• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନାର ମୁକାବିଲା ପାଇଁ ପୁଲିସ ଓ ପ୍ରଶାସନର ମିଳିତ ଫ୍ଲାଗମାର୍ଚ୍ଚ ହିଞ୍ଜିଳି ଅଂଚଳରେ ୫ଟି ଗାଡ଼ିରେ ପେଟ୍ରୋଲିଂ ସହ ଜନସଚେତନତା ଓ ନାକାବନ୍ଦି – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
July 19, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କରୋନାର ମୁକାବିଲା ପାଇଁ ପୁଲିସ ଓ ପ୍ରଶାସନର ମିଳିତ ଫ୍ଲାଗମାର୍ଚ୍ଚ ହିଞ୍ଜିଳି ଅଂଚଳରେ ୫ଟି ଗାଡ଼ିରେ ପେଟ୍ରୋଲିଂ ସହ ଜନସଚେତନତା ଓ ନାକାବନ୍ଦି – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୯ ଜୁଲାଇ ୨୦୨୦ ରବିବାର) ହିଞ୍ଜିଳିକାଟୁ :- ରାଜ୍ୟରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ ଭୟଙ୍କର ପରିସ୍ଥିତିରି ରହିଛି । ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମତି ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । ଶନିବାର ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ୫୫୨୭ ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ହିଞ୍ଜିଳିକାଟୁ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହାକୁ ପ୍ରିତିହିତ କରିବା ସକାଶେ ଜିଲ୍ଲା ପ୍ରଶାସନ ସମେତ ସ୍ଥାନୀୟ ଳପ୍ର । ସନ ପକ୍ଷରୁ ଉଦ୍ୟମ ଜାରି ରହିଛି । କରୋନାର ମୁକାବିଲା ସକାଶେ ଗତ ୨୮ ତାରିଖ ଠାରୁ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ମୁତାବକ ସ୍ଥାନୀୟ ପୌର ପ୍ରଶାସନ ପୌରାଂଚଳର ୪ଟି ୱାର୍ଡ଼, ୫୯ ନଂ ଜାତୀୟ ରାଜପଥର ମୁଖ୍ୟ ରାସ୍ତା ବଇଁଚବଣିଆ ଳଛକ ଠାରୁ ଆରଏମସି ଛକ ଏବଂ ୩୬ ନଂ ରାଜ୍ୟ ରାଜପଥ ପରିବା ବଜାର ଠାରୁ ସିକିରି ମୁଖ୍ୟ ରାସ୍ତାକୁୂ କଂଟେନମେଂଟ ଜୋନ ଓ ପୌରାଂଚଳର ୩ କିମି ପରିଧି ଅଂଚଳକୁ ବଫରଜୋନ ଭାବେ ଗୋଷଣା କରାଯାଇଛି ।

ସେହିପରି ବ୍ଳକ ପ୍ରଶାସନ ପକ୍ଷରୁ ସ୍ଥାନୀୟ ବ୍ଳକର ୧୦ଟି ପଂଚାୟତକୁ କଂଟେନମେଂଟ ଜୋନ ଓ ୬ଟି ପଂଚାୟତକୁ ବଫରହେଜାନ ଭାବେ ଗୋଷଣା କରାଯାଇଛି । କଂଟେନମେଂଟ ଜୋନରେ ଔଷଧ ଦୋକାନ ବ୍ୟତିତ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ସମେତ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରଖାଯିବା ସହ ଯାନବାହାନ ଚଳାଚଳ ସମ୍ପୁର୍ଣ୍ଣ ବନ୍ଦ କରାଯିବା ପାଇଁ ପ୍ରଶାସନ ପକ୍ଷରୁ ଡ଼ାକବାଜି ଯନ୍ତ୍ର ସହାୟତାରେ ପରାମର୍ଶ ଦିଆଯାଇଛି । ସେହିପରି ବଫରଜୋନ ଗୁଡ଼ିକରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀର ଦୋକାନ ବଜାର ଗୁଡ଼ିକ ମାସ୍କ ପରିଧାନ ଓ ସାମାଜିକ ଦୂରତା ରକ୍ଷା କରି ସକାଳ ୭ଟାରୁ ମଧ୍ୟାନ୍ନ ୧୨ ଟା ପର୍ଯ୍ୟନ୍ତ ଖୋଲିବା ସକାଶେ ଅନୁମତି ପ୍ରଦାନ କରାଯାଇଛି । ଏହାକୁ ଅମାନ୍ୟ କଲେ ସଂପୃକ୍ତ ବ୍ରବସାୟିକ ପ୍ରତିଷ୍ଠାନ ଓ ବ୍ୟକ୍ତିବିଶେଷଙ୍କ ବିରୋଧରେ ଅ୍ଧବନଗତ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନିି ଦିଆଯାଇଛି । ତଥାପି କିଛି ଅମାନିଆ ପ୍ରଶାସନର କଟକଣାକୁ ଅବମାନନା କରି ଗାଁରେ ସାଙ୍ଗସାଥୀଙ୍କ ସହ କ୍ରିକେଟ ଓ ତାସ ଖେଳିବା ସହ ଅକାରଣରେ ମୋଟର ସାଇକେଲରେ ଚକ୍କର କାଟୁଥିବାରୁ ଗୋଷ୍ଠୀ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି ।

ଗୋଷ୍ଠୀ ସହକ୍ରମଣକୁ ପ୍ରତିହିତ କରିବା ସକାଶେ ରବିବାର ଊଭୟ ପୁଲିସ ଓ ପ୍ରଶାସନ ଆକ୍ସନ ମୁଡ଼ରେ ବାହାରିଛି । ପୁଲିସ ଓ ପ୍ରଶାସନର ମିଳିତ ଆନୁକୂଲ୍ୟରେ ବୁରୁପଡ଼ା, ଦୟାପଲ୍‌ଲୀ, ପୋଡ଼ିଙ୍ଗି ଓ ପୌରାଂଚଳରେ ଫ୍ଲାଗମାର୍ଚ୍ଚ କରାଯିବା ସହ ଡ଼ାକବାଜି ଯନ୍ତ୍ର ସହାୟତାରେ କରୋନା କଟକଣାକୁ ମାନିଚ ଚଳିବା ଓ ପ୍ରଶାସନକୁ ସହଯୋଗ କରିବା ପାଇଁ ଜନସଚେତନତା କରାଯାଇଛି । ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ତତ୍ୱାବଧାନରେ ସ୍ଥାନୀୟ ଥାନା ଅଂଚଳକୁ ୪ଟି ଭାଗରେ ବିଭକ୍ତ କରାଯାଇଛି । ପ୍ରତ୍ୟେକ ଅଂଚଳରେ ସ୍ୱତନ୍ତ୍ର ଟିମ୍ ସହାୟତାରେ ପେଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ଥାନା ଆଇଆଇସି ଦାସଙ୍କ ନେତୃତ୍ୱରେ ପୌରାଂଚଳରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ସହରର ମୁଖ୍ୟ ପ୍ରବେଶ ପଥରକୁ ବାଉଁଶବାଡ଼ ସହାୟତାରେ ସିଲ୍ କରାଯିବା ସହ ନାକାବନ୍ଦି ଓ ଯାନବାହାନ ଯାଂଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉଥିବାର ଦେଖିବାକୁ ମିଳିଛି । ରବିବାର କାର୍ଯ୍ୟକ୍‌୍ରମରେ ତହସିଲଦାର ଗୋପିନାଥ କୁଅଁର, ବିଡ଼ିଓ ପ୍ରସନ କୁମାର ପାତ୍ର, କୋଭିଡ଼ ମନିଟର ତଥା ପୁଲିସ ଡ଼ିଏସପି ହିମାଶୁଂଶେଖର ବେହେରା, ଥାନା ଆଇଆଇସି ଦାସ, ଏସଆଇ ମମତା ସାମନ୍ତରା, ପ୍ରଦୀପ୍ତ ଦାଶ, ବାସୁଦେବ ଭୋଇ, ଏଏସଆଇ ରାଜନ ବିଷୋୟୀ, ସୁରଥ ଭୁୟାଁ, ପ୍ରକାଶ ବେହେରା, ଶରତ ମହାପାତ୍ରଙ୍କ ସମେତ ପୁଲିସ ଫୋର୍ସ ଅଂଶ ଗ୍ରହଣ କରିଥିଲେ । ଆଗାମୀ ଦିନରେ ସ୍ଥାନୀୟ ଥାନା, ବ୍ଳକ ଅଂଚଳରରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ଜନସଚେତନତା କାର୍ଯ୍ୟକ୍ରମ ଜାରି ରହିବ ଏବଂ କରୋନା କଟକଣାକୁ ଅବମାନନା କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତହସିଲଦାର କୁଅଁର କହିଛନ୍ତି । (ହିଞ୍ଜିଳିକାଟୁ, ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version