• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର ୟୁନିଟ-୧ ସ୍ଥିତ ମଦର୍ସ ପବ୍ଲିକ ସ୍କୁଲରେ ଆଜି ଆମର ବାର୍ଷିକ ଉତ୍ସବ ‘ଅଙ୍କୁରମ୍‌’ ପାଳିତ ହେଉଛି

Proprietor Abhimanyu Maharana by Proprietor Abhimanyu Maharana
November 19, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଭୁବନେଶ୍ୱର ୟୁନିଟ-୧ ସ୍ଥିତ ମଦର୍ସ ପବ୍ଲିକ ସ୍କୁଲରେ ଆଜି ଆମର ବାର୍ଷିକ ଉତ୍ସବ ‘ଅଙ୍କୁରମ୍‌’ ପାଳିତ ହେଉଛି
Share on FacebookShare on TwitterWhatsapp

୧୮ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :->  ଚଳିତ ବର୍ଷ ନଭେମ୍ବର ୧୮ ତାରିଖରେ ଭୁବନେଶ୍ୱର ସ୍ଥିତ ମଦର୍ସ ପବ୍ଲିକ ସ୍କୁଲ ‘ଏକ ଭଲ ଆସନ୍ତା କାଲି ପାଇଁ ଦର୍ଶନ’ ବିଷୟବସ୍ତୁକୁ କେନ୍ଦ୍ର କରି ସ୍ଥାୟୀ ବିକାଶ ଲକ୍ଷ୍ୟରେ ମହା ଆଡ଼ମ୍ବରରେ ପାଳନ କରିଛି ତା’ର ବାର୍ଷିକ ଉତ୍ସବ ‘ଅଙ୍କୁରମ’ । ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା ଜାତିସଂଘ ଦ୍ୱାରା ୧୭ଟି ସ୍ଥାୟୀ ବିକାଶ ଉପରେ ସଙ୍କଳ୍ପବଦ୍ଧ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ସମସ୍ତ କର୍ମକର୍ତାବୃନ୍ଦଙ୍କ ଗହଣରେ ।

ଯେଉଁଥିରେ ସର୍ବପ୍ରଥମେ ଦାରିଦ୍ର‌୍ୟ ଦୂରୀକରଣ, ମିଲେଟ ମିଶନ, ଗୁଣାତ୍ମକ ଶିକ୍ଷା, ସହରର ବିଭିନ୍ନ ସ୍ୱଚ୍ଛତା ଉପରେ ଗୁରୁତ୍ୱାରୋପ, କୃଷି ବିଦ୍ୟାଳୟରୁ କମ୍ପୋଷ୍ଟ ତଥା ମୂଷାଚାଷ ସମ୍ପର୍କରେ ଜ୍ଞାନ ଲାଭ, ଜଳ ତଳେ ଜୀବନର ସୁରକ୍ଷା, ସହିତ ପରିବେଶ ସନ୍ତୁଳନ ପାଇଁ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ସି.ବି.ଏସ.ଇ ଆଂଚଳିକ ମୁଖ୍ୟ ଶ୍ରୀ ଟି.ମାତେ ଏବଂ ସାଥି । ତତ୍ ସହିତ ଯୋଗଦେଇଥିଲେ ସହୋଦୟ ସ୍କୁଲ କମ୍ପେ୍ଲକ୍ସ ଭୁବନେଶ୍ୱରର ଚେୟାରମ୍ୟାନ କଲୋନେଲ ବଲୁ ଭରତ ଏବଂ ଭାଇସ ଚେୟାରମ୍ୟାନ ଡା.ସତ୍ୟବ୍ରତ ମୀନକେତନ ଓ ଭୁବନେଶ୍ୱର ସ୍ଥିତ ଅଗ୍ରଣୀ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷବୃନ୍ଦ । ପ୍ରଦୀପ ପ୍ରଜ୍ୱଳନ ସହିତ ଶ୍ଲୋକ ଆବୃତି କରି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା ।

ଏହାପରେ ମଦର୍ସ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍‌ର ଚେୟାରମ୍ୟାନ ତଥା ଅଧ୍ୟକ୍ଷା ଶ୍ରୀମତୀ ପୋଲି ପଟ୍ଟନାୟକ ୨୦୨୩ର ବାର୍ଷିକ ବିବରଣୀ ପାଠ ସହିତ ଶିକ୍ଷାବର୍ଷର ସଫଳତାକୁ ଆଲୋକପାତ କରିଥିଲେ । ସ୍ଥାୟୀ ବିକାଶର ଲକ୍ଷ୍ୟକୁ ଆଧାର କରି, ପଲିଥିନ୍ ବ୍ୟବହାରକୁ କଡ଼ା ନାଁ କହି ନିଜକୁ ଜଣେ ଅଭିଭାବକ ଭାବରେ ପ୍ରମାଣିତ କରିଥିବାରୁ ୟୁନିଟ୍‌-୧ ପରିବା ବ୍ୟବସାୟୀ ଶ୍ରୀ ପ୍ରଶାନ୍ତ ବେହେରାଙ୍କୁ ସମ୍ମାନିତ କରାଯାଇଥିଲା ।

ଜାତିସଂଘ ଦ୍ୱାରା ସ୍ଥିରୀକୃତ ଆମର ସ୍ଥାୟୀ ବିକାଶ ଲକ୍ଷ୍ୟ ବିଷୟରେ ସଚେତନତା ପ୍ରସାର କରିବାକୁ ଛାତ୍ରଛାତ୍ରୀମାନେ ନିଜର ନୃତ୍ୟ ମାଧ୍ୟମରେ ପ୍ରଚେଷ୍ଟା କରିଥିଲେ ଏବଂ ୨୦୩୦ ସୁଦ୍ଧା ଏହାର ଲକ୍ଷ୍ୟ ପୂର୍ଣ୍ଣ ପାଇଁ ସଙ୍କଳ୍ପବଦ୍ଧ ହୋଇଥିଲେ । ଏହି ଅବସରରେ ନିଜ ମତ ପ୍ରକାଶ କରି ମଦର୍ସ ପବ୍ଲିକ ସ୍କୁଲର ମ୍ୟାନେଜିଙ୍ଗ ଡାଇରେକ୍ଟର ଶ୍ରୀଜିତ ପଟ୍ଟନାୟକ କହିଛନ୍ତି ଯେ,

“ଭୁବନେଶ୍ୱର ୟୁନିଟ-୧ ସ୍ଥିତ ମଦର୍ସ ପବ୍ଲିକ ସ୍କୁଲରେ ଆଜି ଆମର ବାର୍ଷିକ ଉତ୍ସବ ‘ଅଙ୍କୁରମ୍‌’ ପାଳିତ ହେଉଛି । ସ୍ଥାୟୀ ବିକାଶ ଲକ୍ଷ୍ୟ(ଏସଡିଜି) ଆଧାରରେ ପ୍ରସ୍ତୁତ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଆମେ ଜଳବାୟୁ ପରିବର୍ତନ ଏବଂ ଭବିଷ୍ୟତ ପିଢ଼ି ପାଇଁ ଜଳବାୟୁକୁ କିପରି ସଂରକ୍ଷଣ କରାଯାଇପାରିବ ସେ ସମ୍ପର୍କରେ ବାର୍ତା ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛୁ ।

ସିବିଏସଇ ଗାଇଡଲାଇନ ଦ୍ୱାରା ଦର୍ଶାଯାଇଥିବା ୧୭ଟି ସ୍ଥାୟୀ ବିକାଶ ଲକ୍ଷ୍ୟ(ଏସଡିଜି) ଉପରେ ଏହାର ବିଷୟବସ୍ତୁ କେନ୍ଦ୍ରୀଭୂତ ରହିଛି, ଯେଉଁଥିରେ ଭବିଷ୍ୟତ ପିଢ଼ି ପାଇଁ ଜଳବାୟୁ ସଂରକ୍ଷଣ ପାଇଁ ରଣନୀତି ଉପରେ ଗୁରୁତ୍ୱ ଦେବା ପାଇଁ ପ୍ରତ୍ୟେକ ଲକ୍ଷ୍ୟକୁ ଶୃଙ୍ଖଳିତ ଭାବରେ ବର୍ଣ୍ଣନା ଏବଂ ଧ୍ୟାନ ଦିଆଯାଇଛି ।”

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

June 25, 2026
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

June 25, 2026
ଶିକ୍ଷା ବ୍ଯବସ୍ଥାରେ ଅର୍ଥ ଶୋଷଣ ଚାକିରି ଆଶାୟୀଙ୍କ ଜୀବନ ସହ ଖେଳୁଛି ସରକାର

ଶିକ୍ଷା ବ୍ଯବସ୍ଥାରେ ଅର୍ଥ ଶୋଷଣ ଚାକିରି ଆଶାୟୀଙ୍କ ଜୀବନ ସହ ଖେଳୁଛି ସରକାର

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version