• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଁଳାଇ ପୀଠ ରେ ବିଜେଡି କର୍ମୀ ସମାବେଶ : ନବୀନ ପଟ୍ଟନାୟକ ଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ପାଇଁ ସକଲ୍ପ କଲେ – ଅର୍ଜୁନ ପରିଡା

Proprietor Abhimanyu Maharana by Proprietor Abhimanyu Maharana
December 20, 2023
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ଅଁଳାଇ ପୀଠ ରେ ବିଜେଡି କର୍ମୀ ସମାବେଶ : ନବୀନ ପଟ୍ଟନାୟକ ଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ପାଇଁ ସକଲ୍ପ କଲେ – ଅର୍ଜୁନ ପରିଡା
Share on FacebookShare on TwitterWhatsapp

୨୦ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା  :-> ନିର୍ବାଚନ ଯେତିକି ପାଖେଇ ଆସୁଛି ଜଟଣୀ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଉଷ୍ମତା ସେତିକି ବଢ଼ିଚାଲିଛି।ତାରି ଭିତରେ ଆଜି ଦକ୍ଷ,ଦୃଢ଼ ସଂଗଠକ, ସମାଜସେବୀ ,ଆୟିନୀଜୀବୀ ଅର୍ଜୁନ ପରିଡା ଙ୍କ ନେତୃତ୍ୱରେ ଜଟଣୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧ ନମ୍ବର ଯୋନ ଟାଙ୍ଗିଆପଡା ପଞ୍ଚାୟତ ଉଇଲକିଶନ ନଗର ଅଁଳାଇ ଦେବୀ ଙ୍କ ପୀଠ ରେ ବିଜେଡି ଦଳ ପକ୍ଷରୁ ଏକ ବିରାଟ କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି ।

୧ ହଜାର ରୁ ଉର୍ଦ୍ଧ୍ବ ମହିଳା ଓ ପୁରୁଷ କର୍ମୀ ଏହି ସମାବେଶ ରେ ଯୋଗ ଦେଇଥିଲା ବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବାକୁ ଶ୍ରୀ ପରିଡା ସଂକଳ୍ପ କରାଇଥିଲେ।ସେହିପରି ମହିଳା କର୍ମୀ ମାନଙ୍କୁ ନେଇ ଏକ ପଦଯାତ୍ରା କରାଯାଇଥିଲା ବେଳେ ତୃଣମୂଳ ସ୍ତର ରେ ଦଳକୁ ମଜବୁତ କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।

ପରେ ଶ୍ରୀ ପରିଡା ରାଜ୍ୟ ସରକାରଙ୍କ ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ କରିଥିବା ସମସ୍ତ ଯୋଜନା କହିବା ସହିତ ନବୀନ ଓଡିଶା ରେ ବିଭିନ୍ନ ଗ୍ରାମ ଓ ସହରରେ ହେଉଥିବା ନୂତନ ଓ ରୁପାନ୍ତିକରଣ କାର୍ଯ୍ୟ,ମହିଳା ଶସକ୍ତି କରଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ,ଓ ୫ ଟି ଦ୍ୱାରା ହେଉଥିବା ବିକାଶ କାର୍ଯ୍ୟ ଉପରେ କର୍ମୀ ଙ୍କୁ କହିଥିଲେ । ସେହିପରି ଚଳିତ ଥର ଜଟଣୀ ରେ ବିଜେଡି ଓ ଶଙ୍ଖ ଚିହ୍ନ କୁ ଘରେ ଘରେ ପହଞ୍ଚେଇବାକୁ ପ୍ରତି ବୁଥ ସ୍ତରରେ ଏକ ୫ ଜଣିଆ କମିଟି ଗଠନ କରାଯାଇଥିଲା ।

ଯେଉଁମାନେ କି ଦଳର ଯୋଜନାକୁ ପ୍ରତି ଘରେ ପହଞ୍ଚେଇବେ।ଏହି ସମାବେଶ ରେ ପୂର୍ବତନ ବରିଷ୍ଠ ସମିତି ସଭ୍ୟ ସନ୍ତୋଷ ରଣା,ପୂର୍ବତନ ସରପଞ୍ଚ କଲ୍ୟାଣୀ ଦଳେଇ,ୱାର୍ଡ ସଭ୍ୟ ଲଳିତ ମୋହନ ସ୍ୱାଇଁ,ନାୟବ ସରପଞ୍ଚ ସୁଦର୍ଶନ ପ୍ରଧାନ,ମଙ୍ଗୁଳି ହରିଚନ୍ଦନ,ବିମ୍ବାଧର ବରାଳ,ଲଷ୍ମୀଧର ସାମନ୍ତରାୟ,ଅର୍ଜୁନ ଲେଙ୍କା,ତ୍ରିନାଥ ବିଶ୍ୱାଳ,ଶରତ ସାହୁ,ମମତା ସାହୁ,ପ୍ରଫୁଲ ଭଟ, ପ୍ରଶାନ୍ତ ବିଶ୍ୱାଳ,ପ୍ରମୁଖ ନେତୃତ୍ୱ ନେଇଥିବା ବେଳେ ଶେଷରେ ପବିତ୍ର ପରିଡା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

July 30, 2026
ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

July 30, 2026
ସଫେଇ କର୍ମଚାରୀଙ୍କ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା : ପ୍ରଶାସନ ନୀରବ !!

ସଫେଇ କର୍ମଚାରୀଙ୍କ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା : ପ୍ରଶାସନ ନୀରବ !!

July 30, 2026
‘ଆଶା’ ପକ୍ଷରୁ ଜନସଚେତନତା ବାର୍ତ୍ତା ଦୁର୍ନୀତି ଲୋପ ପାଇଁ ଭୋଟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

‘ଆଶା’ ପକ୍ଷରୁ ଜନସଚେତନତା ବାର୍ତ୍ତା ଦୁର୍ନୀତି ଲୋପ ପାଇଁ ଭୋଟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

July 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

July 30, 2026
ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version