• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ତ୍ରିନାଥ ବଜାର ରାମନାଟକ ପ୍ରତି ଯୋଗିତା ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
December 21, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ତ୍ରିନାଥ ବଜାର ରାମନାଟକ ପ୍ରତି ଯୋଗିତା ଉଦଯାପିତ
Share on FacebookShare on TwitterWhatsapp

୨୦ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ :-> ନୟାଗଡ ସହରର ତ୍ରିନାଥ ଛକ ଠାରେ ତ୍ରିନାଥ ବଜାର ପୂଜା କମିଟି ଏବଂ ଶ୍ରୀରାମ ସେବା ପରିଷଦର ମିଳିତ ଆନୁକୂଲ୍ୟରେ ଶ୍ରୀ ଶ୍ରୀ ଶ୍ରୀ ତ୍ରିନାଥ ଦେବଙ୍କ ୪୨ତମ ବାର୍ଷିକ ଉତ୍ସବ ଅବସରରେ ୪ ଦିନ ବ୍ୟାପି ଅନୁଷ୍ଠିତ ରାମ ନାଟକ ପ୍ରତିଯୋଗିତା ମହାସମାରୋହରେ ଉଦଯାପିତ ହୋଇ ଯାଇଛି | ଏହି ପ୍ରତି ଯୋଗିତାରେ ଲାଠିପଡ଼ା (ଟାଙ୍ଗୀସାହି) ପ୍ରଥମ ସ୍ଥାନ ଅଧିକାର ରଣପୁରର ବିଧାୟକ ସତ୍ୟ ନାରାୟଣ ପ୍ରଧାନଙ୍କ ଠାରୁ ବିଜୟୀ ଟ୍ରଫି ଗ୍ରହଣ କରିଥିଲେ |

ଏଥିର ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗ ଦେଇଥିଲେ |ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ପୁରସ୍କାର ଵୀତରଣ କାର୍ଯ୍ୟକ୍ରମରେ ଅନ୍ୟତମ ସମ୍ମାନିତ ଅତିଥି ଭାବେ ମୁନିସିପାଲିଟିର ଅଧକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ସମାଜ ସେବୀ ପ୍ରିୟରଞ୍ଜନ ଦାଶ,

ଅରୁଣ ମହାନ୍ତି ମଂଚାସୀନ ଥିବାବେଳେ ଅନୁଷ୍ଠାନର ସଭାପତି ଶଙ୍କର୍ଷଣ ବେହେରା, ସମ୍ପାଦକ ବିଜୟ ପରିଡାଙ୍କ ସମେତ ବିଚାରକ ଦୁର୍ଗାକାନ୍ତ ଆଚାର୍ଯ୍ୟ, ବେଣୁଧର ସାହୁ, ଧନେଶ୍ୱର ପ୍ରଧାନ, ଭଗବାନ ମାଣ୍ଡୋଇ ପ୍ରମୁଖ ମଂଚାସୀନ ଥିଲେ | ନାଟକ କ୍ଷେତ୍ରରେ କୃତିତ୍ୱ ପ୍ରଦର୍ଶନ କରିଥିବା ଅନ୍ୟାନ୍ୟ ଶ୍ରେଷ୍ଠ କଳାକାର ପୁରସ୍କାର ମଧ୍ୟ ପ୍ରଦାନ କରା ଯାଇଥିଲା |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version