• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁରେଶ ମହାପାତ୍ରଙ୍କୁ ବିରୋଧ ବିଜେପିର ଡରକୁ ପଦାରେ ପକାଇଛି : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
November 19, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ସୁରେଶ ମହାପାତ୍ରଙ୍କୁ ବିରୋଧ ବିଜେପିର ଡରକୁ ପଦାରେ ପକାଇଛି : ବିଜେଡି
Share on FacebookShare on TwitterWhatsapp

 କେନ୍ଦ୍ର ସରକାରଙ୍କୁ କାଠଗଡାରେ ଛିଡା କରାଇଲେ ବିଜେପି ମୁଖପାତ୍ର

 ଅନ୍ୟ ରାଜ୍ୟକୁ ବିଜୁଳି ଦେବା ନିଷ୍ପତ୍ତି ସମ୍ପୂର୍ଣ୍ଣ କେନ୍ଦ୍ର ସରକାରଙ୍କର

 ଟିଭିରେ ମୁହଁ ଦେଖାଇବାପାଇଁ ବିକଳ ହେଉଛନ୍ତି ବିଜେପି ମୁଖପାତ୍ର

 ମୁଖପାତ୍ରଙ୍କ ଚିକିତ୍ସା କରାଇବାକୁ ବିଜେପି ରାଜ୍ୟ ସଭାପତିଙ୍କୁ ବିଜେଡିର ପରାମର୍ଶ

୧୮ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଜଣେ ଦକ୍ଷ ଏବଂ କର୍ତ୍ତବ୍ୟନିଷ୍ଠ ଅଧିକାରୀ ଶ୍ରୀ ସୁରେଶ ମହାପାତ୍ରଙ୍କ ନୂଆ ନିଯୁକ୍ତି ନେଇ ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା କରିଥିବା ସାମ୍ବାଦିକ ସମ୍ମିଳନୀ ସେମାନଙ୍କ ମନରେ ଥିବା ଡରକୁ ପ୍ରମାଣିତ କରୁଛି । ଖାଲି ଏତିକି ନୁହେଁ ଶ୍ରୀ ପଣ୍ଡା ପରାକ୍ଷରେ କେନ୍ଦ୍ରରେ ଥିବା ନିଜ ଦଳର ସରକାରଙ୍କ ନିଷ୍ପତ୍ତିକୁ ସମାଲୋଚନା କରିବା ସହିତ କାଠଗଡାରେ ଛିଡା କରାଇ ଦେଇଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଇପ୍ସିତା ସାହୁ ।

ଶ୍ରୀମତୀ ସାହୁ ଏଠାରେ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ତଲାବିରା ବିଦ୍ୟୁତ୍‍ ପ୍ରକଳ୍ପ ନେଇ ବିଜେପି ପ୍ରବକ୍ତା ଉଠାଇଥିବା ପ୍ରସଙ୍ଗ ପ୍ରମାଣିତ କରୁଛି ଯେ ଶ୍ରୀ ପଣ୍ଡାଙ୍କ ମୁଣ୍ଡରେ ସାମାନ୍ୟ ବୁଦ୍ଧି ନାହିଁ । ଅତ୍ୟନ୍ତ ପିଲାଳିଆମୀ ଭାବେ ସାମ୍ବାଦିକ ସମ୍ମିଳନୀ କରି ଟିଭିରେ ମୁହଁ ଦେଖାଇବାର ଉତ୍ସୁକତା ପାଇଁ ସେ ଲୋକହସା ହେଉଛନ୍ତି । ସତ କଥା ହେଲା, ଦେଶର ଅନେକ ରାଜ୍ୟକୁ ଓଡିଶା ବିଜୁଳି ଯୋଗାଉଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡିଶା ଏ ଦିଗରେ ପଦକ୍ଷେପ ନେଇଥାଏ । ଏଥିରେ ଓଡିଶାର ନିଜସ୍ୱ ନିଷ୍ପତ୍ତି କିଛି ନଥାଏ ।

ସେହିଭଳି କେନ୍ଦ୍ର ସରକାରଙ୍କର ଅନୁମୋଦନ କ୍ରମେ ମୁଖ୍ୟ ଶାସନ ସଚିବ ପଦବୀରେ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳର ଅବଧି ଦୁଇ ଥର ବୃଦ୍ଧି ହୋଇଥିଲା । ହେଲେ ଟିଭିରେ ମୁହଁ ଦେଖାଇବାର ଲାଳସାରେ ବିଜେପି ପ୍ରବକ୍ତା ନିଜ ଦଳର ସରକାରକୁ କାଠଗଡାରେ ଆଣି ଠିଆ କରାଇଛନ୍ତି । ଲାଗୁଛି ବୟସାଧିକ୍ୟ କାରଣରୁ ତାଙ୍କ ମୁଣ୍ଡ କାମ କରିବା ବନ୍ଦକରି ଦେଇଛି ।

କେନ୍ଦ୍ରରେ ଥିବା ନିଜ ଦଳର ସରକାର ପ୍ରତି ଅରୁଚିକର ମନ୍ତବ୍ୟ ପ୍ରଦାନ କରିଥିବାରୁ ଏବଂ ଅତୀତର ନିଷ୍ପତ୍ତିକୁ ସମାଲୋଚନା କରି ପ୍ରଶ୍ନ ଚିହ୍ନ ଠିଆ କରିଥିବାରୁ ତୁରନ୍ତ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ । ଯେହେତୁ ଶ୍ରୀ ପଣ୍ଡାଙ୍କର ମୁଣ୍ଡ କାମ କରୁନାହିଁ, ତେଣୁ କୌଣସି ଭଲ ଡାକ୍ତରଖାନାରେ ତାଙ୍କ ଚିକିତ୍ସା ପାଇଁ ପରାମର୍ଶ ଦିଅନ୍ତୁ ବୋଲି ଶ୍ରୀମତୀ ସାହୁ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026
ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026
କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version