• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ବିଦ୍ୟାଳୟରେ ତାଲା ରାସ୍ତା ଅବରୋଧ କରି ଧାରଣାରେ ଛାତ୍ରଛାତ୍ରୀ 

Proprietor Abhimanyu Maharana by Proprietor Abhimanyu Maharana
December 15, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
 ବିଦ୍ୟାଳୟରେ ତାଲା ରାସ୍ତା ଅବରୋଧ କରି ଧାରଣାରେ ଛାତ୍ରଛାତ୍ରୀ 
Share on FacebookShare on TwitterWhatsapp

୧୫ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଛଣଗିରି :-> ପଦାରେ ପଡିଲା ସରକାରଙ୍କ 5T ଯୋଜନା । ବିଦ୍ୟାଳୟରେ ପଡିଛି ତାଲା ରାସ୍ତା ଉପରେ ଧାରଣାରେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଛଣଗିରି ଗ୍ରାମପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ଛଣଗିରିରେ । ଛଣଗିରି ଉଚ୍ଚ ବିଦ୍ୟାଳୟ ର ୧ମରୁ ଓ ୧୦ମ ଶ୍ରଣୀର ୪୫୫ ଜଣ ଛାତ୍ରଛାତ୍ରୀ ପଢୁଥିବା ବେଳେ ଆବଶ୍ୟକ ଅନୁଯାୟୀ ଶିକ୍ଷକ ନାହାନ୍ତି ।

ବିଦ୍ୟାଳୟରେ ୧୯ଜଣ ଶିକ୍ଷକ ନିଯୁକ୍ତି ପାଇବାକଥା ହେଲେ ୧୧ଜଣ ଶିକ୍ଷକ ରେ ଚାଲିଛି ବିଦ୍ୟାଳୟ । ଖେଳ ଶିକ୍ଷକ,ବିଗ୍ୟାଂନ ଶିକ୍ଷକ ୧ ଓ ଇଂରାଜୀ ୧ଜଣେ,କ୍ଲର୍କ ପଦବୀ ୧ ଦିର୍ଘ୍ୟ ୮ବର୍ଷ ହେବ ଖାଲି ପଡିଛି ଏହି ପଦବୀରେ କାହାରିକୁ ନିଯୁକ୍ତି ଦିଆ ଯାଇନାହିଁ।ବିଦ୍ୟାଳୟରେ ଶ୍ରେଣୀ ଗୃହ ଅଭାବ ଅଛି ।

ବିଦ୍ୟାଳୟରେ ଶିକ୍ଷକ ନଥିବାରୁ ଫାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି ଛାତ୍ରଛାତ୍ରୀ ମାନେ ପାଠ ପଢାରୁ ବଂଚିତ ହେଉଛନ୍ତି । ଶିକ୍ଷକ ପଦ ପୂରଣ ପାଇଁ ଏସ୍ଏମସି କମିଟି ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କ ପକ୍ଷରୁ ବାରମ୍ବାର ବ୍ଲକ ଶିକ୍ଷାଧିକାରୀ,ଜିଲ୍ଲା ଶିକ୍ଷାଧିକାରୀ ଓ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ହେଲେ ଦାବି ପୂରଣ ହୋଇନାହିଁ ।

ଏନେଇ ସ୍ଥାନୀୟ ଅଭିଭାବକ ମାନେ ଅସନ୍ତୋଷ ପ୍ରକାଶ କରି ବିଦ୍ୟାଳୟ ମୂଖ୍ୟ ଫାଟକରେ ତାଲା ପକାଇ ନୂଆ ଜଗନ୍ନାଥ ସଡକ ଉପରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ବସି ଆନ୍ଦୋଳନ ଓ ପ୍ରତିବାଦ କରିଛନ୍ତି । ଘଟଣା ସ୍ଥଳରେ ଟାଗିଂ ବ୍ଲକ ଶିକ୍ଷାବିଭାଗ ର କୈ।ଣସି ଅଧିକାରୀ ପହଞ୍ଚି ନାହାନ୍ତି ।
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version