• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାଶୀନଗର ବ୍ଲକ ଅଲଡା ଗ୍ରାମ ସ୍ଥିତ ବିଜୟାନନ୍ଦ ହାଇସ୍କୁଲର ୨୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 3, 2023
in ଓଡ଼ିଶା, ଗଜପତି, ହୋମ୍
0
କାଶୀନଗର ବ୍ଲକ ଅଲଡା ଗ୍ରାମ ସ୍ଥିତ ବିଜୟାନନ୍ଦ ହାଇସ୍କୁଲର ୨୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

୩ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଅଲଡା ଗ୍ରାମପଞ୍ଚାୟତ ରେ ଥିବା ବିଜୟାନନ୍ଦ ହାଇସ୍କୁଲର ୨୮ତମ ବାର୍ଷିକ ଉତ୍ସବ ବ୍ଲକ ଅଧ୍ୟକ୍ଷା ବାଲା ସାଇ ଆମ୍ମାଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିବା ବେଳେ ସ୍ଥାନୀୟ ବିଡ଼ିଓ ଅନୁପ କୁମାର ପଣ୍ଡା, ଅତିରିକ୍ତ ସହକାରୀ ଯନ୍ତ୍ରୀ ନାରାୟଣ ପଢି ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ. କାର୍ଯ୍ୟକ୍ରମ ଆରମ୍ଭରେ ଉପସ୍ଥିତ ଅତିଥିଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ଦେଇ ସ୍ୱାଗତ କରିବା ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟ ପ୍ରକାଶ ଶତପଥୀ ବାର୍ଷିକ ବିବରଣୀ ପ୍ରଦାନ କରି ବିଗତ ଦଶ ବର୍ଷ ହେଲା ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଆପ୍ରାଣ ଉଦ୍ୟମ ତଥା ଶୈକ୍ଷିକାତା ଦେବା ଶୈଳୀ ଉଚ୍ଚ କୋଟିର ହୋଇଥିବାରୁ ମାଟ୍ରିକ ପରୀକ୍ଷାରେ ଶତ ପ୍ରତିଶତ ରିଜଲ୍ଟ ଆସୁଛି ସେଥିପାଇଁ

ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ କାର୍ଯ୍ୟାଳୟ ତରଫରୁ ଏକ ମାନ ପତ୍ର ମିଳିଥିବା ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଦୃଷ୍ଟି ଏହି ବିଦ୍ୟାଳୟ ଉପରେ ଥିବା ନିଜ ବକ୍ତବ୍ୟରେ କହିଥିଲେ. ପରେ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଇ.ଏ.ଥୋମାସ ବିଦ୍ୟାଳୟ 1994 ମସିହାରୁ କିପରି ବହୁ ସମସ୍ୟା ଦେଇ ଗତି କରୁଥିଲା ସେ ବିଷୟରେ ଉପସ୍ଥିତ ଥିବା ସମସ୍ତ ଅତିଥି ଓ ସ୍ଥାନୀୟ ଗ୍ରାମବାସୀଙ୍କୁ ଅବଗତ କରି ଗୋଟେ ଛୋଟ ଘରୁ ଆରମ୍ଭ ହୋଇଥିବା ଏହି ବିଦ୍ୟାଳୟର ସ୍ଥିତି ବର୍ତମାନ ଯେଉଁ ସ୍ଥାନରେ ପହଁଚି ପାରିଛି ସେଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ସହ ଧନ୍ୟବାଦ ପ୍ରଦାନ କରିଥିଲେ .

ସ୍ଥିନୀୟ ବ୍ଲକ ଅଧ୍ୟକ୍ଷା ଓ ବିଡ଼ିଓ ଉପସ୍ଥିତ ଥିବା ଛାତ୍ର ଛାତ୍ରୀଙ୍କୁ ବର୍ତମାନ ଏହି ବିଦ୍ୟାଳୟ ଫାଇବ ଟି ରେ ରୂପାନ୍ତରିତ ହେବା ପରେ ବିଦ୍ୟାର୍ଥୀ ମାନେ ପାଠ ପଢିବା ପାଇଁ ସବୁ ଅନୁସଙ୍ଗିକ ବ୍ୟବସ୍ଥା କରାଯଇଛି ସେମାନେ ଏହାର ପ୍ରକୃତ ଲାଭ ଉଠାଇ ବିଦ୍ୟାଳୟର ନାମକୁ ଆହୁରି ଆଗକୁ ବଢାଇବା ସହ ଏହି ବିଦ୍ୟାଳୟ ଦୀର୍ଘ ଦଶ ବର୍ଷ ହେଲା ଶତ ପ୍ରତିଶତ ରିଜଲ୍ଟ ଆସୁଥିବାରୁ ଏହା ବିଦ୍ୟାଳୟର ସୁନାମକୁ ଆହୁରି ବଢ଼େଇ ଥିବା ପ୍ରକାଶ କରିଥିଲେ.ଏହି ବାର୍ଷିକ କାର୍ଯ୍ୟକ୍ରମରେ ସ୍ଥାନୀୟ ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା ସଦସ୍ୟଙ୍କ ଉପସ୍ଥିତିରେ ଛାତ୍ର ଛତ୍ରୀଙ୍କ ଦ୍ୱାରା ବ୍ୟବସ୍ଥା କରଯାଇଥିବା ସଂସ୍କୃତିକ ନୃତ୍ୟ ସହ ଆଧୁନିକ ନୃତ୍ୟ କାର୍ଯ୍ୟକ୍ରମକୁ ଆହୁରି ଆଡମ୍ବରପୂର୍ଣ୍ଣ କରାଇ ପାରିଥିଲା.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 6, 2026
ନରସିଂହପୁର କ୍ଲଷ୍ଟରରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ

ନରସିଂହପୁର କ୍ଲଷ୍ଟରରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ

October 6, 2026
 ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ 

 ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ 

October 6, 2026
ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା

ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା

October 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 6, 2026
ନରସିଂହପୁର କ୍ଲଷ୍ଟରରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ

ନରସିଂହପୁର କ୍ଲଷ୍ଟରରେ ଚତୁର୍ଥ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ

October 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version