• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାମହିମ ରାଷ୍ଟ୍ରପତି ବୌପଦୀ ମୁର୍ମୁଙ୍କ ୩ଦିନିଆ ଓଡିଶା ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
November 20, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମହାମହିମ ରାଷ୍ଟ୍ରପତି ବୌପଦୀ ମୁର୍ମୁଙ୍କ ୩ଦିନିଆ ଓଡିଶା ଗସ୍ତ
Share on FacebookShare on TwitterWhatsapp

୨୦ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :->  ଭାରତର ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁ , ଓଡ଼ିଶା ରାଜ୍ୟର ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା କୁ ତା ୨୦୵୧୧ ରେ ପହଞ୍ଚଥିଲେ। ବାରିପଦାର ସହୀଦ ସ୍ମୃତିଭବନ ରେ ଅଲ ଇଣ୍ଡିଆ ସାନ୍ତାଳୀ ଲେଖକ ଓ ସାହିତ୍ୟ ସମ୍ମିଳନୀ ରେ ଯୋଗ ଦେଇ ଥିଲେ। ପରେ ଜିଲ୍ଲାର କୁଳିଅଁଳା ନିକଟ ରେ ଥିବା ଆବାସିକ ଏକ ଲବ୍ଯ ସ୍କୁଲ କୁ ଶୁଭ ଉଦଘାଟନ କରିଥିଲେ ।

ସମବାର ୨୦ ତାରିଖ ଅପରାହ୍ନ ରେ ରାଇରଙ୍ଗପୁର କୁ ହେଲିକପ୍ଟର ଯୋଗେ ପହଞ୍ଚିଥିଲେ ।ରାଇରଙ୍ଗପୁର ଡାକ ବଙ୍ଗଳା ରେ କିଛି ସମୟ ବିଶ୍ରାମ ନେବା ପରେ ରାତ୍ରୀରେ ରାଇରଙ୍ଗପୁର ମହୁଲଡିହା ରେ ଥିବା ବାସ ଭବନରେ ରାତ୍ରୀ ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ତା ୨୧୵୧୧ ରିଖ ପ୍ରଭାତରେ ପ୍ରଥମେ ନିଜ ଶଶୁର ଗାଁ ପାହାଡପୁର କୁ ଆସି ଏକ ଦକ୍ଷତା ବିକାଶ କେନ୍ଦ୍ର ର ଶୁଭ ଉଦଘାଟନ କରିବେ ଓ ଶଶୁର ଘରେ ନିର୍ମାଣ ହୋଇଥିବା ଏସ୍ ଏଲ୍ ଏସ୍ ଟ୍ରଷ୍ଟ ର ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସହ କିଛି ସମୟ ବିତାଇବା ପରେ ,

ନୂତନ ଭାବେ ପୁନଃନିର୍ମାଣ କରାଯାଇଥିବା ନିଜ ସ୍ବାମୀ ଓ ୨ପୁଅ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ବାଦାମପାହାଡ ରେଳ ଷ୍ଟେସନ କୁ ଯିବେ । ରେଳ ବିଭାଗ ତରଫରୁ ଆୟୋଜିତ ହୋଇଥିବା ଉଦଘାଟନ ଋତ୍ସବ ରେ ଯୋଗ ଦେବେ । ବାଦାମପାହାଡ ପ୍ଲାଟଫର୍ମ ରୁ ନୂତନ ୩ଟି ଟ୍ରନ୍ କୁ ସବୁଜ ପତକା ଦେଖାଇ ଟାଟା ବାଦାମପାହାଡ ରେଳ ,

ବାଦାମପାହାଡ ରୁ ରାଉରକେଲା ଟ୍ରନ୍ ଓ ବାଦାମପାହାଡ ରୁ କଲିକତା ଟ୍ରେନ୍ ସାଲିମାର ଟ୍ରେନ୍ କୁ ପତକା ଦେଖାଇ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଉକ୍ତ ପ୍ଲାଟଫର୍ମ ରୁ ଭିଡିଓ କନଫରେନ୍ସ ଯୋଗେ ରାଇରଙ୍ଗପୁର ମୁଖ୍ଯ ଡାକ ଘରକୁ ଡିଭିଜନ ଡାକ ଘର ର ଶୁଭାରମ୍ଭ କରିବେ । ସମସ୍ତ କାର୍ଯ୍ୟକ୍ରମ ସରିବାପରେ ବାଦାମପାହାଡ ରୁ ରେଳ ଯୋଗେ ରାଇରଙ୍ଗପୁର ଆସିବାର ଯୋଜନା ରହିଛି ।

ରାଷ୍ଟ୍ରପତିଙ୍କ ସହିତ ନିର୍ଦ୍ଦିଷ୍ଟ ସ୍ଥାନୀୟ ସ୍କୁଲ ଛାତ୍ରଛାତ୍ରୀମାନେ ରେଳ ରେ ବସିବାର ସୁଯୋଗ ପାଇବେ । ରାଇରଙ୍ଗପୁର ବାସୀଙ୍କ ଖୁସିର ଜୁଆର ଦେଖିବାକୁ ମିଳିଛି କାରଣ ଦୀର୍ଘ ଦିନ ର ରେଳ ଚଳାଚଳ ଦାବି ଶାକାର ହେବାକୁ ଯାଉଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ଦୃଷ୍ଟି କୋଣରୁ ଓଡିଶା ପୋଲିସ ଓ କେନ୍ଦ୍ର ପୋଲିସ ଶାନ୍ତି ବଜାଇ ରଖିବା ପାଇଁ କଡା ସୁରକ୍ଷା ପହରା କୁ କଡାକଡି କରାଯାଇଛି ।

ବୁଧବାର ଦିନ ସମ୍ବଲପୁର ଠାରେ ବ୍ରହ୍ମକୁମାରୀ ସଂସ୍ଥା ଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ କୁ ନୂଆ ଭାରତ ପାଇଁ ନୂତନ ଶିକ୍ଷା କୁ ଶୁଭାରମ୍ଭ କରି ବାହୁଡି ଯିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଆଗମନ ରେ ସଜେଇ ହୋଇଛି ମୟୂରଭଞ୍ଜ ଜିଲ୍ଲାର ଗାଁ ଠାରୁ ସହର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

September 10, 2026
ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version