• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳା ମହୋତ୍ସବର “କାଉଁରୀ” 2023ର ଚତୁର୍ଥ ସଂନ୍ଧ୍ୟା : ମନମୋହିଲା ସମ୍ବଲପୁରୀ, ଆସାମ ବିହୁ

Proprietor Abhimanyu Maharana by Proprietor Abhimanyu Maharana
December 12, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରାଜସୁନାଖଳା ମହୋତ୍ସବର “କାଉଁରୀ” 2023ର ଚତୁର୍ଥ ସଂନ୍ଧ୍ୟା : ମନମୋହିଲା ସମ୍ବଲପୁରୀ, ଆସାମ ବିହୁ
Share on FacebookShare on TwitterWhatsapp

୧୨ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ସୁନାଖଳା  :-> ରାଜ ସୁନାଖଳା ମହୋତ୍ସବ କାଉଁରୀ ୨୦୨୩ ସୋମବାର ଚତୁର୍ଥ ସଂଧ୍ୟାରେ ପ୍ରବଳ ଜନସମାଗମ ଥିବା ବେଳେ ବିଭିନ୍ନ ଜିନିଷର ଦୋକାନ, ଦୋଳି, ମୀନା ବଜାର, ଓ ଖାଦ୍ୟ ଦୋକାନ ଗୁଡିକରେ ଲୋକଙ୍କ ଭିଡ଼ ଜମିଥିଲା ।ରାଜ ସୁନାଖଳା ମହୋତ୍ସବ କମିଟି ଅଧକ୍ଷ ଆର୍ତ୍ତତ୍ରାଣ ପ୍ରଧାନଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥିଭାବେ ନୟାଗଡ ଜିଲ୍ଲା ଉପ ଜିଲ୍ଲାପାଳ ଶକ୍ତିକାନ୍ତ ରାୟ ଯୋଗ ଦେଇ ଥିବା ବେଳେ ସମ୍ମାନୀତ ଅତିଥି ଭାବେ ରଣପୁର ବି. ଡି. ଓ. ସୁଧୀର କୁମାର ନାୟକ,

ନୟାଗଡ ଜିଲ୍ଲା ପୋଲିସ ଅତିରିକ୍ତ ଅଧୀକ୍ଷକ ସୁବାଷ ପଣ୍ଡା, ସ୍ୱର୍ଣ୍ଣ ପ୍ରକାଶ ରାଉତରାୟ,ତ୍ରିନାଥ ବିଶ୍ଵାଳ,ସୁରେଶ କୁମାର ସ୍ୱାଇଁ,ରାଜୀବ ଲୋଚନ ପ୍ରଧାନ, ରଂଜିତ କୁମାର ଦାସ, ବିଶିଷ୍ଟ ବ୍ୟବସାୟୀ ମଦନ ମୋହନ ସାହୁ,ଜଗନ୍ ନାୟକ, ନଟବର ସ୍ବାଇଁ , ଦୁର୍ଗା ବଜାର ବଣିକ ସଂଘର ସଭାପତି ବସନ୍ତ କୁମାର ସାହୁ ପ୍ରମୁଖ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ ।ବିଶେଷ ଅତିଥି ଭାବେ ଚଳଚ୍ଚିତ୍ର ଜଗତର ସଫଳ ଅଭିନେତ୍ରୀ ଜୟା ବିଶ୍ଵାସ ଯୋଗଦେଇ ଖୋଲା ମଞ୍ଚରେ ସୁନ୍ଦର ଅଭିନୟ କରି ସମସ୍ତଙ୍କୁ ବିମୋହିତ କରିଥିଲେ । ପରିଶେଷରେ ମହୋତ୍ସବ କମିଟିର ସମ୍ପାଦକ ସରପଞ୍ଚ ଚିତ୍ତ ରଞ୍ଜନ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।ମହୋତ୍ସବ ସଭାମଞ୍ଚ ପରେ ରାଜ୍ୟ ବାହାରୁ ଆସିଥିବା କଳାକାରଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା । ଅଂଚଳର ବିଭିନ୍ନ ପ୍ରତିଭା ବ୍ୟକ୍ତି ବିଶେଷ ମାନଙ୍କୁ ମାନପତ୍ର , ଉତ୍ତରୀୟ ଓ ଫୁଲ ଗୁଚ୍ଛଦେଇ ସମ୍ମାନୀତ କରାଯାଇଥିଲା । ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣକୁ ଦର୍ଶକ ମାନେ ଉପଭୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version