• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଢେଙ୍କାନାଳ ଜିଲ୍ଲାର ୩ ହଜାର ୫୩ଟି ପ୍ରକଳ୍ପ ପାଇଁ ମିଳିଲା ୧୦୬ କୋଟି

Proprietor Abhimanyu Maharana by Proprietor Abhimanyu Maharana
November 9, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଢେଙ୍କାନାଳ ଜିଲ୍ଲାର ୩ ହଜାର ୫୩ଟି ପ୍ରକଳ୍ପ ପାଇଁ ମିଳିଲା ୧୦୬ କୋଟି
Share on FacebookShare on TwitterWhatsapp

ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଘାଟିତ

ଜଗନ୍ନାଥ ସଂସ୍କୃତି ର ପ୍ରସାର,ମଠ ମନ୍ଦିର ସୁରକ୍ଷା ସହିତ ଗାଁ ର ବିକାଶ ମୂଳଲକ୍ଷ୍ୟ

୦୮ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନ  :->  ଢେଙ୍କାନାଳ ଜିଲ୍ଲାରେ ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଘାଟିତ ହୋଇଛି । ଜିଲ୍ଲାର ୮ଟି ବ୍ଲକରେ ସମସ୍ତ ୨୧୨ ଟି ପଞ୍ଚାୟତରେ ୩ ହଜାର ୫୩ଟି ପ୍ରକଳ୍ପ ପାଇଁ ପ୍ରତି ପଞ୍ଚାୟତରେ ୫୦ ଲକ୍ଷ ଲେଖାଏଁ ମୋଟ ୧୦୬ କୋଟି ଟଙ୍କାର ଅନୁଦାନ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି । ଗାଁର ବିକାଶ ଶସକ୍ତ ଓଡିଶାର ପ୍ରତିଛବି । ପ୍ରତେକ ଗାଁରେ ସଂସ୍କୃତିର ସୁରକ୍ଷା ଦିଗରେ କାର୍ଯ୍ୟ ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭୁବନ ମିନି ଷ୍ଟାଡିୟମ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ । ଜିଲ୍ଲାର ସମସ୍ତ ୨୧୨ ଟି ଗ୍ରାମ ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତି ପାଇଁ ୧୦୬ କୋଟି ଟଙ୍କା ମଞ୍ଜୁର କରାଯାଇଥିବାରୁ ସେ ବେଶ୍ ଖୁସି ବୋଲି କହିଥିଲେ । ଶାନ୍ତି, ମୈତ୍ରୀ, ଭାଇଚାରା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଆମ ଓଡିଶା ନବୀନ ଓଡ଼ିଶା ମାଧ୍ୟମରେ ସଂସ୍କୃତି ସୁରକ୍ଷା ଉପରେ ଜୋର ଦିଆଯାଇଛି । ସମସ୍ତଙ୍କ ଉନ୍ନତି, ସମସ୍ତଙ୍କ ବିକାଶ ଲକ୍ଷ ରହିଛି । ଗାଁରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ହେବ, ପ୍ରାଥମିକ ସ୍କୁଲ, ବ୍ୟାଙ୍କ ସେବା, ଖେଳ ପଡିଆ ମିଳିବ ।

ମଞ୍ଜୁର ହୋଇଥିବା ଅନୁଦାନ ସ୍ବଚ୍ଛତାର ସହ ଖର୍ଚ୍ଚ ହେବା ଉପରେ ଦୃଷ୍ଟି ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ । କାମାକ୍ଷା ନଗର ନିର୍ବାଚନ ମଣ୍ଡଳୀରେ ୧୫ ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ୬ ଟି ସେତୁ ନିର୍ମାଣ ପାଇଁ ୨୪ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏକତାଳି ଠାରେ ମିନି ଷ୍ଟାଡିୟମ ଓ ପାଠାଗାର ପାଇଁ ୪.୨୯ କୋଟି ମଞ୍ଜୁର କରାଯାଇଛି। ଏହା ସହିତ ୪ ଟି କଲେଜ, ୨ ଟି ହାୟର ସେକେଣ୍ଡାରୀ ସ୍କୁଲ ଓ ୨ ଟି ଭିତ୍ତିଭୂମୀ ପ୍ରକଳ୍ପ ରହିଥିବାରୁ ବ୍ଲକ ପ୍ରଶାସନ ପକ୍ଷରୁ ବି ଡି ଓ କଲ୍ୟାଣ ସୌରଭ ଦାଶ ଏବଂ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଏବଂ “ଆମ ଓଡିଶା ନବୀନ ଓଡିଶା” ର ଅଧ୍ୟକ୍ଷ ଶ୍ରୀ ଭି. କେ ପାଣ୍ଡିଆନ ଙ୍କୁ କୃତଜ୍ଞତା ଜଣାଇଥିଲେ ।

ଏଥିରେ ଜଗନ୍ନାଥ ସଂସ୍କୃତିର ଉନ୍ନତି ସହ ଖେଳପଡିଆ, ଭାଗବତଟୁଙ୍ଗୀ, ପ୍ରାଥମିକ ବିଦ୍ୟାଳୟର ଉନ୍ନତି କରାଯିବ । ଏହି କାର୍ଯ୍ୟକ୍ରମରେ ବ୍ଲକ ପ୍ରଶାସନ ସମେତ ବ୍ଲକ ବିଜେଡି ସଭାପତି ତଥା ଜିଲ୍ଲା ପରିଷଦ ସଦସ୍ୟ ରମେଶ ଚନ୍ଦ୍ର ସାହୁ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ, ଆତ୍ମା ଅଧ୍ୟକ୍ଷ ସୁଧାକର ସାହୁ, ପୂର୍ବତନ ସମିତି ସଭ୍ୟ ଅମୂଲ୍ୟ ଦ୍ବିବେଦୀ,ବିଜେଡି ନେତା ରାକେଶ ଆଇଚ ସକ୍ରିୟ ଅଂଶ ଗ୍ରହଣ ଓ ସହଯୋଗ କରିଥିଲେ । ସମସ୍ତ ସରପଞ୍ଚ , ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ ଙ୍କ ସମେତ ପ୍ରାୟ ୫ ହଜାର ରୁ ଉର୍ଦ୍ଧ୍ବ ମହିଳା ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version