• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଇରଙ୍ଗପୁର ମହୁଲ ପଡିଆ ଠାରେ ତିନିଦିନିଆ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
November 30, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ରାଇରଙ୍ଗପୁର ମହୁଲ ପଡିଆ ଠାରେ ତିନିଦିନିଆ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ
Share on FacebookShare on TwitterWhatsapp

୨୯ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> କୃଷକର ଉନ୍ନତି ହେଲେ ଦେଶର ଉନ୍ନତି ହେବ । ଯେଉଁ ଦେଶ କିମ୍ବା ରାଜ୍ୟ କୃଷିରେ ଯେତେ ଅଗ୍ରଗତି କରିଛି ସେହି ଦେଶର ଆର୍ଥିକ ପ୍ରଗତି ସେତେ ସୁଦୃଢ ହୋଇଛି । ରାଜ୍ୟ ସରକାର କୃଷିକାର୍ଯ୍ଯକୁ ତ୍ବରାନ୍ବିତ କରିବା ପାଇଁ କୃଷକମାନଙ୍କୁ ବିଭିନ୍ନ ପ୍ରତ୍ୟାହର ସାର,ବିହନ,ବିନା ସୁଧରେ କୃଷି ଋଣ,କାଳିଆ ଯୋଜନା,ଵଳିଆ ଯୋଜନା,କୃଷି ଯନ୍ତ୍ରପାତି ରିହାତି ମୂଲ୍ୟରେ ଦେବା,ଵୋରଓ୍ବେଲ ଖନନ,ମୋ ପୋଖରୀ, ପଶୁପାଳନ,ପନି ପାରିବା,ଚାଷ,ମାଣ୍ଡିଆ ଚାଷ,ଫୁଲ ଚାଷ,ଗୋପାଳନ ଚାଷ , ମତ୍ସ୍ୟ ଏବଂ ବହୁବିଧ ଯୋଜନା କରି ସହାୟତା ଯୋଗାଉଛନ୍ତି ।

ଏହାକୁ କୃଷକ ମଧ୍ୟରେ ଅଧିକ ସଚେତନତା ପାଇଁ ପ୍ରତ୍ୟେକ ଜିଲ୍ଲାର ଉପଖଣ୍ଡ ସ୍ତରରେ ପ୍ରଥମ ଥର ପାଇଁ କୃଷି ଯନ୍ତ୍ରପାତି ମେଳା ଆୟୋଜନ କରିଛନ୍ତି । ରାଇରଙ୍ଗପୁରସ୍ଥ ମହୁଲଡିହା ଖେଳ ପଡ଼ିଆରେ ରାଇରଙ୍ଗପୁର ଉପଖଣ୍ଡ ସ୍ତରୀୟ କୃଷି ମେଳା ୨୮ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଆୟୋଜନ କରାଯାଇଛି । ଏହି ମେଳାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ, ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝୀ,ସାରସକଣା ବିଧାୟକ ଡାକ୍ତର ଵୁଢାନ ମୁର୍ମୁ,ମୟୂରଭଞ୍ଜ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଡାକ୍ତର ଦେବାଶିଷ ମାରାଣ୍ଡି,

ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା,କୃଷି ବିଭାଗର ସେଣ୍ଟ୍ରାଲ ଜୋନ ସୁପରିଣ୍ଟେଡେଣ୍ଟ ଇଞ୍ଜିନିୟର ଜଗବନ୍ଧୁ ରାଉତ, ଜିଲ୍ଲା କୃଷି କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀନିବାସ ପୃଷ୍ଟି,,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ତରୁଣ କୁମାର ଛୋଟରାୟ,, ରାଇରଙ୍ଗପୁର ବ୍ଳକ ଅଧ୍ୟକ୍ଷ ଜ୍ଞାନ ରଂଜନ ହେମ୍ବ୍ରମ,ତିରିଂ ବ୍ଳକ ଅଧ୍ୟକ୍ଷ ପରମେଶ୍ଵର ସାମାଡ, ରାଇରଙ୍ଗପୁର ୪୫ ନମ୍ବର ଜିଲ୍ଲା ପରିଷଦ ସଦସ୍ୟ ସଚିଦାନନ୍ଦ ମହାନ୍ତ, ରାଇରଙ୍ଗପୁର କୃଷି ଜିଲ୍ଲା ଅଧିକାରୀ କିଶାନ ମୁର୍ମୁ,ସମସ୍ତ ବ୍ଳକ କୃଷି ଅଧିକାରୀ ପ୍ରମୁଖ ଯୋଗ ଦେଇ ଜଗନ୍ନାଥଙ୍କ ପାଖରେ ପ୍ରଦୀପ ପ୍ରଜ୍ବଳନ କରି ମେଳାର ଶୁଭ ଉଦ୍ଘାଟନ କରିଥିଲେ । ଅତିଥି ଗଣ ରାଜ୍ୟ ସରକାର ଓ କେନ୍ଦ୍ର ସରକାର କୃଷକ ସଶକ୍ତିକରଣ ବହୁବିଧ ଯୋଜନାକୁ ପ୍ରଶଂସା କରିଥିଲେ ।

ଆଜିକାଲି ଏକକ ପରିବାର ଯୋଗୁଁ ଚାଷୀମାନେ ତଥା ଯୁବଗୋଷ୍ଠୀ ଚାଷ ପ୍ରତି ଆଗ୍ରହ ଵଳାଉ ନାହାନ୍ତି ।ତେଣୁ ଯୁଗ ସହିତ ତାଳ ଦେଇ ଚାଷୀମାନେ ଅଧିକରୁ ଅଧିକ ବୈଷୟିକ ଜ୍ଞାନ ଆହୋରଣ ଏବଂ ଯନ୍ତ୍ରପାତି ବ୍ୟବହାରକୁ ଗୁରୁତ୍ବ ଦେଇ ଆଗେଇବା ଉଚିତ । ଚାଷରେ ବର୍ତମାନ ହଳ ଓ ଅମଳ ପାଇଁ ୮୦ ଭାଗ ଯନ୍ତ୍ରପାତି ଟ୍ରାକ୍ଟର,ପାଓ୍ବାରଟିଲର ଏବଂ ଅନ୍ୟାନ୍ୟ ଯନ୍ତ୍ରପାତି ବ୍ୟବହାର କରୁଛନ୍ତି । ସେଥିପାଇଁ ସରକାର ଚାଷୀଙ୍କୁ ଯନ୍ତ୍ରପାତି ଉପରେ ସାଧାରଣ ବର୍ଗଙ୍କ ପାଇଁ ଶତକଡା ୪୦,ମହିଳା, ଅନୁସୂଚିତ ଜାତି ଓ ଜନଜାତି ପାଇଁ ଶତକଡା ୫୦ ଏବଂ ସ୍ବୟଂ ସହାୟିକା ଗୋଷ୍ଠୀ ପାଇଁ ଶତକଡା ୭୫ ଭାଗ ରିହାତି ଘୋଷଣା କରିଛନ୍ତି ।

ତେଣୁ ଚାଷୀମାନେ ଏହାର ସୁଯୋଗ ନେବା ସହ ନିଜକୁ କିଭଳି ଜଣେ ସଫଳ କୃଷକ ହୋଇ ପାରିବ ସେଥିପାଇଁ କୃଷି ବୈଜ୍ଞାନିକ, ବିଭିନ୍ନ ବିଭାଗର ଅଧିକାରୀମାନଙ୍କ ସହ ପରାମର୍ଶ ନେବା ପାଇଁ କହିଥିଲେ ।ଏଥିରେ ୭ ଟି ବ୍ଳକର କୃଷକ ଓ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟମାନେ ଯୋଗ ଦେଇଥିଲେ । ମେଳାର ବିଭିନ୍ନ କୃଷି ଯନ୍ତ୍ରପାତି ର ଷ୍ଟଲ ଲାଗିଥିଲା ।କୃଷକ ଭାଇମାନେ ନାମ ପଂଜୀକରଣ କରିବା ସହ ବିଭିନ୍ନ ଷ୍ଟଲ ପରିଦର୍ଶନ କରିଥିଲେ ।ମେଳା ପରିଦର୍ଶନ କରି ଚାଷୀମାନେ ଆନଦିତ ହେବା ସହ ସଚେତନ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version