମ କୋଭିଡ ଯୋଦ୍ଧା ତଥା ବରିଷ୍ଠ ସାମ୍ବାଦିକ କେ. ସିଏଚ୍ ରତନ୍ମଙ୍କ ପରଲୋକ ବିିଭିନ୍ନ ମହୋଲରେ ଶୋକ – ପାରଳଖେମୁଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
July 12, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଗଜପତି ଜିଲ୍ଲାର ପ୍ରଥମ କୋଭିଡ ଯୋଦ୍ଧା ତଥା ବରିଷ୍ଠ ସାମ୍ବାଦିକ କେ. ସିଏଚ୍ ରତନ୍ମଙ୍କ ପରଲୋକ ବିିଭିନ୍ନ ମହୋଲରେ ଶୋକ – ପାରଳଖେମୁଣ୍ଡି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୨ ଜୁଲାଇ ୨୦୨୦ ରବିବାର) ପାରଳଖେମୁଣ୍ଡି :- ଗଜପତି ଜିଲ୍ଲାର ଜଣେ କୋଭିଡ୍ ଯୋଦ୍ଧା ବରିଷ୍ଠ ସାମ୍ବାଦିକ କେ. ସି. ଏଚ୍. ରତନମ୍ ଙ୍କ ଭୁବନେଶ୍ୱର ସ୍ଥିତ ହାଇଟେକ୍ ମେଡିକାଲ୍ ରେ ପରୋଲୋକ ହୋଇ ଯାଇଛି l ସାମ୍ବାଦିକ ମାନଙ୍କ ସେ ରୋଲ୍ ମଡେଲ ଥିଲେ l ତେଲୁଗୁ ଇନାଡୁ ପତ୍ରିକାରେ ଦୀର୍ଘ ୪୦ ବର୍ଷରୁ ଉର୍ଦ୍ଧ୍ବ ହେଲା କାର୍ଯ୍ୟ କରି ଆସୁଥିଲେ l ଗଜପତି ଜିଲ୍ଲାରେ ସମସ୍ତଙ୍କ ଅତି ପ୍ରିୟ ଥିଲେ l ତାଙ୍କ ଦେହ ହୋଟାତ ଖରାପ ହୋଇଥିଲା ତାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ସରକାରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ପରେ ତାଙ୍କ ସ୍ବାସ୍ଥ୍ୟ ଗୁରୁତର ହେବାରୁ ତାଙ୍କୁ ଭୁନେଶ୍ଵରର ସ୍ଥିତ ହାଇଟେକ୍ ମେଡିକାଲ୍ କଲେଜ କୁ ସ୍ଥାନାନ୍ତରିତ କରାଯାଇଥିଲା ସେଠାରେ ତାଙ୍କର କରନା ପୋଜେଟିଭ ଚିହ୍ନଟ ହୋଇଥିଲା l

ତାଙ୍କୁ ଆଜି କୋଭିଡ୍ ହସ୍ପିଟାଲ୍ କୁ ସ୍ଥାନାନତରିତ ହେବାର ଥିଲା କିନ୍ତୁ ଆଜି ତାଙ୍କର ମୃତ୍ୟୁ ହୋଇଯାଇଥିବା ମେଡିକାଲ୍ ସୂତ୍ରରୁ ଜଣାପଡିଛି l ହାଇଟେକ୍ ମେଡିକାଲ୍ କଲେଜ ର ଅଧକ୍ଷ ଡ. ତ୍ରିପତି ପାଣଗ୍ରାହୀ ଙ୍କ ସେ ଜଣେ ଉତ୍ତମ ବନ୍ଧୁ ଥିଲେ ଏଣୁ ବରିଷ୍ଠ ସାମ୍ୱାଦିକ ରତନମ୍ବ ବାବୁଙ୍କୁ ଚିକିତ୍ସା ନେଇ ନିଜେ ବୁଝା ସୁଝା କରୁଥିଲେ l ସାମ୍ବାଦିକ ରତନମ୍ ବାବୁଙ୍କୁ ମୃତ୍ୟୁ ଖବର ଜଣ ପଡ଼ିବା ପରେ ଗଜପତି ଜିଲ୍ଲାରେ ଶୋକର ଛାୟା ଖେଳାଇ ଦେଇଛି l ତାଙ୍କ ମୃତ୍ୟୁରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ କେ. ନାରାୟଣ ରାଓ, ଜିଲ୍ଲା ବିଜେଡ଼ି ଅଧକ୍ଷ ପ୍ରଦୀପ କୁମାର ନାୟକ ମୋହନା ବିଧାୟକ ଦାଶରଥି ଗୋମାଙ୍ଗ, ସିପିଆଇ ଜିଲ୍ଲା ସମ୍ପାଦକ ଜେନସୁବାଷ୍ ଚନ୍ଦ୍ର ରାଓ, ଜିଲ୍ଲା କଂଗ୍ରେସ ସଭାପତି ବିଭୁତି ପାତ୍ର, ନଗର କଂଗ୍ରେସ୍ ସଭାପତି ବସନ୍ତ ପଣ୍ଡା,

ଗଜପତି ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ଗରୁଡ଼ ଧ୍ଵଜ ଚୌଧୁରୀ, ସାଧାରଣ ସମ୍ପାଦକ ତାରିଣୀ ପ୍ରସାଦ ପଣ୍ଡା, ବରିଷ୍ଠ ସାମ୍ବାଦିକ ଗଣେଶ ରାଜୁ, ରଶ୍ମୀ ରଞ୍ଜନ ମିଶ୍ର, ବାସୁଦେବ ଦାସ, ରୁପେଶ ସାହୁ, ଆଦର୍ଶ ଦାସ, ସୁଜିତ ବିଷୋୟୀ, କୃଷ୍ଣ କୁମାର ବେହେରା, ସୁଜିତ ପ୍ରଧାନ, ପ୍ରଭାତ କୁମାର ପାତ୍ର, ବୀରକିଶୋର ପଟନାୟକ,କ୍ରୀତଦାସ ବର୍ଦ୍ଧନ, ଆମୋଦବର୍ଦ୍ଧନ,ରମଗୋବିନ୍ଦ ଆଚାର୍ଯ୍ୟ, ସୀତାନାଥ ପଣ୍ଡା, ଶ୍ରୀକାନ୍ତ ମହାରଣା, ସରୋଜ ବୀର, ସରୋଜ ପାଣଗ୍ରାହୀ,ଜଗଦୀଶ ପଣ୍ଡା ବିବେଜାନନ୍ଦ ବେହେରା, ପ୍ରସାନ୍ତ ପଟନାୟକ, ପି. ଅନିଲ, ବାଳ କୃଷ୍ଣ ପାଣଗ୍ରାହୀ , ରାଜ୍ୟର ବରିଷ୍ଠ ସାମ୍ବାଦିକ ତଥା ନିବିନ ପତ୍ରିକାର ସମ୍ପାଦକ ରବି ରଥ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କର ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି l (ପାରଳଖେମୁଣ୍ଡି /ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version