• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଇରଙ୍ଗପୁର ଉପଖଣ୍ଡ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ଭୋଟର ସଂଶୋଧନ ଓ ପଞ୍ଜିକରଣ ସଚେତନ କେନ୍ଦ୍ର ଉଦଘାଟିତ  

Proprietor Abhimanyu Maharana by Proprietor Abhimanyu Maharana
October 31, 2023
in Uncategorized, ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ରାଇରଙ୍ଗପୁର ଉପଖଣ୍ଡ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ଭୋଟର ସଂଶୋଧନ ଓ ପଞ୍ଜିକରଣ ସଚେତନ କେନ୍ଦ୍ର ଉଦଘାଟିତ  
Share on FacebookShare on TwitterWhatsapp

୩୦ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ -୨୦୨୪ ପରିପ୍ରେକ୍ଷିରେ ଅଧିକରୁ ଅଧିକ ଯୁବ ଭୋଟର ତଥା ମହିଳା, ଦିଵ୍ଯାଙ୍ଗ,ଅସଚେତନ ଭୋଟରମାନେ ଭୋଟଦାନରେ କିପରି ସାମିଲ ହେବେ ସେ ନେଇ ଥିଲା ସଚେତନ କାର୍ଯ୍ୟକ୍ରମ ପରେ ବାମନଘାଟା ଉପଖଣ୍ଡ ଉପଜିଲ୍ଲାପାଳ ଙ୍କ କାର୍ଯାଳୟ ପରିସରରେ ଆଜି ଉପଜିଲ୍ଲାପାଳ ସରୋଜ ଦାଶ ବିଧିଦତ୍ତ ଭାବେ ସହାୟତା କେନ୍ଦ୍ର କୁ ଫିତା କାଟି ଶୁଭ ଉଦ୍ଘାଟନ କରିଥିଲେ

ଭୋଟର ପଞ୍ଜିକରଣ ସେବାରେ ଉପଲବ୍ଧ ଲାଭ ନେଇପାରିବେ; ସେଥିପାଇଁ ଅକ୍ଟୋବର ୨୮ ତାରିଖ ଦିନ ଏହି ଭୋଟର ସଚେତନତା କାର୍ଯ୍ୟକ୍ରମକୁ ବାମନଘାଟୀ ଉପଜିଲ୍ଲାପାଳ ଶ୍ରୀ ସରୋଜ ଦାସଙ୍କ ପୌରହିତ୍ୟରେ ଏକ ଭୋଟର ସଚେତନତା କାର୍ଯ୍ୟକ୍ରମ ପଥଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଥିଲା ।

ଉକ୍ତ ପଥଉତ୍ସବ ରେ ଉପଜିଲ୍ଲାପାଳ ସମସ୍ତ ନବଜାତ ଭୋଟର ମାନଙ୍କୁ କିପରି ନିଜର ନାମ ଭୋଟ ତାଲିକାରେ କିପରି ନିଜ ନାମକୁ ପଞ୍ଜିକରଣ କରିବେ ସେ ନେଇ ସଚେତନ ବାର୍ତ୍ତା ରଖିଥିଲେ । ଏବଂ ଅକ୍ଟୋବର ୨୮ ତାରିଖ ପରେ ଭୋଟର ସଂଶୋଧନ ଓ ପଞ୍ଜିକରଣ କରିବାର ସମସ୍ତ ନୀୟମାବଳୀ ଉକ୍ତ ସହାୟତା କେନ୍ଦ୍ର ରୁ ପ୍ରତ୍ଯେକ ଦିନ ସକାଳ ୧୦ ଘଟିକା ଠାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ସହାୟତା ସେବା ଉପଲବ୍ଧ ବୋଲି ଉପଜିଲ୍ଲାପାଳ ସରୋଜ କୁମାର ଦାଶ ପ୍ରକାଶ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version