• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିଶୁ ଶିକ୍ଷା ସଦନର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 19, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଶିଶୁ ଶିକ୍ଷା ସଦନର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

୧୮ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଖୋର୍ଦ୍ଧା-ଜଟଣୀ  :-> ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ କୁଦିଆରି ମହତାବ ନଗରସ୍ଥିତ ଶିଶୁ ଶିକ୍ଷା ସଦନରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ଉତ୍ସବ ୨୦୨୩-୨୪ ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ସମ୍ପାଦକ ତଥା କ୍ରୀଡାବିତ ଅନନ୍ତ ପ୍ରସାଦ ପାଟ୍ଟଶାଣୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉକ୍ତ କ୍ରୀଡା ଉତ୍ସବକୁ ଉଦଘାଟନ କରିଥିଲେlଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ଯ ଭାରତ ସ୍କାଉଟ ଓ ଗାଇଡ୍ ର ଉପସଭାପତି ତଥା ଭୁବନେଶ୍ଵର ବ୍ଲକ୍ ର ପୂର୍ବତନ ଅଧ୍ୟକ୍ଷ ଦୁଃଶାସନ ସ୍ୱାଇଁ,

ବିଦ୍ୟାଳୟ ଶିକ୍ଷା କମିଟିର ସଭାପତି ସତ୍ୟନାରାୟଣ ପଟ୍ଟନାୟକ, ସମ୍ମାନିତ ଅତିଥି ଏବଂ ବିଦ୍ୟାଳୟର ସମ୍ପାଦକ ଅନନ୍ତ ପ୍ରସାଦ ପାଟ୍ଟଶାଣୀ ପ୍ରମୁଖ ଯୋଗଦେଇ ଶିକ୍ଷା ଗ୍ରହଣ ସହିତ ଶାରୀରିକ ବୃଦ୍ଧି ପାଇଁ କ୍ରୀଡ଼ାର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଥିଲେlଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଶାରିରୀକ କୌଶଳ ପ୍ରଦର୍ଶନ କରାଯାଇଥିଲା l

ପରିଶେଷରେ ୩୦ଟି ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା  l ଏହାପରେ କ୍ରୀଡା ପତାକା ଅବତରଣ କରାଯାଇ କ୍ରୀଡା ଉତ୍ସବକୁ ସମାପ୍ତ କରଯାଇଥିଲା । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଲେଖ ଚନ୍ଦ୍ର ବଳିୟାରସିଂହଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ମାନେ ପରିଚାଳନା କରିଥିବା ବେଳେ ସଂଘମିତ୍ରା ପାଟ୍ଟଶାଣୀ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version