• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛେଲାଗଡ଼ ଅନୁସୁଚିତ ଜନଜାତି ହାଇସ୍କୁଲ ପଡ଼ିଆରେ ଶିଶୁ ଦିବସ ବା ନେହୁରୁ ଜୟନ୍ତୀ ପାଳନ

Proprietor Abhimanyu Maharana by Proprietor Abhimanyu Maharana
November 22, 2023
in ଓଡ଼ିଶା, ଗଜପତି, ହୋମ୍
0
ଛେଲାଗଡ଼ ଅନୁସୁଚିତ ଜନଜାତି ହାଇସ୍କୁଲ ପଡ଼ିଆରେ ଶିଶୁ ଦିବସ ବା ନେହୁରୁ ଜୟନ୍ତୀ ପାଳନ
Share on FacebookShare on TwitterWhatsapp

୨୧ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ଗଜପତି ଜିଲ୍ଲାର ଛେଲାଗଡଉଚ୍ଚ ବିଦ୍ୟାଳୟ ଠାରେ ବହୁ ଆଡ଼ମ୍ବରରେ ପାଳିତ ହୋଇଛି ଶିଶୁ ଦିବସ। ସକାଳ ୧୦ ଘଣ୍ଟା ସମୟରେ ସ୍ଥାନୀୟ ସ୍କୁଲର ପ୍ରଧାନ ଶିକ୍ଷକ ଧର୍ମରାଜ ସାମଲ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ସେହି ବୈଠକରେ ଶିଶୁ ଦିବସ ଅବସରରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଙ୍କ ସ୍ମୃତି କୁ ମନେ ପକେଇ ଛାତ୍ର ଛାତ୍ରୀ ଙ୍କର ଉଜ୍ୱଳମୟ ଭବିଷ୍ୟ କାମନା କରିବା ସହ ଛାତ୍ର ଜିବନରେ ଶ୍ରୁଙ୍ଖଳା ରଖିବା କୁ ଉପଦେଶ ଦେଇଥିଲେ ।

ତତ୍ପରେ ୧୨ଘଣ୍ଟି କା ସମୟରେ ଖେଳ ପଡିଆରେ ଗଜପତି ଶିଶୁ ବିକାଶ ପ୍ରକଳ୍ପ (ଭାରତ) ର ଜିଲ୍ଲା ସଯୋଯକ ଗଜପତି ଲିମା ଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବରେ ରା.ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲରିମନ୍ ଖର୍ସେଲ୍,ଛେଲାଗଡ଼ ସରପଞ୍ଚ ଡ଼ାଳିମ୍ବ ଗମାଙ୍ଗ, ଡ଼ାବରାଗୁଡ଼। ସରପଞ୍ଚ ଯିଖରୀୟ ରଇତ,ପ୍ରଧାନ ଶିକ୍ଷକ ଧର୍ମରାଜ୍ ସାମଲ୍,ପଞ୍ଚାୟତ ନିର୍ବାହୀ ଅଧିକାରୀ ଶଶାଙ୍କ ଶେଖର ସୁବୁଦ୍ଧି, ସମିତି ସଭ୍ୟ ସୁଶ୍ରୀ ଶିବାନୀ ବେହେରଦଳାଇ,ତଥା ଗଜପତି ଶିଶୁ ବିକାଶ ପ୍ରକଳ୍ପ ର ସମସ୍ତ କାର୍ଯ୍ୟ କାରିଣୀ କମିଟି ର ସଦସ୍ୟ ଉପସ୍ଥିତ ଥିଲେ ।

ଉଭୟ ପଞ୍ଚାୟତର ୨୦ଖଣ୍ଡ ଗ୍ରାମର ତଥା ମୋହନା ବ୍ଲକ୍ ର ପିଣ୍ଡିକି ପଞ୍ଚାୟତର ୫ଖଣ୍ଡ ଗ୍ରାମର ୫୦୦ଜଣ ଛାତ୍ରଛାତ୍ରୀ ଙ୍କୁ ନେଇ ବହୁ ଆଡ଼ମ୍ବରରେ ଶିଶୁ ଦିବସ ଟିକୁ ପାଳନ କରିଛନ୍ତି ।କୃତି ଛାତ୍ର ଛାତ୍ରୀ ଙ୍କୁ ପୁରଷ୍କାର ମଧ୍ୟ ବଣ୍ଟନ କରିଛନ୍ତି ।ଏହି ପରି ନିଆରା ଢଙ୍ଗରେ ଛେଲାଗଡ଼ ପଞ୍ଚାୟତରେ ପ୍ରଥମ ଥର ଶିଶୁ ଦିବସ ଟିକୁ ପାଳନ କରି ଶିଶୁ ମାନଙ୍କୁ ପ୍ରୋତ୍ସାହନ କରି ଥିବାରୁ ଗଜପତି ଶିଶୁ ବିକାଶ ପ୍ରକଳ୍ପ ର ସଯୋଯକ ଗଜପତି ଲ୍ଲିମା ଙ୍କୁ ସ୍ଥାନୀୟ ଅଞ୍ଚଳର ଜନ ସାଧାରଣ ବିଶେଷ ସାଧୁବାଦ ଜଣାଇଥିଲେ ।

ଗଜପତି ଶିଶୁ ବିକାଶ ପ୍ରକଳ୍ପ ର ମୁଖ୍ୟ ଆଭିମୁଖ୍ୟ ହେଲା ଯେ କୌଣସି ପରିବାର ର ପିଲା ପାଠ ପଢିବା ପାଇଁ ଅସୁବିଧା ହେଉଛି, କୌଣସି କାରଣ ବଶତଃ ସେ ପରିବାର ଅସୁବିଧା ହେଉଛି ସେହି ମାନଙ୍କୁ ସମାଜ ର ମୁଖ୍ୟ ସ୍ରୋତରେ ଆଣି ସାମିଲ କରି ସେମାନଙ୍କ ଭବିଷ୍ୟତ ଗଢ଼ିବା ହେଉଛି ମୁଖ୍ୟ ଉଦ୍ଦେଶ୍ୟ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଶାନ୍ତ ବ୍ରହ୍ମଗିରି ଗୁଳିମାଡରେ ଯୁବକ ଗୁରୁତର ଭୁବନେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର

ଅଶାନ୍ତ ବ୍ରହ୍ମଗିରି ଗୁଳିମାଡରେ ଯୁବକ ଗୁରୁତର ଭୁବନେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର

October 8, 2026
“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

October 8, 2026
ଶ୍ରୀକୁଟି ଧାମର ଗୁରୁ ଶ୍ରୀ ଅନାଦି ବାବା ମାନବ ସମାଜର କଲ୍ୟାଣ ପାଇଁ ଅନେକ ଆଧ୍ୟାତ୍ମିକ କାର୍ଯ୍ୟମାନ କରୁଛନ୍ତି

ଶ୍ରୀକୁଟି ଧାମର ଗୁରୁ ଶ୍ରୀ ଅନାଦି ବାବା ମାନବ ସମାଜର କଲ୍ୟାଣ ପାଇଁ ଅନେକ ଆଧ୍ୟାତ୍ମିକ କାର୍ଯ୍ୟମାନ କରୁଛନ୍ତି

October 8, 2026
ନୟାଗଡ଼ରେ ୨ଜଣ ନୂଆ ଶ୍ରମ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ନୟାଗଡ଼ରେ ୨ଜଣ ନୂଆ ଶ୍ରମ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଶାନ୍ତ ବ୍ରହ୍ମଗିରି ଗୁଳିମାଡରେ ଯୁବକ ଗୁରୁତର ଭୁବନେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର

ଅଶାନ୍ତ ବ୍ରହ୍ମଗିରି ଗୁଳିମାଡରେ ଯୁବକ ଗୁରୁତର ଭୁବନେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତର

October 8, 2026
“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version