• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡର ବରିଷ୍ଠ ସାମ୍ବାଦିକ ପୂର୍ବତନ ପଞ୍ଚାୟତ ସମିତି ଅଧକ୍ଷ : ରଘୁନାଥ ଷଡ଼ଙ୍ଗୀଙ୍କ ମାତୃ ବିୟୋଗ

Proprietor Abhimanyu Maharana by Proprietor Abhimanyu Maharana
December 7, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବୋଲଗଡର ବରିଷ୍ଠ ସାମ୍ବାଦିକ ପୂର୍ବତନ ପଞ୍ଚାୟତ ସମିତି ଅଧକ୍ଷ : ରଘୁନାଥ ଷଡ଼ଙ୍ଗୀଙ୍କ ମାତୃ ବିୟୋଗ
Share on FacebookShare on TwitterWhatsapp

୭ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବୋଲଗଡ :-> ବୋଲଗଡର ବରିଷ୍ଠ ସାମ୍ବାଦିକ ପୂର୍ବତନ ପଞ୍ଚାୟତ ସମିତି ଅଧକ୍ଷ, ଭାରତୀୟ ଜନତା ପାର୍ଟି ର ବୋଲଗଡ ମଣ୍ଡଳ ସଭାପତି ରଘୁନାଥ ଷଡ଼ଙ୍ଗୀ ଙ୍କ ମାତା ଚନ୍ଦ୍ରମଣି ଷଡ଼ଙ୍ଗୀ ୮୦ ବର୍ଷ ବୟସ ଆଜି ଗୁରୁବାର ସକାଳ ନଅଟା ସମୟରେ ଇହଲିଳା ସମ୍ବରଣ କରିଛନ୍ତି । ସେ ଜଣେ ଧର୍ମ ପରାୟଣ, ପରୋପକାରୀ , ସମାଜସେବୀ ଥିଲେ , ତାଙ୍କ ମରଶରୀରକୁ ବୋଲଗଡସ୍ଥ ବାସ ଭବନରୁ ଏକ ଶୋଭାଯାତ୍ରାରେ ନିଆଯାଇ ଘୋରାଡିଆ ଗ୍ରାମ ଶ୍ମଶାନରେ ସତ୍କାର କରାଯାଇଥିଲା ।

ଏକମାତ୍ର ପୁତ୍ର ରଘୁନାଥ ଷଡ଼ଙ୍ଗୀ ମୁଖାଗ୍ନି ଦେଇ ଥିଲେ । ମର ଶରୀର ନିକଟରେ ପୁଅ , ବୋହୂ , ଝିଅ , ଜ୍ବାଇଁ , ପୁତୁରା , ବୋହୂ , ନାତି ନାତୁଣୀ , ଭଣଜା , ଭାଣେଜି ଓ ଅନ୍ର୍ଜାତୀୟ ସ୍ୱଜନ ,ବନ୍ଧୁ ବାନ୍ଧବ ସମସ୍ତେ ଉପସ୍ଥିତ ଥିଲେ । ତାଙ୍କ ମୃତ୍ୟୁରେ ଭୁବନେଶ୍ୱର ସଂସଦ ଅପରାଜିତା ଷଡ଼ଙ୍ଗୀ ।ବି ଜେ ପି ନେତା ପ୍ରକାଶ ରଣବିଜୁଳି ,

ଲୋତକ ପଟ୍ଟନାୟକ , ଆର୍ତ୍ତବନ୍ଧୁ ପ୍ରଧାନ , କଂଗ୍ରେସ ବ୍ଲକ ସଭାପତି ସଂଜୟ କୁମାର ସୁବୁଦ୍ଧି , ପୃଥି ବଲ୍ଲଭ ପଟ୍ଟନାୟକ , ସମାଜସେବୀ ରବୀନ୍ଦ୍ର କୁମାର ପରିଡ଼ା , ଗୋପୀନାଥ ଖାଡଙ୍ଗା , ବିଜେଡି ନେତା ଶୁଭେନ୍ଦୁ କୁମାର ସାହୁ । ଯୁବ ନେତା ପ୍ରମୋଦ କୁମାର ମାନ ଧାତା, ତପନ ବେବର୍ତ୍ତା ପଟ୍ଟନାୟକ । ଅଶୋକ କୁମାର ରାଉତ ସମେତ ବୋଲଗଡ ବ୍ଲକ ଅଞ୍ଚଳର ବହୁ ସାମ୍ବାଦିକ ଓ ବ୍ଲକ ଅଞ୍ଚଳର ସରପଞ୍ଚ, ସମିତି ସଭ୍ୟ ପ୍ରମୁଖ ବାସଭବନରେ ପହଞ୍ଚି ଶୋକ ପ୍ରକାଶ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version