• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନିଖିଳ ଉତ୍କଳ ବାରିକ ସମିତିର ୮୮ ତମ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 21, 2023
in Uncategorized
0
ନିଖିଳ ଉତ୍କଳ ବାରିକ ସମିତିର ୮୮ ତମ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ
Share on FacebookShare on TwitterWhatsapp

୨୦ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :->  ନିଖିଳ ଉତ୍କଳ ବାରିକ ସମିତିର ୮୮ ତମ ପ୍ରତିଷ୍ଠା ଦିବସ ସମାରୋହ ଓ ସାଧାରଣ ଅଧିବେଶନ ବୁଧବାର ଅନୁଷ୍ଠିତ ହୋଇଯାଇଛି I ରାଜଧାନୀ ଭୁବନେଶ୍ୱର ସ୍ଥିତ ଦ ଇଂଷ୍ଟିଚୁସନ୍ ଅଫ୍ ଇଞ୍ଜିନିୟରର୍ସ (ଇଣ୍ଡିଆ) ଓଡିଶା ସେଣ୍ଟର, ସଚିବାଳୟ ମାର୍ଗ ଠାରେ ଅନୁଷ୍ଠିତ ଏହି ସମାରୋହରେ ରାଜ୍ୟ ସଭାପତି ହେମନ୍ତ ବାରିକ ସଭାପତିତ୍ୱ କରିଥିଲେ I ଓଡିଶାରେ ବସବାସ କରୁଥିବା ପ୍ରାୟ ୨୫ ଲକ୍ଷ ରୁ ଉର୍ଦ୍ଧ ବାରିକ ଜାତି ର ଭାଇ ଭଉଣୀ ମାନଙ୍କ ସାମାଜିକ, ସାମୁହିକ ବିକାଶ ପାଇଁ ରାଜ୍ୟ ସରକାରଙ୍କୁ ଦିଆଯାଇଥିବା ନ୍ୟାର୍ଯ୍ୟ ଦାବି ଯଥା, ପୁରୀ ସ୍ଥିତ ଜଡ଼ାମଠ ର ରୂପାନ୍ତୀକରଣ ଏବଂ ଏକ ଯାତ୍ରୀନିବାସ ନିର୍ମାଣ କରିବା, କୌଳିକ ବୃତ୍ତି ଅବଲମ୍ବନ କରି ଜୀବିକା ନିର୍ବାହ କରୁଥିବା ବାରିକ ମାନଙ୍କୁ ୬୦ ବର୍ଷ ବୟସ ଅତିକ୍ରମ ହେବାପରେ ଅତି କୁଶଳୀ କାରିଗର ଘୋଷଣା କରି ମାସିକ ଭତ୍ତା ପ୍ରଦାନ କରିବା,

ବାରିକ କଲ୍ୟାଣ ବୋର୍ଡ ଗଠନ କରିବା, ରାଜ୍ୟସ୍ତରୀୟ କାର୍ଯ୍ୟାଳୟ ପାଇଁ ରାଜଧାନୀ ଭୁବନେଶ୍ୱର ଠାରେ ଏକ କ୍ୱାର୍ଟର ଯୋଗାଇ ଦେବା ଏବଂ ବିଭିନ୍ନ ସମୟରେ ମାନସିକ ଓ ଶାରୀରିକ ନିର୍ଯ୍ୟାତନାର ଶିକାର ହେଉଥିବା କୌଳିକ ବୃତ୍ତିଧାରୀ ବାରିକ ମାନଙ୍କ ପାଇଁ ବାରିକ ସୁରକ୍ଷା ଆଇନ ପ୍ରଣୟନ କରିବାକୁ ରାଜ୍ୟ ସରକାରଙ୍କ ଠାରେ ଦୃଢ ଦାବି ଉପସ୍ଥାପନ କରିବାକୁ ପ୍ରସ୍ତାବ ଗୃହୀତ ହୋଇଥିଲା I ଏହି ପ୍ରତିଷ୍ଠା ଦିବସ ପାଳନ ଅବସରରେ ସମାଜ ଜ୍ୟୋତି ୨୦୨୩ ସମ୍ମାନରେ ବିଶିଷ୍ଟ କବି ତଥା ଗୀତିକାର ବିନୋଦ କୁମାର ପଶାୟତ (ସମ୍ବଲପୁର), ବିଶିଷ୍ଟ ସମାଜସେଵୀ ସୀମାଦ୍ରୀ ଚରଣ ବେହେରା ( ବ୍ରହ୍ମପୁର), ସମାଜସେବୀ ଲଷ୍ମୀଧର ବାରିକ (ପୁରୀ), କୃତି ଛାତ୍ରୀ ସୁଶ୍ରୀ ଭୂମିକା ବେହେରା (ସମ୍ବଲପୁର),

ବିଶିଷ୍ଟ କଣ୍ଠଶିଳ୍ପୀ ଅକ୍ଷୟ କୁମାର ବାରିକ (କଟକ), ନୃତ୍ୟାଙ୍ଗନା ସୁଶ୍ରୀ ଅର୍ଚନା ବାରିକ ( ଯାଜପୁର), ଶିକ୍ଷାବିତ ମନୋଜ କୁମାର ବାରିକ (କେନ୍ଦ୍ରାପଡ଼ା) ଙ୍କୁ ପ୍ରଦାନ କରାଯାଇଥିଲା I ବରିଷ୍ଠ ସାମ୍ବାଦିକ ସରୋଜ ସାହୁ (ସମ୍ବଲପୁର) ଙ୍କୁ ଦରଦୀ ବନ୍ଧୁ ସମ୍ମାନ ୨୦୨୩ ପ୍ରଦାନ କରାଯାଇଥିଲା I ସମିତିର ଉପ ସଭାପତି ହୀରାଲାଲ ବେହେରା, କୁଳମଣି ବାରିକ, ଭିମସେନ ବାରିକ, ସମ୍ପାଦକ ମାୟାଧର ବାରିକ, ଦୀପକ ଠାକୁର, କୋଷାଧକ୍ଷ ସୂର୍ଯ୍ୟ କାନ୍ତ ମହାପାତ୍ର, ରମାକାନ୍ତ ସୁବୁଦ୍ଧି ପ୍ରମୁଖ ମଂଚାସୀନ ଥିଲେ I ରାଜ୍ୟ ସାଧାରଣ ସମ୍ପାଦକ କମ୍ଭୁପାଣି ପରିଚ୍ଛା ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ I

ସଭା ପ୍ରାରମ୍ଭରେ ଅତିଥି ଗଣ କୁଳ ଇଷ୍ଟ ଶ୍ରୀ ଶ୍ରୀ ଲକ୍ଷ୍ମୀ ନୃସିଂହ ଦେବ ଏବଂ ଜଗତର ନାଥ ଜଗନ୍ନାଥ ଙ୍କ ପ୍ରତିମା ରେ ଦୀପ ପ୍ରଜ୍ବଳନ ପୂର୍ବକ ପୁଷ୍ପାଘ୍ର ପ୍ରଦାନ କରିଥିଲେ I କାର୍ଯ୍ୟକ୍ରମ କୁ କୃଷ୍ଣ ଚନ୍ଦ୍ର ବାରିକ, ଯତୀନ୍ଦ୍ର ନାଥ ବାରିକ, ପିତାମ୍ବର ଡାକୁଆ, ଅଲେଖ ଚନ୍ଦ୍ର ବାରିକ, ପବିତ୍ର ମୋହନ ବାରିକ, ପ୍ରମୁଖଙ୍କ ସକ୍ରୀୟ ସହଯୋଗ କରିଥିଲେ I ଧିରେନ ବାରିକ ଏବଂ ସାଥି ଙ୍କ ପକ୍ଷରୁ ସଂଗୀତ ପରିବେଷଣ କରାଯାଇଥିଲା I ଏହି ସମାବେଶରେ ରାଜ୍ୟର ସମସ୍ତ ଜ଼ିଲ୍ଲା ରୁ ଶତାଧିକ ବାରିକ ସମାଜର ଭାଇ ଭଉଣୀ ସାମିଲ ହୋଇଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version