• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବୈଠକ ପରାମର୍ଶ ସମିତିର ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
November 16, 2023
in Uncategorized
0
ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବୈଠକ ପରାମର୍ଶ ସମିତିର ସମୀକ୍ଷା ବୈଠକ
Share on FacebookShare on TwitterWhatsapp

୧୫ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୟାଗଡ :-> ଜିଲ୍ଲାପାଳ ତଥା ଜିଲ୍ଲା ଉପଯୁକ୍ତ ପ୍ରାଧିକାରୀ ଶ୍ରୀ ରବୀନ୍ଦ୍ରନାଥ ସାହୁଙ୍କ ଅଧ୍ୟକ୍ଷତାରେ ଗର୍ଭ ଧାରଣ ପୂର୍ବ ଏବଂ ଜନ୍ମପୂର୍ବ ଲିଙ୍ଗ ନିରୂପଣ ଅଧିନିୟମ ଉପରେ ପରାମର୍ଶ ସମିତିର ଏକ ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଗଲା । ଅଲଟ୍ରାସାଉଣ୍ଡ ସେଣ୍ଟର ସ୍ଥାପନ ପାଇଁ ଆବେଦନ କରିଥିବା ବ୍ୟକ୍ତିଙ୍କ ସମ୍ପର୍କିତ ସମ୍ପୂର୍ଣ ଭାବେ ପ୍ରମାଣପତ୍ର ସବୁକୁ ଯାଞ୍ଚ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ଡାଇଗ୍ନୋଷ୍ଟିକ୍ କେନ୍ଦ୍ର ନିୟମ ଉଲ୍ଲଂଘନ କରନ୍ତି ତେବେ ଗୁରୁତର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ ।

ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡାକ୍ତର ରାମାକାନ୍ତ ପଣ୍ଡା ପ୍ରସ୍ତାବ ଅନୁସାରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ କାର୍ଯ୍ୟରତ ପରାମର୍ଶଦାତା ସୋନୋଲୋଜିଷ୍ଟ ଡାକ୍ତର ତ୍ରିନାଥ ପ୍ରଧାନଙ୍କୁ ସେବା ପ୍ରଦାନ ଆଗାମୀ ଆଦେଶ ପରେ କାର୍ଯ୍ୟ ନ କରିବାକୁ ପରାମର୍ଶ ଦିଆଯାଇଥିଲା । ଏହି ବୈଠକରେ ଡିଏସପି ହେମନ୍ତ ରାଓ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ (ପରିବାର କଲ୍ୟାଣ) ଡାକ୍ତର ସୁଭାଷ ଚନ୍ଦ୍ର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଏବଂ ଅନ୍ୟମାନେ ଯୋଗ ଦେଇଥିଲେ।

ଜିଲ୍ଲା ଗୁଣବତ୍ତା ତଦାରଖ କମିଟି ବୈଠକ ଏହି ବୈଠକରେ ନୟାଗଡ ଜିଲ୍ଲାର ଏନକ୍ୟୁଆସ ଏବଂ କାୟକଳ୍ପ କାର୍ଯକ୍ରମ ସମ୍ବଦ୍ଧରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ ଜିଲ୍ଲାପାଳ ଉକ୍ତ କାର୍ଯ୍ୟକ୍ରମକୁ ଅଧ୍ୟକ୍ଷତା କରିଥିଲେ। ଜିଲ୍ଲା ର ବିଭିନ୍ନ ଗୁଣଭୀତିକ ଟାର୍ଗେଟ ଅନୁଷ୍ଠାନ ଗୁଡିଆକ ବିଷୟରେ ଆଲୋଚନା କରାଗଲା, ସେଥୀ ମଧ୍ୟରୁ ୧୫ ଟି ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ଓ ୨୨ ଟି ଉପ ସ୍ଵାସ୍ଥ୍ୟ କେନ୍ଦ୍ର ଉପରେ ଆଲୋଚନା କରାଯାଇଥିଲା, ଜିଲ୍ଲାପାଳ ଏହି ଅନୁଷ୍ଠାନ ଉପରେ ଗୁରୁତ୍ବାରୋପ କରିଥିଲେ, ସେ ଏହି ଅନୁଷ୍ଠାନ ଗୁଡିକୁ ଗୁଣଭୀତିକ ପ୍ରମାଣ ପତ୍ର ପାଇବା ପାଇଁ ଚେଷ୍ଟା କରିବା ପାଇଁ କହିଥିଲେ। ଜିଲ୍ଲାର କାୟକଳ୍ପ ସଫଳତା ଉପରେ ଆଲୋଚନା କରୁଥିଲେ ଓ ସମସ୍ତ ହସପିଟାଲ ଗୁଡିକୁ କାୟକଳ୍ପ ପାଇବା ପାଇଁ ନିର୍ଦେଶ ଦେଇଥିଲେ, ଏହା ବ୍ୟତୀତ ଦଶପଲ୍ଲା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ରେ ପ୍ରସୂତୀ ଗୃହ ଓ ଅସ୍ତ୍ରୋପଚାର ଗୃହର ଗୁଣାତ୍ମକ ମାନ ବୃଦ୍ଧି ପାଇବା ଦିଗରେ ଲକ୍ଷ୍ୟ ପ୍ରମାଣ ପତ୍ର ହାସଲ ଦିଗରେ ମଧ୍ୟ ନିର୍ଦେଶ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version