• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡ଼ ବ୍ଲକର ଓ.ଏଲ.ଏମ ବିଭାଗରେ ବ୍ୟାପକ ଦୁର୍ନୀତି

Proprietor Abhimanyu Maharana by Proprietor Abhimanyu Maharana
November 21, 2023
in ଓଡ଼ିଶା, ଗଜପତି, ହୋମ୍
0
ରାୟଗଡ଼ ବ୍ଲକର ଓ.ଏଲ.ଏମ ବିଭାଗରେ ବ୍ୟାପକ ଦୁର୍ନୀତି
Share on FacebookShare on TwitterWhatsapp

ରାୟଗଡ଼ ବ୍ଲକର ଓ.ଏଲ.ଏମ ବିଭାଗରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ନେଇ ଓଡ଼ିଶା ଜୀବିକା ମିଶନ ଭୁବନେଶ୍ୱରରୁ ଚାରିଜଣିଆ ଟିମ୍ ଦୁଇଦିନିଆ ଗସ୍ତରେ ଆସି ତଦନ୍ତ କରି ଫେରିଛନ୍ତି ।

ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଓ.ଏଲ.ଏମ ବିଭାଗରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ଓଡ଼ିଶା ଜୀବିକା ମିଶନ ଅଫିସ ଭୁବନେଶ୍ୱରରୁ ଚାରି ଜଣିଆ ଟିମ୍ ଦୁଇଦିନିଆ ରାୟଗଡ଼ ଗସ୍ତରେ ଆସି ତିନି ଗୋଟି ପଞ୍ଚାୟତ ଯଥା ଜିରାଙ୍ଗ, କରଡାସିଙ୍ଗି, କେରାଣ୍ଡି ପଞ୍ଚାୟତରେ ତଦନ୍ତ କରି ଫେରିଥିବା ଜଣାପଡ଼ିଛି ରାଜ୍ୟ ସରକାର ମହିଳା ମାନଙ୍କୁ ସ୍ୱାବଲମ୍ୱି କରିବା ପାଇଁ ଓଡ଼ିଶା ଜୀବିକା ମିଶନ ଜରିଆରେ ବିଭିନ୍ନ ଯୋଜନା ମାଧ୍ୟମରେ ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ଅନୁଦାନ ଦେଉଥିବା ବେଳେ ରାୟଗଡ଼ ବ୍ଲକରେ ଏହାର ସଠିକ୍ ରୂପେ କାର୍ଯ୍ୟକାରୀ ନ ହୋଇ ଏହାର ବ୍ୟତିକ୍ରମ ହୋଇ ଦୁର୍ନୀତି ହୋଇଥିବାର ଅଭିଯୋଗ ହୋଇଥିଲା ।

ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲ୍ଲା ରାୟଗଡ଼ ବ୍ଳକରେ ଗ୍ରାମୀଣ ଆଦିବାସୀ ମହିଳା ମାନଙ୍କର ସରଳତାର ସୁଯୋଗ ନେଇ ବ୍ଳକର ଓ.ଏଲ.ଏମ୍ ବିଭାଗର ବ୍ଲକ୍ ପ୍ରୋଗ୍ରାମ ମ୍ୟାନେଜର ତଥା ବି.ପି.ଏମ ଲତିକା ଦେବୀ ସେମାନଙ୍କୁ ସରକାରୀ ଯୋଜନାର ସମସ୍ତ କାର୍ଯ୍ୟ ବୁଝାଇବା ପରିବର୍ତ୍ତେ ସରକାରି ଅର୍ଥ ଆତ୍ମସାତ୍ କରିଥିବା ଅଭିଯୋଗ ଓ ପଞ୍ଚାୟତ ମାନଙ୍କରେ ମହାସଂଘ ଗଠନ ହୋଈ ବର୍ଷବର୍ଷ ବିତିଯାଥିଲେ ମଧ୍ଯ ପରିଚାଳନାର ନିୟମ ସମ୍ପର୍କରେ ସଂଘର ସଭାପତି ,ସମ୍ପାଦକ ଓ ମାଁ ମାନଙ୍କୁ ନ ଜଣାଇବା ଓ ଲାଞ୍ଚ ନ ଦେଲେ ସି.ଆର୍.ପି ଚାକିରିରୁ ବାହାର କରି ଦେବା ଓ କିଛି ଏମ.ବି.କେ ମାନଙ୍କ ଦ୍ଵାରା ଡମ୍ୱାଳ , ଅମେଡା, କେରାଣ୍ଡି, ଆଦି ପଞ୍ଚାୟତର ମହାସଂଘ କୁ ଆସିଥିବା ଲକ୍ଷାଧିକ ଅର୍ଥକୁ କରଡାସିଂ ପଞ୍ଚାୟତର କୃଷୀମିତ୍ରଙ୍କ ବ୍ୟାଙ୍କ ଆକାଉଣ୍ଟ କୁ ଏବଂ ଏଙ୍ଗାରସିଂ, ଲୋବା ଓ ଗଙ୍ଗାବାଡ ପଞ୍ଚାୟତର ମହାସଂଘର ଜି.ପି.ଏଲ୍.ଏଫ୍ ଫଣ୍ଡରୁ ଜିରାଙ୍ଗ ଗ୍ରାମର ଛେଳି ବ୍ୟବସାୟ କରୁ ନ ଥିବା ବ୍ୟକ୍ତି ବା ଜଣେ ଲୁଗା ବ୍ୟବସାୟୀ ଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଲକ୍ଷ ଲକ୍ଷ ଟଙ୍କା ପଠାଇ ଥିବା ଅଭିଯୋଗ ହୋଇଥିଲା ।

ଏହି ପ୍ରକାର ଅଭିଯୋଗ ପରେ ବିଭିନ୍ନ ସମ୍ବାଦପତ୍ରରେ ନିଉଜ୍ ପ୍ରକାଶ ପାଇଥିଲା। ଏହି ପ୍ରକାର ଅଭିଯୋଗ ପରେ ଏବେ ଓଡିଶା ଜୀବିକା ମିଶନ ବିଭାଗ ତରଫରୁ ଭୁବନେଶ୍ୱର ଠାରୁ ଚାରି ଜଣୀୟା ଟିମ୍ ଯଥା ଦେବୀ ପ୍ରସାଦ ନାୟକ, ବିଷ୍ଣୁ ମିଶ୍ର, ଭାନୁ ପ୍ରତାପ ଓ ସରୋଜିନୀ ବେହେରା ପ୍ରମୁଖ ଗଜପତି ଜିଲ୍ଲା ରାୟଗଡ଼ର ଜିରାଙ୍ଗ, କରଡାସିଙ୍ଗି, କେରାଣ୍ଡି ଆଦି ପଞ୍ଚାୟତକୁ ଯାଇ ସେଠାକାର ଜି.ପି.ଏଲ୍.ଏଫ୍ ମହାସଂଘ ର ସଭାପତି, ସଂପାଦକ ଓ ସି.ଆର.ପି, ଇ.ସି, ଓ ଗ୍ରୁପ ମାଁ ମାନଙ୍କୁ ସମସ୍ତ ଅଭିଯୋଗ ଉପରେ ବିଶୃତ ଆଲୋଚନା କରି ଫେରିଥିବା ଜଣାପଡ଼ିଛି। ବର୍ତମାନ ଦୁର୍ନୀତି ଅଭିଯୋଗ ଥିବା କର୍ମଚାରୀଙ୍କୁ କି ପଦକ୍ଷେପ ଗ୍ରହଣ କରାଯିବ ଓ ଅଭିଯୋଗ କରିଥିବା ମହିଳା ମାନଙ୍କୁ କେବେ ନ୍ୟାୟ ମେଳିବ ତାହା ଦେଖିବାକୁ ବାକି ରହିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

October 8, 2026
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version