• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

” ଆମ ଓଡ଼ିଶା, ନବୀନ ଓଡିଶା’ କାର୍ଯ୍ୟକ୍ରମକୁ ବର୍ଜନ କରିବ ରାଇରଙ୍ଗପୁର ବ୍ଳକ ସରପଞ୍ଚ ସଂଘ

Proprietor Abhimanyu Maharana by Proprietor Abhimanyu Maharana
November 5, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
” ଆମ ଓଡ଼ିଶା, ନବୀନ ଓଡିଶା’ କାର୍ଯ୍ୟକ୍ରମକୁ ବର୍ଜନ କରିବ ରାଇରଙ୍ଗପୁର ବ୍ଳକ ସରପଞ୍ଚ ସଂଘ
Share on FacebookShare on TwitterWhatsapp

୦୪ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :->  ବିଶ୍ବ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ଦର୍ଶନ ଥିଲା ଗାଁ ର ଉନ୍ନତି ଦେଶର ଉନ୍ନତି ।ଗାଁ ଆଲୋକିତ ହେଲେ ଦୁନିଆଁ ଆଲୋକିତ ହେବ । ଗଣତନ୍ତ୍ର ର ମୂଳଦୁଆ ହେଉଛି ପଞ୍ଚାୟତ ରାଜ ବ୍ୟବସ୍ଥା ସଶକ୍ତିକରଣ । ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ସରପଞ୍ଚ ହେଉଛନ୍ତି ମୁଖିଆ ।ପଞ୍ଚାୟତର ଜନତାଙ୍କ ସହିତ ସେମାନଙ୍କର ଦୈନନ୍ଦିନ ସମ୍ପର୍କ ସେମାନଙ୍କ ସମସ୍ୟା ପ୍ରତ୍ୟକ୍ଷ ଭାବେ ସମାଧାନ କରୁଛନ୍ତି ସରପଞ୍ଚ । ପଞ୍ଚାୟତ ବ୍ୟବସ୍ଥାର ପଲ୍ଲୀସଭା ହେଉଛି ମୂଳ ଉଦ୍ଦେଶ୍ୟ । ଗ୍ରାମବାସୀମାନେ ପଲ୍ଲୀ ସଭା ମାଧ୍ୟମରେ ନିଜ ଅଂଚଳର ବିକାଶ କରିଥାନ୍ତି । କିନ୍ତୁ ଆଜି ସରପଞ୍ଚ ମାନେ ସରକାରଙ୍କ ସାବତ ପୁଅ ପାଲଟିଛନ୍ତି । ସେମାନଙ୍କୁ ଅଣଦେଖା କରୁଛନ୍ତି ।ଏହାକୁ ନେଇ ରାଜ୍ୟ ସରପଞ୍ଚ ସଂଘ ତରଫରୁ ସେମାନଙ୍କ ୧୫ ଦଫା ଦାବି ନେଇ ରାଜଧାନୀରେ ଦୀର୍ଘ ୨୨ ଦିନଧରି ଧାରଣା ରଥ ଥିଲେ । ସେମାନଙ୍କୁ ଦାବି ପ୍ରତି ସ୍ଥାୟୀ ସମାଧାନ କରା ନ ଯାଇ ୧ ମାସ ପାଇଁ ସମୟ ନେଇଥିଲେ ।

କିନ୍ତୁ ପ୍ରତିଶ୍ରୁତି ପାଣିରେ ଗାର ହୋଇ ରହିଛି ‌ସେମାନଙ୍କ ଦାବି ପ୍ରତି ସରକାର କର୍ଣ୍ଣପାତ କରୁ ନାହାନ୍ତି । ପ୍ରତିଶ୍ରୁତି ପ୍ରତିବଦଳରେ ସରକାର ‘ ମୋ ଓଡ଼ିଶା ,ନବୀନ ଓଡିଶା’ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ।ଆଗାମୀ ୪ ତାରିଖ ଦିନ ଏହି କାର୍ଯ୍ୟକ୍ରମ ରାଇରଙ୍ଗପୁର କଲେଜ ପଡ଼ିଆରେ ଶୁଭାରମ୍ଭ ହେଉଥିବାରୁ ତାହାକୁ ବର୍ଜନ କରିବେ ବୋଲି ରାଇରଙ୍ଗପୁର ସରପଞ୍ଚ ସଂଘର ୯ ଟି ପଞ୍ଚାୟତଦ ସରପଞ୍ଚଙ୍କ ତରଫରୁ ରାଇରଙ୍ଗପୁର ବିଡ଼ିଓ ଶ୍ରୀମତୀ ନାରାୟଣୀ ପ୍ରିୟଦର୍ଶିନୀ ପଣ୍ଡାଙ୍କୁ ତାଙ୍କ କାର୍ଯ୍ୟାଳୟ ପରିସରରେ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି । ସେମାନଙ୍କର ଦାବି ଥିଲା ବିନା ପଲ୍ଲୀ ସଭାରେ ଏଵଂ ବିନା ସରପଞ୍ଚଙ୍କ ଅଜାଣତରେ କେମିତି ୫୦ ଲକ୍ଷ ଟଙ୍କାର କାମ ମଂଜୁର କରାଯାଇଛି ‌ ।

ଜନପ୍ରତିନିଧି ମାନଙ୍କୁ କ୍ଷମତା ଦୂରେଇ ରଖିବା ପାଇଁ ଏହା ସରକାରଙ୍କ ଷଡ଼ଯନ୍ତ୍ର ନୁହେଁ ତ! ସରପଞ୍ଚଙ୍କ କ୍ଷମତାକୁ ଯୋଜନାବଦ୍ଧ ଭାବେ ସଂଙ୍କୁଚିତ କରିବା ସରକାର ଯେପରି ପଦକ୍ଷେପ ନେଇଛନ୍ତି ତାହା ସରକାରଙ୍କ ଉଚିତ ପଦକ୍ଷେପ ନୁହେଁ ।ଏହି ଉଦ୍ଘାଟିତ ଉତ୍ସବରେ କୌଣସି ସରପଞ୍ଚ ଯୋଗ ଦେବେ ନାହିଁ ।ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ ସମୟରେ ହଳଦା ସରପଞ୍ଚ ପ୍ରଭାସ ରଂଜନ ହାଁସଦା,ହାତିଆ ସରପଞ୍ଚ ଲାଲ ବାହାଦୁର ସୋରେନ,କୁଲେଇଶିଳା ସରପଞ୍ଚ ମିଲିରାଣୀ ସିଂ,ଵଡମୌଦା ସରପଞ୍ଚ ସୁକାନ୍ତି ହେମ୍ବ୍ରମ,ପୁରୁଣାପାଣି ସରପଞ୍ଚ ବାହ୍ଲିମଣି ଟୁଡୁ,ଭାଲୁଵଷା ସରପଞ୍ଚ ଯମୁନା ମଣି ସିଂ, ସୁଦର୍ଶନ ପୁର ସରପଞ୍ଚ କରବି ମୁଣ୍ଡାରୀ ,ସାନପାଖଣା ସରପଞ୍ଚ ସାଓ୍ବାନା ମାଝୀ, ଏବଂ ଗୁହାଳଡାଙ୍ଗିରୀ ସରପଞ୍ଚ ଵିଶୁ ମୁଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version