• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅମାନିଆଙ୍କ ବ୍ୟାରିକେଡ ଚିନ୍ତା , ଉଦ୍ଦେଶ୍ୟ ଅଲଗା

Proprietor Abhimanyu Maharana by Proprietor Abhimanyu Maharana
July 14, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଅମାନିଆଙ୍କ ବ୍ୟାରିକେଡ ଚିନ୍ତା , ଉଦ୍ଦେଶ୍ୟ ଅଲଗା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୪ ଜୁଲାଇ ୨୦୨୦ ମଙ୍ଗଳବାର) ହିଞ୍ଜିଳିକାଟୁ :- ସାରା ରାଜ୍ୟରେ ମହାମାରୀ କରୋନା ତାର ଅସଲ ସ୍ୱରୂପ ଧାରଣ କରିଛି । ଅନ୍ୟାନ୍ୟ ଜିଲ୍ଲା ଅପେକ୍ଷା ଜନବହୁଳ ଗଞ୍ଜାମ ଜିଲ୍ଲାର ସ୍ଥିତି ଅସମ୍ଭାଳ ଆଡକୁ ଗତି କରୁଛି । ଜିଲ୍ଲାରେ କରୋନା ସଂକ୍ରମଣର ଗତି ପ୍ରଖର ହୋଇ ସାଧାରଣ ଲୋକଙ୍କ ଧନଜୀବନ ଅସ୍ତବ୍ୟସ୍ତ କରିସାରିଲାଣି । କରୋନାରେ ଆକ୍ରାନ୍ତଙ୍କ ମଧ୍ୟରେ କିଛି ସଂକ୍ରମିତଙ୍କ ମୁଣ୍ଡ ଗଡ଼ିଲାଣି।ସରକାରୀ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୬ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।ସେଥି ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୪୪ ଜଣଙ୍କ ପ୍ରାଣ ହରାଇଥିବା ଜଣାପଡିଛି । ଏଭଳି ସଂକଟମୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ତୁହାକୁ ତୁହା ବୈଠକ ଅନୁଷ୍ଠିତ ହୋଇ ସମୀକ୍ଷା କରାଯାଇଛି । ପରିସ୍ଥିତି ଉପରେ ନିୟନ୍ତ୍ରଣ କରିବା ପାଇଁ ରଣନୀତି ପ୍ରସ୍ତୁତ କରିବା ସହ ସଂକ୍ରମଣ ରୋକିବା ଦିଗରେ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି ।

ଗଞ୍ଜାମ ଜିଲ୍ଲାର ସ୍ଥିତି ଉଦବେଗ ଜନକ ରହିଥିବା ବେଳେ ଜିଲ୍ଲାପାଳ ଘନ ଘନ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଶେଷ କରି ଗ୍ରାମାଞ୍ଚଳ ଗୁଡିକରେ ସଂକ୍ରମଣର ଆଶଙ୍କା ଅଧିକ ରହୁଥିବା ଜଣାପଡିଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ଠାରୁ ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ପାଇଁ ତତ୍ପର ଓ ପ୍ରଚେଷ୍ଟା ଚାଲିଛି । ସ୍ଥାନୀୟ ହିଞ୍ଜିଳିବ୍ଲକ ଓ ପୋୖରାଞ୍ଚକରେ କରୋନାର ପ୍ରକୋପ ବୃଦ୍ଧି ପାଇଛି।ଦିନକୁ ଦିନ ନୁଆଁ ନୁଆଁ ଆକ୍ରାନ୍ତ ଚିହ୍ନଟ ହେବା ସହ ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ୱାସ୍ଥ୍ୟ କର୍ମୀଙ୍କ ଦ୍ୱାରା ଘରକୁ ଘର ବୁଲି ଥର୍ମାଲ ସ୍କ୍ରିନିଙ୍ଗ ଜାରୀ ରହିଛି । ପ୍ରଶାସନ ପକ୍ଷରୁ ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ ପ୍ରସ୍ତୁତ କରାଯାଇ ପରିଚାଳନା କମିଟି ଗଠନ କରାଯାଇଛି । ଏଭଳି ବହୁ ଉଦ୍ୟମ ଆରମ୍ଭ କରାଯାଇ ଥିଲେ ମଧ୍ୟ ସେଭଳି କିଛି ପ୍ରଭାବ ପଡି ନ ଥିବା ଜଣାପଡିଛି । ଗ୍ରାମାଞ୍ଚଳରେ କରୋନା ମୁକାବିଲା ପାଇଁ କୋଭିଡ ମନିଟରିଂ କମିଟି ମୁଖ୍ୟତଃ ଗ୍ରାମ ଦୋକାନ ଛକ ରେ ଗହଳି, ,ପୋଖରୀ ଓ ଜଳାଶୟରେ ଗାଧୋଇବା ଏବଂ ତାସ ,କ୍ରିକେଟ, ଭଳିବଲ ଖେଳ,ଭୋଜି ଭାତ ଆୟୋଜନ ଆଦି ବନ୍ଦ କରିବାକୁ ସରପଞ୍ଚ ମାନଙ୍କୁ କୁହାଯାଇଛି ।

କେଉଁ ସ୍ଥାନରେ କିଛି ଅସୁବିଧା ହେଲେ ପୁଲିସର ସହାୟତା ନେବାକୁ ଜିଲ୍ଲାପାଳ କହିଛନ୍ତି । ହେଲେ ଏହି ନିର୍ଦ୍ଦେଶକୁ ମାନିବାକୁ ପ୍ରସ୍ତୁତ ନାହାଁନ୍ତି ଗାଁ ର ବିଶୃଙ୍ଖଳିତ ଯୁବଗୋଷ୍ଠୀ । ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିବା ଏସବୁ ନିର୍ଦ୍ଦେଶନାମା ପ୍ରତି ସେମାନଙ୍କ ଖାତିର ନାହିଁ । କାଳେ କେତେବେଳେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ସେଭଳି ଆଶଙ୍କାରେ ଏବେ କରୋନା ମୁକାବିଲା ପାଇଁ ମୁଖ୍ୟ ପ୍ରବେଶ ପଥରେ ବ୍ୟାରିକେଡ କରିବା ସେମାନଙ୍କ ଯୋଜନା ରହିଛି । ପରେ ଖୋଲା ଘର, ମଣ୍ଡପ, ମନ୍ଦିର ପରିସରରେ ଏସବୁ କାର୍ଯ୍ୟ କଳାପ ଚାଲିଲେ ପ୍ରଶାସନର ନଜର ହଟିଯିବ ବୋଲି ସେମାନେ ମସୁଧା କରୁଥିବା ସୂଚନା ମିଳିଛି । ଏହି ଉଦ୍ଧେଶ୍ୟରେ କିଛି ଅମାନିଆ ଯୁବକ ମନସ୍ଥ କରି କୁଆଡେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ନାଁ ନେଉଥିବା ଶୁଣିବାକୁ ମିଳୁଛି। ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ମତ ପ୍ରକାଶ ପାଇଛି । (ରିପୋର୍ଟ – ଲଳିତ ମୋହନ ପଲାଇ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version