• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ବୈଜ୍ଞାନିକ ପ୍ରଦର୍ଶନୀ -2023 ଆୟୋଜନରେ କେ.ଏମ. ଭାଲିଆସାହି ଉତ୍ସବ ମୁଖରିତ

Proprietor Abhimanyu Maharana by Proprietor Abhimanyu Maharana
December 15, 2023
in ଓଡ଼ିଶା, ଗଜପତି, ହୋମ୍
0
ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ବୈଜ୍ଞାନିକ ପ୍ରଦର୍ଶନୀ -2023 ଆୟୋଜନରେ କେ.ଏମ. ଭାଲିଆସାହି ଉତ୍ସବ ମୁଖରିତ
Share on FacebookShare on TwitterWhatsapp

୧୪ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର, ଉଦୟଗିରି :->  ମଙ୍ଗଳବାର ସରକାରୀ ଉଚ୍ଚ ବିଦ୍ୟାଳୟ, କେ. ଏମ. ଭାଲିଆସାହିଠାରେ ଗଜପତି ଜିଲ୍ଲାର ଶିକ୍ଷାଧିକାରୀ ଶ୍ରୀଯୁକ୍ତ ପ୍ରଦୋଷ କୁମାର ନାୟକଙ୍କ ନିର୍ଦେଶକ୍ରମେ ଓ ଜିଲ୍ଲା ମୁଖ୍ୟ ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ଏ. ରବି କୁମାରଙ୍କ ତତ୍ୱାବଧାନରେ ଜିଲ୍ଲାସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ -2023 ଅତି ଆଡମ୍ବର ସହକାରେ ଆୟୋଜିତ ହୋଇଯାଇଅଛି l ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର 7ଟି ବ୍ଲକରୁ ମୋଟ 70ଟି ପ୍ରକଳ୍ପ ଅଂଶଗ୍ରହଣ କରି ମୁଖ୍ୟ ଆକର୍ଷଣ ସାଜିଥିଲେ l

ରା. ଉଦୟଗିରି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ବିରେନ୍ଦ୍ର ମଣ୍ଡଳଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି. ତିରୁପତି ରାଓ, ରା. ଉଦୟଗିରି ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଲଷ୍ମୀନାରାୟଣ ଶବର ଏବଂ ସମ୍ମାନିତ ଅତିଥି ରୂପେ ରା. ଉଦୟଗିରି ବିଡିଓ ଶ୍ରୀଯୁକ୍ତ ଲରିମନ ଖାରସେଲ, ବିଜେଡି ସଭାପତି ଶ୍ରୀଯୁକ୍ତ ଜଗବନ୍ଧୁ ଦାସ, ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ଦଣ୍ଡପାଣି ବଡମୁଣ୍ଡି, ରା. ଉଦୟଗିରି ବ୍ଲକର ଦୁଇ ଜଣ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଯୁଧିଷ୍ଠିର ବେହେରା ଓ ଶ୍ରୀଯୁକ୍ତ ଶ୍ରୀନିବାସ ବେହେର୍ଦଳାଇ ପ୍ରମୁଖ ଉପସ୍ଥିତ ରହିବା ସହ ଉକ୍ତ ସଭାରେ ଶ୍ରୀଯୁକ୍ତ ଏ. ରବି କୁମାର ମୁଖ୍ୟ ବକ୍ତା ରୂପେ ଯୋଗଦାନ କରିଥିଲେ l

ଏହି ଜିଲ୍ଲା ବିଜ୍ଞାନ ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବା ପ୍ରକଳ୍ପଗୁଡିକର ନିରୀକ୍ଷା ପାଇଁ ଶ୍ରୀଯୁକ୍ତ ଦେବଦାସ ତମରାପୁ ଏବଂ ସୁଶ୍ରୀ ଦୀପିକା ପ୍ରିୟଦର୍ଶିନୀ ମୁଖ୍ୟ ବିଚାରକ ଭାବେ ନିଯୁକ୍ତ ହୋଇଥିଲେ l ଉକ୍ତ ସଭାରେ ଆୟୋଜକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରା ବିବରଣୀ ପଠନ କରିବା ସହ ଅନ୍ୟାନ୍ୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ମାନେ ମଧ୍ୟ ଯୋଗଦାନ କରି ସଭାକାର୍ଯ୍ୟକୁ ସାଫଲ୍ୟ ମଣ୍ଡିତ କରିଥିଲେ l ଏଥି ସହ 5ଟି ଉପବିଷୟବସ୍ତୁ ମଧ୍ୟରୁ ସ୍ୱାସ୍ଥ୍ୟରେ ଅନିତା ଦଳାଇ, ପରିବେଶ ଜୀବନଶୈଳୀରେ ଅମିଶା ରଇତ,

କୃଷିରେ ଶିବାନୀ ଶବର, ପରିବହନ ଓ ଯୋଗାଯୋଗରେ ଜି. ରେଣୁଶ୍ରୀ ଏବଂ ଗଣନାକାରୀ ଚିନ୍ତାଧାରାରେ ନବୀନ ବେହେରା ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରକୁ ମନୋନୀତ ହୋଇଛନ୍ତି l ଏଥି ସହ ଶ୍ରୀଯୁକ୍ତ ଅଭୟ କୁମାର ଦାସ ଓ ଶ୍ରୀଯୁକ୍ତ ପ୍ରହ୍ଲାଦ ଶିଅଳ ମଞ୍ଚ ପରିଚାଳନା ଏବଂ ଧନ୍ୟବାଦ ଅର୍ପଣ କରି ସଭାକାର୍ଯ୍ୟକୁ ସଫଳତାର ସହ ସମାପନ କରିଥିଲେ ଏବଂ ଏହି କାର୍ଯ୍ୟକ୍ରମରେ ଆୟୋଜକ ବିଦ୍ୟାଳୟ ତଥା ସରକାରୀ ଉଚ୍ଚ ବିଦ୍ୟାଳୟ, କେ.ଏମ.ଭାଲିଆ ସାହିର ସମସ୍ତ ଶିକ୍ଷକଶିକ୍ଷୟତ୍ରୀମାନେ ପୂର୍ଣ୍ଣ ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version