• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗାନ୍ଧୀବାଦୀ ତଥା ସମାଜବାଦୀ ଚିନ୍ତା ନାୟକ ସର୍ଗତ ରବିରାୟଙ୍କ ୯୭ତମ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 26, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଗାନ୍ଧୀବାଦୀ ତଥା ସମାଜବାଦୀ ଚିନ୍ତା ନାୟକ ସର୍ଗତ ରବିରାୟଙ୍କ ୯୭ତମ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

୨୬ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଖୋର୍ଦ୍ଧା-ଜଟଣୀ :-> ବିଶିଷ୍ଟ ସାଧନତା ସଂଗ୍ରାମୀ ଗାନ୍ଧୀବାଦୀ ତଥା ସମାଜବାଦୀ ଚିନ୍ତା ନାୟକ, ଲୋକସଭାର ପ୍ରଥମ ଓଡିଆ ବାଚସ୍ପତି ତଥା ପୁର୍ବତନ କେନ୍ଦ୍ରମନ୍ତ୍ରୀ ସର୍ଗତ ରବିରାୟଙ୍କର ୯୭ତମ ଜୟନ୍ତୀ ଆଜି ସଂଧ୍ୟାରେ ସ୍ଥାନୀୟ ବରିଷ୍ଠ ନାଗରିକ ସେବା ସଂଘ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ବରିଷ୍ଠ ନାଗରିକ ସେବ। ସଂଘ ଓ ପ୍ରାଣନାଥ ଫାଉଣ୍ଡେସନର ସଭାପତି ତଥା ବରିଷ୍ଠ ସାମ୍ବାଦିକ ଅବନୀ କୁମାର ରାଉତରାୟଙ୍କ ପୌରହିତ୍ୟରେ ଏହି ଜୟନ୍ତୀ କାଯ୍ୟକ୍ରମରେ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗ ଦେଇ ସର୍ଗତ ରବି ରାୟ ଏକ ସବ୍ବା ସମାଜବାଦୀ ରାଜନେତା ଭାବେ ଭାରତ ବର୍ଷରେ ଏକ ସମାଜବାଦୀ ଶାସନ ବ୍ୟବସ୍ଥା ପ୍ରତିଷ୍ଠା କରିବା ପାଇଁ ଶେଷ ନିଶ୍ବାସ ତ୍ୟାଗ କରିବା ପର୍ଯ୍ୟନ୍ତ ନିଜର ପ୍ରଚେଷ୍ଟା ଜାରି ରଖୁଥିଲେ ।

ଜଣେ ଓଡିଆ ପୁଅ ଭାବେ ଭାରତର ଲୋକ ସଭାର ବାଚସ୍ପତି ଭାବେ ଦାୟିତ୍ବ ଭାର ଗ୍ରହଣ କରି ନିରପେକ୍ଷ ଭାବେ ଲୋକସଭା ପରିଚାଳନା କରି ଓଡିଶାର ଗୌରବ ବୃଦ୍ଧି କରିବା ସହିତ ଏକ ଦୁର୍ନିତି ମୁକ୍ତ ରାଜନେତା ଭାବେ ସୁନାମ ଅର୍ଜନ କରିବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ବକ୍ତା ମାନେ କହିଥିଲେ । ଆଜିର ଯୁବ ସମାଜ ରବି ରାୟଙ୍କ ଆଦର୍ଶରେ ଅନୁ ପ୍ରାଣିତ ହୋଇ ଏକ ଦୁର୍ନିତିମୁକ୍ତ ସମାଜ ପ୍ରତିଷ୍ଠା କରିବା ପାଇଁ ଆଗେଇ ଆସିବାକୁ ବକ୍ତା ମାନେ କହିଥିଲେ ।

ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ହବିବୁର ରହେମାନ, ରବିନ୍ଦ୍ର ପ୍ରସାଦ ମିଶ୍ର, ଅଧ୍ୟାପକ ବିଜୟ କୁମାର ପଣ୍ଡା, ଯୁବ ସଂଗଠକ ଅରୁଣ କୁମାର ମହାନ୍ତି, ରାଜେନ୍ଦ୍ର ପ୍ରସାଦ ପଟ୍ଟନାୟକ, ବାସୁଦେବ ସେଠୀ, ସୁଶାନ୍ତ କୁମାର ରାଉତ, ଶ୍ରମିକ ନେତା ସାରଙ୍ଗ ଧର ବେହେରା, ଛାତ୍ରୀ ଅକ୍ତିତା ରାଉତରାୟ, ଆଇନଜୀବୀ ଆଶୁତୋଷ ରାୟ, ଅମରେଶ ରାଉତରାୟ, ଏମ୍.ଡି. ପରଭେଜ ହାଇଦର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ପୁର୍ବତନ ସରପଞ୍ଚ ତଥା ବରିଷ୍ଠ ନାଗରିକ ସେବା ସଂଘର କାର୍ଯ୍ୟକାରୀ ସଭାପତି ଦିବାକର ମଙ୍ଗରାଜ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାରମ୍ଭରେ ରବିରାୟଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଯାଇ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version