• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାଟ୍ୟ ଚେତନା ର ୨୩ତମ ଲୋକନାଟ୍ୟ ମେଳା ଉଦ୍ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
November 11, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ନାଟ୍ୟ ଚେତନା ର ୨୩ତମ ଲୋକନାଟ୍ୟ ମେଳା ଉଦ୍ଘାଟିତ
Share on FacebookShare on TwitterWhatsapp

୧୦ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଚିଲିକା :-> ଓଡ଼ିଶା ର ପ୍ରଖ୍ୟାତ ନାଟ୍ୟାନୁଷ୍ଠାନ ନାଟ୍ୟ ଚେତନା ର ୨୪ତମ ଲୋକ ନାଟ୍ୟ ମେଳା ଖୋର୍ଦ୍ଧା ସିଆଳି ସ୍ଥିତ ନାଟ୍ୟଗ୍ରାମ ପରିସରରେ ଆରମ୍ଭ ହୋଇଛି । ନଭେମ୍ବର ୧୯ତାରିଖ ଠାରୁ ନଭେମ୍ବର ୧୪ତାରିଖ ପର୍ଯ୍ୟନ୍ତ ଏହି ନାଟ୍ୟ ମେଳା ରେ ଦେଶ ଓ ବିଦେଶର ବହୁ ନାଟ୍ୟ ଦଳ ସେମାନଙ୍କ ର ନାଟକ ପରିବେଷଣ ର କାର୍ଯ୍ୟ କ୍ରମ ରହିଛି । ପ୍ରଥମ ଦିନ ଅପରାହ୍ନ ରେ ଏକ ଥିଏଟର୍ ମାର୍ଚ୍ଚ ନାଟ୍ୟଗ୍ରାମ ରୁ ବାହାରି ଖୋର୍ଦ୍ଧା ସହର ପରିକ୍ରମା କରି ଥିଲା । ସନ୍ଧ୍ୟା ରେ କାର୍ଯ୍ୟକ୍ରମ ର ଉଦ୍ଘାଟନ ପରେ ନେପାଳୀ ନାଟକ ଅଭିନଦ୍ଧ ଓ ଓଡ଼ିଆ ଏକକ ନାଟକ ରେବତୀ -ସେଵତୀ-ଏଵତୀ ମନ୍ଚସ୍ଥ ହୋଇଥିଲା ।

୨ୟ ସନ୍ଧ୍ୟା ରେ ନାଟ୍ୟ ଚେତନା ର ନାଟକ ସୀମା, ବଙ୍ଗଳା ନାଟକ ହାରିଏ ଗାଛେ ମା , ଏକକ ବଙ୍ଗଳା ନାଟକ ସାବିତ୍ରୀ ଫୁଲେ ,୩ୟ ସନ୍ଧ୍ୟାରେ ବଙ୍ଗଳା ନାଟକ ପ୍ରବାହିତ କାଦମ୍ବିନୀ, ଆଦି ବାସୀ ନାଟକ ଗୁମୁରି କାନ୍ଦୁଛି ଗୁମୁରି ମାହା,୫ମ ସନ୍ଧ୍ୟାରେ ଵାଜିରାଉତ ଛାତ୍ରାବାସ, ଅନୁଗୋଳ ର ଓଡ଼ିଆ ନାଟକ ମୁକ୍ତିଧାରା ଏବଂ ବାଜି ମାରି ନେଲା ବାଜି ମଞ୍ଚ ସ୍ଥ ହେବ ।  ଅନ୍ତିମ ସନ୍ଧ୍ୟାର ଆର୍ଟ, ଢେଙ୍କାନାଳ ର ନାଟକ ସିଡି ,

ଵାଜିରାଉତ ଛାତ୍ରାବାସ, ଅନୁଗୋଳ ର ନାଟକ ସୂର୍ଯ୍ୟ ନମସ୍କାର ମଞ୍ଚ ସ୍ଥ ହେବାକୁ ଥିବାବେଳେ ୧୨ତାରିଖ ଦିନ ଦୀପାବଳୀ ଅବସରରେ ନାଟକ ପ୍ରଦର୍ଶନ ବନ୍ଦ ରହିବା ବୋଲି ଜଣାଯାଇଛି । ବିଭିନ୍ନ ଦିବସରେ ନାଟ୍ୟଗ୍ରାମ ପରିସରରେ ନାଟକ କର୍ମଶାଳା,ନାଟ ହାଟ, ଆଲୋଚନାଚକ୍ର ଓ ଛୋଟ ନାଟକ ପରିବେଷଣ ହେବ । କାର୍ଯ୍ୟକ୍ରମ କୁ ସାମଗ୍ରିକ ଭାବେ ପରିଚାଳନା କରୁଛନ୍ତି ନାଟ୍ୟ ଚେତନା ର ପ୍ରତିଷ୍ଠାତା ସୁବୋଧ ପଟ୍ଟନାୟକ ଏବଂ ବିଶିଷ୍ଟ ମଞ୍ଚ ଅଭିନେତ୍ରୀ ସୁଜାତା ପ୍ରିୟମ୍ବଦା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version