• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡାମତଳିଆ ଲ୍ଯାମ୍ପରେ ଠାରେ ୭୦ ତମ ନିଖିଳ ଭାରତୀୟ ସମବାୟ ସପ୍ତାହ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 15, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ବଡାମତଳିଆ ଲ୍ଯାମ୍ପରେ ଠାରେ ୭୦ ତମ ନିଖିଳ ଭାରତୀୟ ସମବାୟ ସପ୍ତାହ ପାଳିତ
Share on FacebookShare on TwitterWhatsapp

୧୪ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :->  ମୟୂରଭଞ୍ଜ ଜିଲ୍ଲାର ବିଜାତଳା ବ୍ଳକର ବଡାମତଳିଆ ଲ୍ଯାମ୍ପ ଆନୁକୁଲ୍ୟରେ ୭୦ ତମ ନିଖିଳ ଭାରତୀୟ ସମବାୟ ସପ୍ତାହ ଅବସରରେ ମଙ୍ଗଳବାର ଦିନ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଲ୍ଯାମ୍ପ ସଭାପତି ଚକ୍ରଧର ମାଝୀ, ପରିଚାଳନା ନିର୍ଦ୍ଦେଶକ ତାପସ ରଂଜନ ବାରିକ,ଲ୍ଯାମ୍ପ ବୋର୍ଡ ର ସଭ୍ୟ ସୋମନାଥ ବାରିକ,ସୁଧିର ମୁର୍ମୁ,କିଶୋର ମୋହନ ମୁର୍ମୁ,ଛାୟା ସିଂ ମୁଣ୍ଡା, ଅଗ୍ରଣୀ ଚାଷୀ ମଳୟ ରାଜ,

ରବୀନ୍ଦ୍ର ନାଥ ଧୀର,ପୁରେନ୍ଦ୍ର ବୈଠା,ଜଗଦୀପ ରାଜ, ଵରିଷ୍ଠ ସାମ୍ବାଦିକ ଯୁଧିଷ୍ଠିର ପରିଡା ପ୍ରମୁଖ ଯୋଗ ଦେଇ ସମବାୟ ପତକା ଉତ୍ତୋଳନ ଉତ୍ସବରେ ଯୋଗ ଦେଇଥିଲେ ।ଚାଷୀ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସମବାୟ ବିଭାଗ ସବୁବେଳେ କାର୍ଯ୍ୟ କରି ଆସୁଛି ।ଚାଷୀ ଓ ସମବାୟ ବିଭାଗ ଓତୋଃପୋତଃ ଭାବେ ଜଡ଼ିତ ।

ସମବାୟ ଦୁଆର ଚାଷୀଙ୍କ ପାଇଁ ସବୁବେଳେ ଖୋଲା । ସେମାନେ ଆସି ସରକାରଙ୍କ ଯୋଜନା ବିଷୟରେ ଅବଗତ ହୋଇ ନିଜକୁ କିଭଳି ଆର୍ଥିକ ସ୍ବାବଲମ୍ବୀ ହୋଇ ପାରିବେ ସେଥିପାଇଁ ଚେଷ୍ଟା କରିବା ଉଚିତ ବୋଲି ଲ୍ଯାମ୍ପ ସଭାପତି ଚକ୍ରଧର ମାଝୀ କହିଥିଲେ । ସାରା ଓଡ଼ିଶାରେ ସମବାୟ ସପ୍ତାହ ନଭେମ୍ବର ୧୪ ରୁ ୨୦ ତାରିଖ ପର୍ଯ୍ୟନ୍ତ ପାଳନ କରାଯିବ । କାର୍ଯ୍ୟକ୍ରମ ପରିଚାଳନାରେ ଗଗନ ବିହାରୀ ସିଂ,ରଜତ କୁମାର ମହାନ୍ତ, ସୁରେନ୍ଦ୍ର ପାତ୍ର ସହଯୋଗ କରିଥିଲେ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version