• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡିସେମ୍ବର ୧୦ରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ

Proprietor Abhimanyu Maharana by Proprietor Abhimanyu Maharana
November 22, 2023
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଡିସେମ୍ବର ୧୦ରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ
Share on FacebookShare on TwitterWhatsapp

ଷ୍ଟାର୍ଟଅପ୍‌, ନବସୃଜନକାରୀଙ୍କୁ ନିବେଶକ, ମେଂଟରଙ୍କ ସହ ଯୋଡ଼ିବ

ଏହି ୧୪ ଦିନିଆ କାର୍ନିଭାଲ୍‌ରେ ମେଂଟରିଂ, ବୈଠକ ଓ ସମ୍ମିଳନୀ ଆଦି ଆୟୋଜନ କରାଯିବ

୨୨ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଭାରତ ସରକାରଙ୍କ ନିତି ଆୟୋଗର ଅଟଳ ଇନୋଭେସନ ମିସନ ସମର୍ଥିତ ଏଆଇସି-ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେସନ ପକ୍ଷରୁ ସେବିରେ ପଞ୍ଜୀକୃତ ଭେଂଚର କ୍ୟାପିଟାଲ୍ ଫଣ୍ଡ୍ ଫ୍ଲୁଇଡ୍ ଭେଂଚର୍ସ ସହିତ ମିଶି ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୩ ଆୟୋଜନ କରାଯିବ ବୋଲି ଘୋଷଣା କରାଯାଇଛି ଯାହା ୨୦୨୩ ଡିସେମ୍ବର ୧୦ରୁ ଆରମ୍ଭ ହୋଇ ୨୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଓଡ଼ିଶାରେ ଷ୍ଟାର୍ଟଅପ୍ ବ୍ୟବସ୍ଥା ବେଶ ଦ୍ରୁତ ଗତିରେ ଆଗକୁ ବଢ଼ୁଥିବାରୁ କାର୍ନିଭାଲର ଚଳିତ ସଂସ୍କରଣରେ ଉଲ୍ଲେଖନୀୟ ସଂଖ୍ୟାର ଅଂଶଗ୍ରହଣ ଆଶା କରାଯାଉଛି ।

ଷ୍ଟାର୍ଟଅପ୍ କାର୍ନିଭାଲ୍ ୨୦୨୩ ହେଉଛି ଓଡ଼ିଶାର ସର୍ବବୃହତ ମେଂଟର-ନିବେଶକ କନେକ୍ଟ ଉତ୍ସବ ଯାହାର ଦ୍ୱିତୀୟ ସଂସ୍କରଣକୁ ଚଳିତ ବର୍ଷ ଆୟୋଜନ କରାଯାଉଛି । ଏହି ୧୪ ଦିନିଆ କାର୍ଯ୍ୟକ୍ରମରେ ମେଂଟରିଂ, ବୈଠକ ଓ ସମ୍ମିଳନୀ ଆଦି ଆୟୋଜନ କରାଯିବ ଯାହା ଓଡ଼ିଶାର ଷ୍ଟାର୍ଟଅପ୍ ବ୍ୟବସ୍ଥାରେ ଥିବା ପ୍ରତିଟି ଅଂଶୀଦାରଙ୍କୁ ସ୍ୱତନ୍ତ୍ର ମଂଚ ପ୍ରଦାନ କରି ସେମାନଙ୍କୁ ସଂସ୍ଥା ଆଗକୁ ବଢ଼ାଇବା ଲାଗି ଆବଶ୍ୟକ ଜ୍ଞାନ ପ୍ରଦାନ କରି ସକ୍ଷମ କରିବ, ଯାହା ଫଳରେ ସେମାନେ ବ୍ୟବସାୟକୁ ବ୍ୟାପକ କରିପାରିବେ ।

ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ୍‌ର ପଞ୍ଜୀକରଣ ଆରମ୍ଭ ବିଷୟରେ ଫ୍ଲୁଇଡ୍ ଭେଂଚର୍ସର ପ୍ରତିଷ୍ଠାତା ଶ୍ରୀ ଅମିତ ସିଂଘଲ ଘୋଷଣା କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ଅଭିଯାନରେ ଏଆଇସି-ନାଳନ୍ଦା ସହ ହାତ ମିଳାଇବା ଲାଗି ସେ ଶିଳ୍ପସଂସ୍ଥା, ସରକାରୀ ସଂସ୍ଥା, ଶିକ୍ଷାନୁଷ୍ଠାନ, କର୍ପୋରେଟ, ଭିସି ସଂସ୍ଥା ଓ ଏନାବଲରମାନଙ୍କୁ ଆହ୍ୱାନ ଦେଇଛନ୍ତି । ସେ କହିଛନ୍ତି ଯେ ଏଭଳି ଷ୍ଟାର୍ଟଅପ-ନିବେଶକ ସଂମ୍ପର୍କ କାର୍ଯ୍ୟକ୍ରମ ଆୟୋଜନ କରି ଅନ୍ୟ ରାଜ୍ୟଗୁଡ଼ିକ ଲାଗି ଉଦାହରଣ ସୃଷ୍ଟି କରୁଥିବାରୁ ମୁଁ ଓଡ଼ିଶାକୁ ଧନ୍ୟବାଦ ଜଣାଇବାକୁ ଚାହୁଛି ଓ ଏହାର ଅଂଶ ହେବାକୁ ଅପେକ୍ଷା କରିଛି ।

ଏଆଇସି-ନାଳନ୍ଦାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦୁର୍ଗା ପ୍ରସାଦ ଗୌଡ଼ କହିଛନ୍ତି ଯେ, “ଚଳିତ ବର୍ଷ କାନିର୍ଭାଲରେ ଭୁବନେଶ୍ୱର ସାରା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ ଯାହା ଅଂଶଗ୍ରହଣକାରୀ ଷ୍ଟାର୍ଟଅପ୍‌ଗୁଡ଼ିକ ପାଇଁ ବ୍ୟାପକ ସୁଯୋଗ ଆଣିଦେବ । ସେମାନେ ବ୍ୟବସାୟ ବିକାଶ, ପରିଚାଳନା, ବ୍ୟାପକତା ଓ ପାଣ୍ଠି ଉଠାଣ ଆଦି ଉପରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇପାରିବେ । ଏଭଳି କାର୍ଯ୍ୟକ୍ରମ ଜରିଆରେ ଏଆଇସି-ନାଳନ୍ଦା ସାରା ରାଜ୍ୟରେ ଏହାର ଉପସ୍ଥିତି ବଢ଼ାଇବାକୁ ଲକ୍ଷ୍ୟ ରଖିଛି ।’’

କାର୍ନିଭାଲର ପୂର୍ବ ସଂସ୍କରଣକୁ ୨୦୨୨ ଜୁଲାଇରେ ଆୟୋଜନ କରାଯାଇଥିଲା ଯେଉଁଥିରେ ସାରା ଦେଶର ବିଭିନ୍ନ କ୍ଷେତ୍ରର ୪୦ ବିଶେଷଜ୍ଞ, ମେଂଟର, ନିବେଶକ ଭୁବନେଶ୍ୱରରେ ଏହି ୧୨ ଦିନିଆ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ନିବେଶକ ଓ ଷ୍ଟାର୍ଟଅପ୍‌ମାନଙ୍କ ଭିତରେ ୧୦୦ ପ୍ରତ୍ୟକ୍ଷ ସାକ୍ଷାତକାର ଆୟୋଜନ କରାଯାଇଥିଲା ଯାହାକୁ ସବୁ ଅଂଶୀଦାର ପ୍ରଶଂସା କରିଥିଲେ । ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ନବସୃଜନକାରୀ, ଉଦ୍ୟୋଗୀ ଓ ଷ୍ଟାର୍ଟଅପଗୁଡ଼ିକ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମଂଚ ଯେଉଁମାନେ କିଛି ଭିନ୍ନ କରିବାକୁ ଚାହୁଛନ୍ତି ଏବଂ ଓଡ଼ିଶାର ବାସ୍ତବ ଅଭିବୃଦ୍ଧି କାହାଣୀର ଅଂଶ ହେବାକୁ ଚାହୁଁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version