• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବୀନ ନିବାସରେ ବିଜେଡିରେ ଯୋଗ ଦେଲେ – ଭି.କେ. ପାଣ୍ଡିଆନ

Proprietor Abhimanyu Maharana by Proprietor Abhimanyu Maharana
November 27, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ନବୀନ ନିବାସରେ ବିଜେଡିରେ ଯୋଗ ଦେଲେ – ଭି.କେ. ପାଣ୍ଡିଆନ
Share on FacebookShare on TwitterWhatsapp

ପାଣ୍ଡିଆନ ବିଜେଡିରେ ଯୋଗ ଦେବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି । ଆଗକୁ ଶ୍ରୀ ପାଣ୍ଡିଆନଙ୍କୁ କେଉଁ ବଡ଼ ଦାୟିତ୍ୱ ମିଳୁଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି ।

୨୭ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ।

ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା । ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଥିଲେ । ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଥିଲା । ଆଜି ସକାଳେ ନବୀନ ନିବାସରେ ବିଜେଡିର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା ।

ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଦେବ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସମୀର ଦାଶ, ସଞ୍ଜୟ ଦାସ ବର୍ମା, ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ଅଶୋକ ପଣ୍ଡା ପ୍ରମୁଖ ଉପସ୍ଥତି ଥିଲେ । ସେହିପରି ବିଜେଡିର ଅନ୍ୟ କେତେକ ବରିଷ୍ଠ ନେତା ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ ।

ସମସ୍ତଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଥିଲେ । ପାଣ୍ଡିଆନ ବିଜେଡିରେ ଯୋଗ ଦେବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି । ଆଗକୁ ଶ୍ରୀ ପାଣ୍ଡିଆନଙ୍କୁ କେଉଁ ବଡ଼ ଦାୟିତ୍ୱ ମିଳୁଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ୨୪.୧୦.୨୦୨୩ରେ ଓଏନଏ ଖବରରେ ପ୍ରକାଶ ପାଇଥିଲା ବିଜେଡିରେ ଯୋଗଦେବେ ବୋଲି ଭିକେ ପାଣ୍ଡିଆନ୍ ।

CM Naveen Pattnaik welcomed VK Pandian into the party

CM said for a number of years Sri Pandian has been working hard for the people of Odisha and has earned respect and trust of people & he will continue to do so in the future as a member of the party.

After joining the party, Sri Pandian said with the blessings of Mahaprabhu Jagannath & under the guidance of the CM, and with cooperation from party leaders he will work selflessly for the people of the State with sincerity, dedication & in a humble manner

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version