• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ।

Proprietor Abhimanyu Maharana by Proprietor Abhimanyu Maharana
December 16, 2019
in ଓଡ଼ିଶା, ମନୋରଞ୍ଜନ, ହୋମ୍
0
ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ।
Share on FacebookShare on TwitterWhatsapp

ଭୁୁବନେଶ୍ୱର (ଓଡିଶା ତାଜା ନିଉଜ୍) – ଭୁବନେଶ୍ୱର, ଆଜି ସନ୍ଧ୍ୟାରେ ସ୍ଥାନୀୟ ଜନତା ମଇଦାନଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପ୍ରଦ୍ମିନୀ ଦିଆନ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ୱଳନ କରି ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୧୯କୁ ଉଦ୍‌ଘାଟନ କରିଛନ୍ତି । ମନ୍ତ୍ରୀ ଶ୍ରୀମତୀ ଦିଆନ୍‌ ଥିମ୍‌ ପାଭିଲିୟନ୍‌ ଉଦ୍‌ଘାଟନ କରିବା ପରେ ମେଳାରେ ପ୍ରଦର୍ଶିତ ଷ୍ଟଲ୍‌ଗୁଡ଼ିକୁ ବୁଲି ଦେଖିବା ସହ କାରିଗର ଓ ଶିଳ୍ପୀମାନଙ୍କ ସହିତ ଭାବବିନିମୟ କରିଥିଲେ । ଚଳିତ ବର୍ଷ ଏହି ମେଳାରେ ଉଭୟ ହସ୍ତଶିଳ୍ପ ଓ ହସ୍ତତନ୍ତ ନିର୍ମିତ ୩୮୦ ଗୋଟି ପ୍ରଦର୍ଶନ କକ୍ଷ ନିର୍ମାଣ କରାଯାଇଛି । ସେଥି ମଧ୍ୟରୁ ବିଭିନ୍ନ ପ୍ରଦେଶର ୫୦ ଜଣ ବୁଣାକାର ବିକାଶ ଆୟୁକ୍ତ (ହସ୍ତତନ୍ତ) ଭାରତ ସରକାରଙ୍କ ଦ୍ୱାରା ପ୍ରୟୋଜିତ ହୋଇଥିବା ସହିତ ରାଜ୍ୟ ପ୍ରାୟ ୧୫୦ ଜଣ ହସ୍ତଶିଳ୍ପ କାରିଗର ଓ ୮୦ ଜଣ ବୁଣାକାର ଏହି ମେଳାରେ ଅଂଶଗ୍ରହଣ କରିଛନ୍ତି । ସେହିପରି ରାଜ୍ୟରେ ହସ୍ତଶିଳ୍ପ ଓ ହସ୍ତତନ୍ତ କ୍ଷେତ୍ରରେ କାର୍ଯ୍ୟରତ ୧୨ଟି ଅନୁଷ୍ଠାନକୁ ସେମାନଙ୍କର କାର୍ଯ୍ୟାବଳୀର ପ୍ରଦର୍ଶନ କରିବାର ସୁଯୋଗ ଦିଆଯାଇଛି । ପ୍ରତିବର୍ଷ ପରି ୨୦୧୮ ବର୍ଷ ପାଇଁ ଗୋଟିଏ ଜୀବନବ୍ୟାପୀ ସଫଳ ପୁରସ୍କାର ଓ ୧ ଲକ୍ଷ ଟଙ୍କାର ଅର୍ଥରାଶି ହସ୍ତଶିଳ୍ପୀ ଶ୍ରୀ ବନମାଳୀ ମହାପାତ୍ରଙ୍କୁ ପ୍ରଦାନ କରାଯାଇଛି । ସେହିପରି ୩ଟି ରାଜ୍ୟ ହସ୍ତଶିଳ୍ପ ପୁରସ୍କାର ଓ ୮ ଜଣ ହସ୍ତଶିଳ୍ପୀଙ୍କୁ ସ୍ୱତନ୍ତ୍ର ସ୍ୱୀକୃତି ଭାବେ କଳାକୃତି ସମ୍ମାନ ପ୍ରଦାନ କରାଯାଇଛି । ଚଳିତ ବର୍ଷର ଥିମ୍‌ ପାଭିଲିୟନ୍‌ ‘କଳିଙ୍ଗ ତନ୍ତକୃତି’ ରଖାଯାଇଛି । ଏକ ସ୍ୱତନ୍ତ୍ର ଷ୍ଟଲ୍‌ରେ ରାଜ୍ୟର ଉତ୍କୃଷ୍ଟ ହସ୍ତତନ୍ତର ପ୍ରଦର୍ଶନ କରାଯାଇଛି । ଆଜିର ଉଦ୍‌ଘାଟନୀ ଉତ୍ସବରେ ରାଜ୍ୟ ହସ୍ତଶିଳ୍ପ ପୁରସ୍କାର-୨୦୧୮ ପ୍ରଦାନ କରାଯାଇଛି । ଯେଉଁମାନେ ଏହି ପୁରସ୍କାର ପାଇଛନ୍ତି ସେମାନେ ହେଲେ ଶ୍ରୀ ବ୍ରହ୍ମାନନ୍ଦ ମହାରଣା, ଶ୍ରୀ ଦେବେନ୍ଦ୍ର ବେହେରା, ଶ୍ରୀମତୀ ସୁମନ ମେହେର, କଳାକୃତୀ ସମ୍ମାନ ସୁଶ୍ରୀ କୁନି ପାତ୍ର, ଶ୍ରୀ ସନ୍ତୋଷ ସେନାପତି, ଶ୍ରୀ ଉଦୟ ମହାନ୍ତି, ଶ୍ରୀ ଚତୁର୍ଭୁଜ ପରିଡ଼ା, ଶ୍ରୀମତୀ ଦୀପ୍ତିରାଣୀ ବେହେରା, ଶ୍ରୀ କହ୍ନେଇ ଗନଡିଆ, ଶ୍ରୀ ଅମୀୟ ପୋଦାର, ଶ୍ରୀ ରାକେଶ ମହାରଣାଙ୍କୁ ପ୍ରଦାନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026
ନିଆରା ଢଙ୍ଗରେ ପାଳିତ ହେଲା ରଜ ଉତ୍ସବ ଝୁମର, ସାନିଟାରୀ ନ୍ୟାପକିନ୍ସ ବାଣ୍ଟି ସ୍ୱଚ୍ଛତାର ବାର୍ତ୍ତା ଦେଲେ ମହିଳା ସ୍ବେଚ୍ଛାସେବୀ

ନିଆରା ଢଙ୍ଗରେ ପାଳିତ ହେଲା ରଜ ଉତ୍ସବ ଝୁମର, ସାନିଟାରୀ ନ୍ୟାପକିନ୍ସ ବାଣ୍ଟି ସ୍ୱଚ୍ଛତାର ବାର୍ତ୍ତା ଦେଲେ ମହିଳା ସ୍ବେଚ୍ଛାସେବୀ

June 15, 2026
କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version