• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜୁଆ ଆଡ୍ଡାରେ ଚଢାଉ ୪ ଅଟକ ; ଟଙ୍କା ସହ ୧୦ ଊର୍ଦ୍ଧ୍ୱ ବାଇକ ଜବତ ୧୫ରୁ ଊର୍ଦ୍ଧ୍ୱ ଫେରାର

Proprietor Abhimanyu Maharana by Proprietor Abhimanyu Maharana
July 16, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ଜୁଆ ଆଡ୍ଡାରେ ଚଢାଉ ୪ ଅଟକ ; ଟଙ୍କା ସହ ୧୦ ଊର୍ଦ୍ଧ୍ୱ ବାଇକ ଜବତ ୧୫ରୁ ଊର୍ଦ୍ଧ୍ୱ ଫେରାର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୬ ଜୁଲାଇ ଗୁରୁବାର) କୋରାଇ :- କୋରାଇ ଥାନା ଅନ୍ତର୍ଗତ ତୁଳତୀ ପଂଚାୟତର ମହମ୍ମଦହୋସେନ ପୁର (ବାଲିଆ) ସ୍ଥିତ ବିଲ ମଝିରେ ଥିବା ଏକ ଜୁଆ ଆଡ୍ଡା ଉପରେ ଆଜି ଅପରାହ୍ଣରେ ପୁଲିସ ଚଢାଉ କରିଛି । ଏହି ଜୁଆ ଖେଳରେ ସଂପୃକ୍ତ ଥିବା ୪ଜଣଙ୍କୁ ପୁଲିସ କାବୁ କରିଥିଲା ବେଳେ ପ୍ରାୟ ୧୫ଊର୍ଦ୍ଧ୍ୱ ଫେରାର ହୋଇଯାଇଛନ୍ତି । ଘଟଣାସ୍ଥଳୁ ବ୍ୟବହୃତ ପାଲି, ୩ହଜାରରୁ ଊର୍ଦ୍ଧ୍ୱଟଙ୍କା ଓ ୧୦ଊର୍ଦ୍ଧ୍ୱ ବାଇକ ଜବତ କରିଛିା ପ୍ରକାଶଥାଉକି, କରୋନା କଟକଣା ଦିନରୁ ମହମ୍ମଦ ହୋସେନ ପୁର ଗାଁ ର ବିଲମଝିରେ ଏକ ନିଛାଟିଆ ଚାଳଘରେ ସ୍ଥାନୀୟ ଅଂଚଳରେ କିଛି ଯୁବକ ନିୟମିତ ଭାବେ ଜୁଆ ଖେଳି ଆସୁଥିଲେ । ବିଶେଷସୂତ୍ରରୁ ଖବର ପାଇ କୋରାଇ ଥାନା ଅଧିକାରୀ ରଞ୍ଜିତ ମହାନ୍ତିଙ୍କ ନେତୃତ୍ୱରେ ଏକ ପୁଲିସଟିମ ବୁଧବାର ଅପରାହ୍ଣରେ ସେହି ଜୁଆ ଆଡ୍ଡା ଉପରେ ଆତର୍କିତ ଭାବେ ଚଢାଉ କରିଥିଲେ ।

ଏହି ସମୟରେ କିଛି ଯୁବକ ସେଠାରୁ ଖସି ପାଳଇକୁ ସକ୍ଷମ ହୋଇଥିଲା ବେଳେ ୪ଜଣ ଯୁବକକୁ ପୁଲିସ କାବୁ କରିବାକୁ ସକ୍ଷମ ହୋଇଥିଲା । ପୁଲିସ ସେମାନଙ୍କୁ ଥାନାକୁ ଆଣି ଅଟକ ରଖିରଖିଛି । ଅଟକ ଥିବା ବ୍ୟକ୍ତି ମାନେ ମହମ୍ମଦ ହୋସେନପୁର ଗାଁର ବିଜୟଜେନା(୨୮) ଓ କାର୍ତିକଖଟୁଆ(୪୫) ହୋଇଥିଲା ବେଳେ ବାଲିଆଗ୍ରାମର ଶ୍ରୀଧର ଜେନା(୨୮) ଓ ଆଖନପୁର ଗାଁର ଅମିନ ଖଟୁଆ(୨୦) ବୋଲି ପୁଲିସ ସୂତ୍ରରୁ ଜଣାପଡିଛି । ଏଥି ସହିତ ଜୁଆ ପାଲି (ଗୋଟି ଓ ଝୁଡି), ୩ହଜାରରୁ ଊର୍ଦ୍ଧ୍ୱ ଟଙ୍କା ସମେତ ୧୦ରୁ ଊର୍ଦ୍ଧ୍ୱ ବାଇକ ଜବତ କରି ଥାନାକୁ ଆଣିଥିବା ସୂଚନା ମିଳିଛି । ଆଜିର ଏହି ଚଢାଉରେ ଥାନା ଅଧିକାରି ଙ୍କୁ ଏଏସଆଇ ସଲିଳ ମଲ୍ଲିକ, ମଦନ ମୋହନ ମଲ୍ଲିକ, ପରେଶହାଁ ସଦା, ସୁରେନ୍ଦ୍ର ନାଥ ସ୍ୱାଇଁ ପ୍ରମୁଖ ସହଯୋଗ କରିଥିଲେ । ୪ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଥିଲା ବେଳେ ଅନ୍ୟ ଫେରାର ମାନଙ୍କୁ ଧରିବା ପାଇଁ ପୁଲିସ ଯୋଜନା ଜାରି ରଖିଛି । ( ରିପୋର୍ଟ-ରଶ୍ମିରେଖା ମଲ୍ଲିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version