• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଳପଥରେ ବାଣିଜ୍ୟିକ ବିକାଶକୁ ତ୍ୱରାନ୍ୱିତ କରିବାରେ ଏହି ପ୍ରକଳ୍ପ ସହାୟକ ହେବ – ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ସାହୁ

Proprietor Abhimanyu Maharana by Proprietor Abhimanyu Maharana
December 7, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଜଳପଥରେ ବାଣିଜ୍ୟିକ ବିକାଶକୁ ତ୍ୱରାନ୍ୱିତ କରିବାରେ ଏହି ପ୍ରକଳ୍ପ ସହାୟକ ହେବ – ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ସାହୁ
Share on FacebookShare on TwitterWhatsapp

ସାଗରମାଳା ପ୍ରକଳ୍ପର ୨ୟ ରାଜ୍ୟସ୍ତରୀୟ ବୈଠକ

ଯାତ୍ରୀ ପରିବହନ ବସ ସେବା “ଲକ୍ଷ୍ମୀ” ଯୋଜନା ସଂପର୍କିତ ମାର୍ଗଦର୍ଶିକା ପୁସ୍ତକ ଉନ୍ମୋଚିତ

୭ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଭାରତ ସରକାରଙ୍କ ଦ୍ୱାରା ସଂପୃକ୍ତ ରାଜ୍ୟ ସରକାରମାନଙ୍କ ସହଯୋଗରେ ସାଗରମାଳା ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ଏଥିପାଇଁ ଜାତୀୟସ୍ତରରେ ଜାତୀୟ ସାଗରମାଳା ଆପେକ୍ସ କମିଟି ଓ ବିଭିନ୍ନ ରାଜ୍ୟରେ ରାଜ୍ୟସ୍ତରୀୟ କମିଟିମାନ ରହିଛି । ଓଡିଶାରେ ପ୍ରାୟ ୪୮୦ କି.ମି. ସୁଦୀର୍ଘ ସମୁଦ୍ର ତଟ ରହିଛି । ଏହା ମଧ୍ୟରେ ଗୋପାଳପୁର, ଧାମରା, ପାରାଦ୍ୱୀପରେ ବନ୍ଦର ରହିଛି । ସେସବୁ ସମେତ ଅନ୍ୟ ଯେଉଁଠାରେ ସୁଯୋଗ ରହିଛି, ସାଗରମାଳା ପ୍ରକଳ୍ପ ଆଧାରରେ ତାହାକୁ ଉନ୍ନତିକରଣ କରାଗଲେ ସମୁଦ୍ର ପଥରେ ଓଡିଶା ତଥା ଦେଶର ବାଣିଜ୍ୟିକ ବିକାଶ ତ୍ୱରାନ୍ୱିତ ହୋଇପାରିବ ବୋଲି ରାଜ୍ୟ ଜଳ ସଂପଦ,

ବାଣିଜ୍ୟି ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ପ୍ରକାଶ କରିଛନ୍ତି । ଲୋକସେବା ଭବନରେ ଆୟୋଜିତ ଓଡିଶାରେ ରାଜ୍ୟ ସ୍ତରୀୟ ସାଗରମାଳା କମିଟିର ୨ୟ ବୈଠକରେ ମନ୍ତ୍ରୀ ଶ୍ରୀମତୀ ସାହୁ ଅଧ୍ୟକ୍ଷତା କରି କହିଥିଲେ ଯେ, ସାଗରମାଳା ପ୍ରକଳ୍ପ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରଣାଳୟର ଏକ ପ୍ରମୁଖ କାର୍ଯ୍ୟକ୍ରମ । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ବିଭିନ୍ନ ରାଜ୍ୟରେ ରହିଥିବା ବନ୍ଦରଗୁଡିକର ଆଧୁନିକୀକରଣ ଓ ଦକ୍ଷତା ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ବନ୍ଦର ବନ୍ଦର ମଧ୍ୟରେ ସଂଯୋଗୀକରଣ ବୃଦ୍ଧି, ବନ୍ଦରଭିତ୍ତିକ ଶିଳ୍ପର ବିକାଶ ଏବଂ ଉପକୂଳବର୍ତ୍ତୀ ଜିଲ୍ଲାର ବନ୍ଦର ଅଂଚଳରେ ଲୋକମାନଙ୍କର ଗୋଷ୍ଠୀଗତ ବିକାଶ ସାଧନ ହୋଇପାରିବ ।

ତତ୍ ସହିତ ବନ୍ଦରଭିତ୍ତିକ ଜାହାଜ ଚଳାଚଳ ଓ ଅନ୍ତର୍ଦେଶୀୟ ଜଳପଥ ପରିବହନ ସୁଗମ ହୋଇପାରିବ ଏବଂ ସମୁଦ୍ର ତଟ ସୁରକ୍ଷା ମଧ୍ୟ ହୋଇପାରିବ । ପ୍ରକଳ୍ପରେ ରହିଥିବା ଏହି ୬ଟି ପ୍ରମୁଖ ଆଧାର ସଂପର୍କରେ ଏବଂ ରାଜ୍ୟରେ ଏହି ପ୍ରକଳ୍ପର କାର୍ଯ୍ୟକାରିତା ସଂପର୍କରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଊଷା ପାଢୀ ବିଶଦ ଭାବେ ଆଲୋକପାତ କରିଥିଲେ । ରାଜ୍ୟରେ ସାଗରମାଳା ରାଜ୍ୟସ୍ତରୀୟ କମିଟିର ପ୍ରଥମ ବୈଠକ ଗତ ୨୦୨୧ ମସିହା ଏପ୍ରିଲ ମାସରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।

ରାଜ୍ୟସ୍ତରୀୟ କମିଟିରେ ବାଣିଜ୍ୟ ଓ ପରିବହନ, ଜଳସଂପଦ, ଅର୍ଥ ବିଭାଗ, ଶକ୍ତି ବିଭାଗ, ପୂର୍ତ୍ତ ବିଭାଗ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ, ଇଡକୋ, ଇପିକଲ ସମେତ ପାରାଦ୍ୱୀପ, ଗୋପାଳପୁର ବନ୍ଦର, ଧାମରା ବନ୍ଦର ଆଦିର କର୍ତ୍ତୃପକ୍ଷମାନେ ସଦସ୍ୟ ରହିଛନ୍ତି । ଏହି ପ୍ରକଳ୍ପର କାର୍ଯ୍ୟକାରିତା ସଂପର୍କରେ ପାଣ୍ଠି ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା । ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୫୦ ପ୍ରତିଶତ ଅନୁଦାନ ଦେଉଥିବାବେଳେ ୫୦ ପ୍ରତିଶତ ଅର୍ଥ ରାଜ୍ୟ ସରକାର ବ୍ୟବସ୍ଥା କରିବେ । ବିଭିନ୍ନ ପର୍ଯ୍ୟାୟରେ ବିନିଯୋଗ ପତ୍ର ପ୍ରଦାନ ଆଧାରରେ ଏହି ପାଣ୍ଠି ଉପଲବ୍ଧ ହେବ ।

ପ୍ରାଥମିକ ପର୍ଯ୍ୟାୟରେ ଓଡ଼ିଶାର ଚାନ୍ଦିପୁରଠାରେ ମାଛ ଧରିବା ପାଇଁ ବନ୍ଦର ନିର୍ମାଣ, ଭଦ୍ରକ ଜିଲ୍ଲାର କାଣିନାଳୀ ଓ କେନ୍ଦ୍ରାପଡା ଜିଳ୍ଲାର ତାଳଚୁଆକୁ ସଂଯୋଗ କରୁଥିବା ଅଂଶରେ ଆରଓପାକ୍ସ ଜେଟି ନିର୍ମାଣ, ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ଠାରୁ ପୁରୀ ଜିଳ୍ଲାର କୃଷ୍ଣପ୍ରସାଦ ଗଡା ସଂଯୋଗ କରୁଥିବା ଅଂଶରେ ଆରଓପାକ୍ସ ଜେଟି, ସାତପଡା ଓ ଜହ୍ନିକୁଦା ମଧ୍ୟରେ ନୌକା ଚଳାଚଳ ସେବା ଆଦି ପ୍ରକଳ୍ପ ଅନ୍ତର୍ଭୁକ୍ତ ରହିଛି । ସାଗରମାଳା ପ୍ରକଳ୍ପରେ ଏକାଧିକ ପ୍ରକଳ୍ପ ସାମିଲ ପାଇଁ ପ୍ରସ୍ତାବ ଦେବାକୁ ସୁଯୋଗ ରହିଛି ।

ଏ ସଂପର୍କରେ ଅଧିକ ପ୍ରସ୍ତାବ ଦେବାକୁ ସଂପୃକ୍ତ କର୍ତ୍ତୃପକ୍ଷମାନଙ୍କୁ କୁହାଯାଇଛି । ସାଗରମାଳା ପ୍ରକଳ୍ପର ରାଜ୍ୟସ୍ତରରେ ବାଣିଜ୍ୟ ଓ ପରିବହନ ବିଭାଗ ନୋଡାଲ ବିଭାଗ ରହିଛି । ବୈଠକରେ ସଂପୃକ୍ତ ବିଭାଗ ଓ ସଂସ୍ଥାର ଅଧିକାରୀ ଓ କର୍ତ୍ତୃପକ୍ଷମାନେ ଉପସ୍ଥିତ ଥିଲେ । ଏହି ଅବସରରେ ବାଣିଜ୍ୟ ଓ ପରିବହନ ବିଭାଗ ତରଫରୁ ଓଡ଼ିଶାରେ କାର୍ଯ୍ୟକାରୀ କରାଯାଉଥିବା ବହୁମୁଖୀ ଯାତ୍ରୀ ପରିବହନ ବସ ସେବା “ଲକ୍ଷ୍ମୀ” ଯୋଜନା ସଂପର୍କିତ ମାର୍ଗଦର୍ଶିକା ପୁସ୍ତକ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ସାହୁଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

August 22, 2026
ଦାରିଙ୍ଗବାଡି ସରପଞ୍ଚଙ୍କ ପଦଚ୍ୟୁତ କଲେ କନ୍ଧମାଳ ଜିଲ୍ଲାପାଳ

ଆଗକୁ ରାକ୍ଷୀପୂର୍ଣ୍ଣିମା : ଡିଜାଟାଲ୍ ଯୁଗରେ ବି ଲୋକଙ୍କ ଭରସା ପାଲଟିଛି ଭାରତୀୟ ଡାକସେବା – ଫେନସି ରାକ୍ଷୀ ର ଚାହିଦା ବେଶୀ

August 22, 2026
ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

August 22, 2026
ଷ୍ଟଲୱାର୍ଟ ଆଟମୋସ୍ପିୟର ପ୍ରକଳ୍ପର ଶୁଭାରମ୍ଭ

ଷ୍ଟଲୱାର୍ଟ ଆଟମୋସ୍ପିୟର ପ୍ରକଳ୍ପର ଶୁଭାରମ୍ଭ

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

August 22, 2026
ଦାରିଙ୍ଗବାଡି ସରପଞ୍ଚଙ୍କ ପଦଚ୍ୟୁତ କଲେ କନ୍ଧମାଳ ଜିଲ୍ଲାପାଳ

ଆଗକୁ ରାକ୍ଷୀପୂର୍ଣ୍ଣିମା : ଡିଜାଟାଲ୍ ଯୁଗରେ ବି ଲୋକଙ୍କ ଭରସା ପାଲଟିଛି ଭାରତୀୟ ଡାକସେବା – ଫେନସି ରାକ୍ଷୀ ର ଚାହିଦା ବେଶୀ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version