• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଳକସ୍ତରୀୟ ସୁନେତ୍ର କାର୍ଯ୍ୟକ୍ରମ ଉଦଯାପନ

Proprietor Abhimanyu Maharana by Proprietor Abhimanyu Maharana
November 18, 2023
in ଓଡ଼ିଶା, ଗଜପତି, ହୋମ୍
0
ବ୍ଳକସ୍ତରୀୟ ସୁନେତ୍ର କାର୍ଯ୍ୟକ୍ରମ ଉଦଯାପନ
Share on FacebookShare on TwitterWhatsapp

୧୭ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର, ଉଦୟଗିରି  :-> ଗଜପତି ଜିଲ୍ଲା ଆର,ଉଦୟଗିରି ବ୍ଳକସ୍ତରୀୟ ସୁନେତ୍ର ଶୁକ୍ରବାର ଉଦଯାପନ ହୋଇଯାଇଛି । ଶୁକ୍ରବାର ସ୍ଥାନୀୟ ଗୋଷ୍ଠୀଶିକ୍ଷାଧିକାରୀ କାର୍ଯ୍ୟାଳୟ ଠାରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ବିଇଓଙ୍କ ମିଳିତ ତତ୍ତ୍ବାବଧାନରେ ସୁନେତ୍ର ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଅଯିତ୍ବ ଦୂରୀକରଣ ନିମନ୍ତେ ନେତ୍ର ପରୀକ୍ଷା କରାଯାଇ ଅଶୁ ସମାଧାନ ପୂର୍ବକ ଚଷମା ପ୍ରଦାନ ନିମନ୍ତେ ଲକ୍ଷରଖି ଊକ୍ତ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ. ଶକ୍ତି ପ୍ରସାଦ ପଟ୍ଟନାୟକ, ବିଇଓ ବିରେନ୍ଦ୍ର ମଣ୍ଡଳ , ଏବିଇଓ ଯୁଧିଷ୍ଠିର ବେହେରା , ଶ୍ରୀନିବାସ ବେହେଦଳାଇ ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶଶି,

ରୁବି ଆଇ ସ୍ବାସ୍ଥ୍ୟକେନ୍ଦ୍ର ବ୍ରହ୍ମପୁର ଚକ୍ଷ୍ୟୁ ସହାୟକ ଭିଷ୍ମ ବେହେରା ଓ ସ୍ଥାନୀୟ ଚକ୍ଷ୍ୟୁ ସହୟକ ଜ୍ୟୋତି ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତିରେ ସଭାକାର୍ଯ୍ୟ ଅନୁଷ୍ଠିତ କରାଯାଇ ସ୍ଥାନୀୟ ନୋଡାଲ ଉର୍ଚ ପ୍ରଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଦୀପ ପଣ୍ଡା ମଞ୍ଚାପରିଚାଳନ କରିଥିଲେ । ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ବିଆରଟି ବିରଞ୍ଚି ନାରାୟଣ ଦାଶ ପରିଚାଳନା କରିଥିବା ବେଳେ ସମସ୍ତ କର୍ମକର୍ତା ସହଯୋଗ କରିଥିଲେ ।

ଏହି କାର୍ଯ୍ୟକ୍ରମ ୧୫ ତାରିଖରେ ଛେଳିଗଡ ଛାତ୍ରଛାତ୍ରୀ ୩୦୦,୧୬ ତାରିଖରେ ରାମଗିରି ଛାତ୍ରଛାତ୍ରୀ ୨୮୬ ଓ ଆର,ଉଦୟଗିରି ୨୭୫ ଜଣ ଓ ସମସ୍ତ କ୍ଲଷ୍ଟର ସ୍ଥରୀୟ CRCC, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତୀ ଓ ଅଭିଭାବକ ଯୋଗ ଦେଇଥିଲେ । ସରକାରଙ୍କ ଏହି ପଦକ୍ଷେପକୁ ସାଧୁବାଦ ଜ୍ଞାପନ ପୂର୍ବରୁ ଚଷମା ପ୍ରଦାନ ନିମନ୍ତେ ଆଶୁ ପଦକ୍ଷେପ ଗ୍ରହଣ ନିମନ୍ତେ ଅଧିକାରୀଙ୍କୁ ଅବଗତ କରାଯାଉଥିଲା । ଏହି କାର୍ଯ୍ୟକ୍ରମ ଦ୍ବାରା ବ୍ଲକର ୧୬୦ ଛାତ୍ରଛାତ୍ରୀ ମାନଙ୍କୁ ଚଷମା ପାଇବାକୁ ଚିହ୍ନଟ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

October 8, 2026
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version