• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୯ତମ ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦାର୍ଶନି ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
November 25, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
୨୯ତମ ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦାର୍ଶନି ଉଦଯାପିତ
Share on FacebookShare on TwitterWhatsapp

୨୪ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରଣପୁର :-> ନୟାଗଡ ଜିଲ୍ଲା ରଣପୁର ବ୍ଲକରେ ୨୯ତମ ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦାର୍ଶନି ଉଦଯାପିତ ହୋଇ ଯାଇଛି | ଏଥିରେ ବ୍ଲକରୁ ମୋଟ ୨୫୭ଟି ପ୍ରକଳ୍ପ ଧରି କୁନି କୁନି ବୈଜ୍ଞାନିକମାନେ ଏହି ବାଲ ବୈଜ୍ଞାନିକ ପ୍ରଦାର୍ଶନିରେ ଅଂଶ ଗ୍ରହଣ କରି ନିଜ ନିଜର ବୈଜ୍ଞାନିକ ଚିନ୍ତାଧାରା କୁ ପ୍ରଦର୍ଶିତ କରିଥିଲେ |

ଏହି କାର୍ଯ୍ୟକ୍ରମର ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ , ମୁଖ୍ୟ ବକ୍ତା ଭାବେ ବ୍ଲକ ଚେୟାରମ୍ୟାନ ନିର୍ମଳା ବେହେରା , ସମ୍ମାନିତ ଅତିଥି ଭାବେ ରାଜସୁନାଖଳା ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ, ସମିତିସଭ୍ୟ ତପନ କୁମାର ପ୍ରଧାନ,ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ଶାନ୍ତିଲତା ଦେଇ ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ରଣପୁର ବରିଷ୍ଠ ମଣ୍ଡଳ ଶିକ୍ଷା ଅଧିକାରୀ ବନଲତା ବେହେରା ପରିଚାଳନା କରିଥିବା ବେଳେ ଆବାହକ ତଥା ସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ କୁମାର ସାହୁ ସହଯୋଗ କରିଥିଲେ |

ସେହିପରି ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ , ମୁଖ୍ୟ ବକ୍ତା ଭାବେ ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ସମ୍ମାନିତ ଅତିଥି ଭାବେ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ବସନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ |ପ୍ରଭାତ କୁମାର ପଣ୍ଡା ଓ ମାନସ ପଟ୍ଟନାୟକ ମଞ୍ଚ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ |ଚଳିତ ବର୍ଷ ପଞ୍ଜିକରଣକୁ ଅନଲାଇନ ମାଧ୍ୟମରେ କରାଯାଇଥିଲା, ଯାହାକି ନାମ ପଞ୍ଜିକରଣକୁ ସହଜ କରିବା ସହିତ ସମୟ ସାପେକ୍ଷ ହୋଇଥିଲା | ଏଥିରେ ୭୨ଟି ଉପକନିଷ୍ଠ, ୧୧୨ଟି କନିଷ୍ଠ ଓ ୭୩ଟି ବରିଷ୍ଠ ବିଭାଗରେ ପ୍ରକଳ୍ପ ଧରି କୁନି ବୈଜ୍ଞାନିକ ଅଂଶ ଗ୍ରହଣ କରିଥିଲେ |ସେଥିରୁ ୫ଟି ପ୍ରକଳ୍ପ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବା ଜଣା ପଡିଛି | ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଶ୍ରୀ ପଟ୍ଟନାୟକଙ୍କ ଦ୍ୱାରା “ପ୍ରଗ୍ଲଭା” ନାମକ ଏକ ଶିଶୁ ପତ୍ରିକା ଉନ୍ମୋଚନ କରାଯାଇଥିଲା | ଏହି ଶିଶୁ ପତ୍ରିକଟି ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ କବିତା, ଗଳ୍ପ, ଚିତ୍ରକୁ ନେଇ ପ୍ରସ୍ତୁତ କରାଯାଇଛି |ଏହି ପ୍ରଦର୍ଶନୀ କାର୍ଯ୍ୟକ୍ରମରେ ୪୯୫ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ | ଶେଷରେ ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରି ପୁରସ୍କୃତ କରି ସେମାନଙ୍କୁ ଉତ୍ସାହିତ କରିଥିଲେ | ସେହିପରି ୩୦୦ରୁ ଉର୍ଦ୍ଧ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ |ଏହି କାର୍ଯ୍ୟକ୍ରମରେ ସମସ୍ତ ସି.ଆର.ସିସି, ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷକ ସଙ୍ଘର ନେତୃବୃନ୍ଦ, ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମେତ ରାଜସୁନାଖଳା ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ସ୍କାଉଟ, ଏନ.ସି.ସି.ଛାତ୍ରଛାତ୍ରୀ କାର୍ଯ୍ୟକ୍ରମ ପରିଚାଳନା ସମ୍ପୂର୍ଣ ସହଯୋଗ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version