• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ପରିବାର ନିର୍ଦ୍ଦେଶାଳୟ ସହଯୋଗରେ ଆନ୍ଧ୍ରପ୍ରଦେଶରୁ ୧୧ଜଣ ଶ୍ରମିକଙ୍କୁ ଉଦ୍ଧାର

Proprietor Abhimanyu Maharana by Proprietor Abhimanyu Maharana
November 2, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡିଶା ପରିବାର ନିର୍ଦ୍ଦେଶାଳୟ ସହଯୋଗରେ ଆନ୍ଧ୍ରପ୍ରଦେଶରୁ ୧୧ଜଣ ଶ୍ରମିକଙ୍କୁ ଉଦ୍ଧାର
Share on FacebookShare on TwitterWhatsapp

ଓଡିଶା ଫେରିବା ପରେ ଭୁବନେଶ୍ଵର ରେଳଷ୍ଟେସନରେ ସ୍ବାଗତ

୨ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ଵର :-> ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ସେଠାରେ ନିର୍ଯ୍ୟାତିତ ହେଉଥିବା ସୁନ୍ଦରଗଡ ଜିଲ୍ଲାର ୮ ଜଣ ମହିଳାଙ୍କ ସମେତ ୧୧ ଜଣ ଶ୍ରମିକ ସୁରକ୍ଷିତ ଭାବେ ଓଡିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି । ଆନ୍ଧ୍ରପ୍ରଦେଶରେ ଫସି ରହିଥିବା ନେଇ ଖବର ସମ୍ପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅବଗତ ହେବା ପରେ ସେମାନଙ୍କୁ ସୁରକ୍ଷିତ ଉଦ୍ଧାରକରି ଓଡିଶା ଫେରାଇ ଆଣିବାକୁ ଓଡିଶା ପରିବାର ନିର୍ଦ୍ଦେଶାଳୟକୁ ପରାମର୍ଶ ଦେଇଥିଲେ ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ଆନ୍ଧ୍ରପ୍ରଦେଶ ସରକାର, ଶ୍ରମ ଓ କର୍ମଚାରୀ, ରାଜ୍ୟଵୀମା ବିଭାଗ ସହିତ ସମନ୍ଵୟ ରକ୍ଷାକରି ସେମାନଙ୍କୁ ଓଡିଶା ଫେରାଇ ଆଣିବାର ବ୍ୟବସ୍ଥା କରିଥିଲେ । ଏହାପରେ ସେମାନଙ୍କ ଫେରିବା ନେଇ ସମସ୍ତ ବାଟ ଫିଟିଥିଲା ।

ଆଜି ଏଗାର ଜଣ ଶ୍ରମିକ ଭୁବନେଶ୍ଵର ରେଳଷ୍ଟେସନରେ ପହଞ୍ଚିବାପରେ ଓଡିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସ୍ଵତନ୍ତ୍ର କର୍ତ୍ତବ୍ଯରତ ଅଧିକାରୀ ଶ୍ରୀ ପ୍ରୀତିଶ ପଣ୍ଡା ସେମାନଙ୍କୁ ସ୍ୱାଗତ କରିଥିଲେ । ଓଡିଶା ଫେରିଥିବା ଶ୍ରମିକମାନେ ସେମାନଙ୍କୁ ସୁରକ୍ଷିତ ଭାବେ ଓଡିଶା ଫେରାଇ ଆଣିବାରେ ସମସ୍ତ ସହଯୋଗ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
AMFI Hosts Investor Awareness Program in Bhubaneswar to Strengthen Financial Inclusion and Investor Participation

AMFI Hosts Investor Awareness Program in Bhubaneswar to Strengthen Financial Inclusion and Investor Participation

May 18, 2026
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

ଶିଶୁ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ୨୦୨୬

May 18, 2026
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

May 18, 2026
ପୁରୀଜିଲ୍ଲା ପାରମ୍ପରିକ ମତ୍ସ୍ୟକର୍ମୀ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ

ପୁରୀଜିଲ୍ଲା ପାରମ୍ପରିକ ମତ୍ସ୍ୟକର୍ମୀ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ

May 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

AMFI Hosts Investor Awareness Program in Bhubaneswar to Strengthen Financial Inclusion and Investor Participation

AMFI Hosts Investor Awareness Program in Bhubaneswar to Strengthen Financial Inclusion and Investor Participation

May 18, 2026
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

ଶିଶୁ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ୨୦୨୬

May 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version