• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିଶୁ ଦିବସରେ ୧୧୦ ଶିଶୁଙ୍କୁ ପୁରସ୍କୃତ କଲା ସତ୍ୟମ

Proprietor Abhimanyu Maharana by Proprietor Abhimanyu Maharana
November 15, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଶିଶୁ ଦିବସ ଅବସରରେ ଆଇନ ସେବା ପ୍ରାଧିକରଣଦ୍ଵାରା ମହର୍ଷି ବିଦ୍ୟା ମନ୍ଦିରରେ ସାଇବର ଅପରାଧ ଜନିତ ସଚେତନତା କାର୍ଯକ୍ରମ
Share on FacebookShare on TwitterWhatsapp

୧୪ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ଼ :-> ସ୍ଥାନୀୟ ଶିକ୍ଷାନୁଷ୍ଠାନ ସତ୍ୟମ ତରଫରୁ ଆଜି ଶିଶୁ ଦିବସ ଅବସରରେ ୧୧୦ ଜଣ ଶିଶୁ ଙ୍କୁ ପୁରସ୍କାର ବଣ୍ଟନ କରାଯାଇଛି । ଶିଶୁ ଦିବସ ପାଇଁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ନୟାଗଡ଼ ପୌରାଞ୍ଚଳ ରେ ଅବସ୍ଥିତ ସମସ୍ତ ସ୍କୁଲର ପ୍ରାୟ ୪୦୦ ରୁ ଉର୍ଦ୍ଧ୍ବ ପିଲା ଭାଗ ନେଇଥିଲେ । ଏହି ପିଲା ମାନଙ୍କ ମଧ୍ୟରୁ ଯୋଗ୍ୟ ବିବେଚିତ ଛାତ୍ର ଛାତ୍ରୀ ମାନଙ୍କୁ ଆଜି ସଂଧ୍ୟାରେ ଏକ ପୁରସ୍କାର ବିତରଣ ଉତ୍ସବରେ ପ୍ରମାଣପତ୍ର ସହ ମେଡାଲ ଓ ଟ୍ରଫି ବଣ୍ଟନ କରାଯାଇଥିଲା।

ସତ୍ୟମ ର ନିର୍ଦେଶକ ରୋଟାରିଆନ ଧିରେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ମୂଖ୍ୟ ଅତିଥି ଭାବେ ନୟାଗଡ଼ ମୁନିସିପାଲିଟି ଅଧକ୍ଷା ନିରୂପମା ଖଟେଇ ଓ ସମ୍ମାନିତ ଅତିଥି ଭାବେ ସୁର ଗନ୍ଧର୍ବ ନବକିଶୋର ମିଶ୍ର ଯୋଗ ଦେଇଥିଲ । ସତ୍ୟମ ର ଏହି କାର୍ଯ୍ୟକ୍ରମ ଲୁକ୍କାୟିତ ପ୍ରତିଭାଙ୍କୁ ବାହାର କରିବାରେ ସହାୟକ ହେବ ବୋଲି ମୂଖ୍ୟ ଅତିଥି କହିଥିଲେ ।

ସମ୍ମାନିତ ଅତିଥି ନବକିଶୋର ମିଶ୍ର ଅବିଭାବକ ଙ୍କ ସହ ପିଲା ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସତ୍ୟମ ଏହିପରି କାର୍ଯ୍ୟକ୍ରମ ଆଗାମୀ ଦିନରେ ଜାରି ରଖୁ ବୋଲି ମତବ୍ୟକ୍ତ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମ କୁ ସତ୍ୟମ ର କମ୍ପ୍ୟୁଟର ଶିକ୍ଷକ ସୁଶାନ୍ତ ପାଇକରାୟ ପରିଚାଳନା କରିଥିବା ବେଳେ କର୍ମଚାରୀ ପ୍ରଦୀପ ବରାଡ଼, କାଜଲ ଡାକୁଆ, ମଳୟ ଡାକୁଆ ଓ ଛାତ୍ର ଛାତ୍ରୀ ମାନେ ସହାୟତା କରିଥିଲେ। ଆଗାମୀ ଦିନରେ ଏପରି କାର୍ଯ୍ୟକ୍ରମ ଜିଲ୍ଲାସ୍ତରରେ ଆୟୋଜନ କରାଯିବ ବୋଲି ସତ୍ୟମ ର ନିର୍ଦେଶକ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version