• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନୟାଗଡ଼ରେ ଲୁଚିଥିଲେ : ୫୦% ଡିସ୍‌କାଉଣ୍ଟରେ କାର୍ ଦେବେ କହି ୪୦ କୋଟି ଠକେଇ ମାମଲାରେ ସ୍ୱାମୀ-ସ୍ତ୍ରୀ ଅଟକ

Proprietor Abhimanyu Maharana by Proprietor Abhimanyu Maharana
December 21, 2023
in ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ ଲୁଚିଥିଲେ : ୫୦% ଡିସ୍‌କାଉଣ୍ଟରେ କାର୍ ଦେବେ କହି ୪୦ କୋଟି ଠକେଇ ମାମଲାରେ ସ୍ୱାମୀ-ସ୍ତ୍ରୀ ଅଟକ
Share on FacebookShare on TwitterWhatsapp

୨୦ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ଼ :-> ନୟାଗଡ଼ରେ ଲୁଚିଥିଲେ ମା’ ପାଟଖଣ୍ଡା ଅଟୋ ମୋବାଇଲ୍ସ ନାଁରେ ଏକ ସଂସ୍ଥା ଖୋଲି ୫୦ ପ୍ରତିଶତ ଡିସକାଉଣ୍ଟରେ କାର୍‌ ମିଳିବ ବୋଲି କହି ଲୋକଙ୍କୁ ଭୁଆଁ ବୁଲାଉଥିଲେ । ୫୦ ପ୍ରତିଶତ ଡିସକାଉଣ୍ଟରେ ଦିଆଯିବ କାର୍ । ଏପରି କହି ଲୋକଙ୍କଠାରୁ ୪୦ କୋଟି ଟଙ୍କା ନେଇ ଚମ୍ପଟ ମାରିଥିଲେ ଦମ୍ପତ୍ତି ।

ନୟାଗଡ଼ରୁ ଏହି ଦମ୍ପତି ଓ ସେମାନଙ୍କ ଜଣେ ସହଯୋଗୀଙ୍କୁ ଧରିଛି ନୟାପଲ୍ଲୀ ପୁଲିସ। ସେମାନେ ହେଲେ ଅକ୍ଷୟ ଗୌଡ଼, ତାଙ୍କ ସ୍ତ୍ରୀ ଉଷାରାଣୀ ବାରିକ ଓ ସେମାନଙ୍କ ସହଯୋଗୀ ଶିବରାମ ଗୌଡ଼ । ନୟାପଲ୍ଲୀ ଥାନା ପୁଲିସ ସେମାନଙ୍କୁ ଅଟକ ରଖି ପଚରା ଉଚରା କରୁଛି ।

ଭୁବନେଶ୍ୱରରେ ମା’ ପାଟଖଣ୍ଡା ଅଟୋ ମୋବାଇଲ୍ସ ନାଁରେ ଏକ ସଂସ୍ଥା ଖୋଲି ୫୦ ପ୍ରତିଶତ ଡିସକାଉଣ୍ଟରେ କାର୍‌ ମିଳିବ ବୋଲି କହି ଲୋକଙ୍କୁ ଭୁଆଁ ବୁଲାଉଥିଲେ । ୧୦ ଲକ୍ଷ ଟଙ୍କାର କାର୍ ୬ ଲକ୍ଷ, ୧୮ ଲକ୍ଷ ଟଙ୍କାର କାର ୯ ଲକ୍ଷ ଟଙ୍କାରେ ମିଳିବ କହି ଠକେଇ କରୁଥିଲେ ।

ଆଉ ବିଭିନ୍ନ କାର ଶୋ’ ରୁମ ଏହି କ୍ଲିୟରାନ୍ସ ସେଲ ପାଇଁ ମା’ ପାଟଖଣ୍ଡା ଅଟୋମୋବାଇଲ୍ସ ପ୍ରାଇଭେଟ ଲିମିଟେଡ୍ ସହ ହୋଇଛି ଚୁକ୍ତି ବୋଲି କହୁଥିଲେ । ଏହିଭଳି ଭାବେ ଶତାଧିକ ଲୋକଙ୍କ ଠାରୁ ପାଖାପାଖି ୪୦ କୋଟି ଟଙ୍କାର ଚୂନ ଲଗାଇ ଏହି ଦମ୍ପତି ଓ ସେମାନଙ୍କ ସହଯୋଗୀ ଫେରାର ହୋଇଯାଇଥିଲେ ବୋଲି ଅଭିଯୋଗ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version