• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇଆଇଟି ଭୁବନେଶ୍ୱର ପକ୍ଷରୁ ପ୍ରବାସୀ ଶ୍ରମିକ : ଶିଶୁଙ୍କ ପାଇଁ ସାକ୍ଷରତା ମିଶନ

Proprietor Abhimanyu Maharana by Proprietor Abhimanyu Maharana
December 23, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଆଇଆଇଟି ଭୁବନେଶ୍ୱର ପକ୍ଷରୁ ପ୍ରବାସୀ ଶ୍ରମିକ : ଶିଶୁଙ୍କ ପାଇଁ ସାକ୍ଷରତା ମିଶନ
Share on FacebookShare on TwitterWhatsapp

୨୨ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା-ଜଟଣୀ  :-> ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏହାର ସାମାଜିକ ଉତ୍ତର ଦାୟିତ୍ୱ କ୍ରମେ ପ୍ରତିଷ୍ଠାନର କ୍ୟାମ୍ପସ ପରିସରରେ କାର୍ଯ୍ୟରତ ତଥା ବାସ କରୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାମାନଙ୍କ ପାଇଁ ଏକ ସାକ୍ଷରତା କାର୍ଯ୍ୟକ୍ରମର ପରିଚାଳନା କରୁଛି । ଆଇଆଇଟି ଭୁବନେଶ୍ୱରର କିଛି ଅଧ୍ୟାପକବୃନ୍ଦ, କର୍ମଚାରୀ ତଥା ସ୍ୱେଚ୍ଛାସେବୀ ଛାତ୍ର,ଛାତ୍ରୀମାନଙ୍କ ଉଦ୍ୟମରେ ଆରମ୍ଭ ହୋଇଥିବା ଏହି ସାକ୍ଷରତା କାର୍ଯ୍ୟକ୍ରମଟି ଚଳିତ ବର୍ଷ ସେପ୍ଟେମ୍ବର ମାସରୁ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମ ଅଧୀନରେ,ଏହି ପିଲାମାନେ ବର୍ତ୍ତମାନ ସ୍ଥାନୀୟ ବିଦ୍ୟାଳୟରେ ଶିକ୍ଷା ଲାଭର ସୁଯୋଗ ପାଇଛନ୍ତି। ଏହି ପିଲାମାନଙ୍କୁ ମୌଳିକ ଶିକ୍ଷା ପ୍ରଦାନ ସହ ସେମାନଙ୍କ ପୁଷ୍ଟିସାଧନକୁ ସୁନିଶ୍ଚିତ କରିବା ହେଉଛି ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ଛତିଶଗଡ଼, ମଧ୍ୟପ୍ରଦେଶ ଏବଂ ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ଶ୍ରମିକମାନେ ଆସି ଆଇଆଇଟି ଭୁବନେଶ୍ୱର କ୍ୟାମ୍ପସ ଭିତରେ ଚାଲୁଥିବା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଏହି ପ୍ରବାସୀ ଶ୍ରମିକମାନେ ସେମାନଙ୍କ ପରିବାର ସହ ପ୍ରତିଷ୍ଠାନର କ୍ୟାମ୍ପସ ଭିତରେ ହିଁ ବସବାସ କରୁଛନ୍ତି। ପରିବାରର ସ୍ଥାନାନ୍ତରଣ ଯୋଗୁଁ ସେମାନଙ୍କ ପିଲାମାନଙ୍କ ପାଠପଢା ବାଧାପ୍ରାପ୍ତ ହୋଇଛି।ଏହି ସାକ୍ଷରତା କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ବିଦ୍ୟାଳୟ ଶିକ୍ଷା ବାଧାପ୍ରାପ୍ତ ହୋଇଥିବା ଛାତ୍ର,ଛାତ୍ରୀଙ୍କ ଆନୁଷ୍ଠାନିକ ଶିକ୍ଷାଲାଭ ପୁଣି ଆରମ୍ଭ କରିବା ଏବଂ ଏପର୍ଯ୍ୟନ୍ତ ବିଦ୍ୟାଳୟକୁ ଯାଇ ନଥିବା ଶିଶୁମାନଙ୍କୁ ମୌଳିକ ଶିକ୍ଷା ପ୍ରଦାନର ବ୍ୟବସ୍ଥା କରିବା। ଏହି କ୍ରମରେ, ଆଇଆଇଟି ଭୁବନେଶ୍ୱରର ସିଏସଆର ସେଲ ଅନୁକୁଲ୍ୟରେ ଏବଂ ଉନ୍ନତ ଭାରତ ଅଭିଯାନ (ୟୁବିଏ)ର ଉଦ୍ୟମରେ ଏହି ପିଲାମାନଙ୍କ ପାଇଁ ସାକ୍ଷରତା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।

ଆଇଆଇଟି ଭୁବନେଶ୍ୱରର କର୍ପୋରେଟ ସୋସିଆଲ ରେସ୍ପୋନ୍ସିବିଲିଟି (ସିଏସଆର) ବିଭାଗର ପ୍ରାଧ୍ୟାପକ ପ୍ରଭାରୀ ଡକ୍ଟର ନରେଶ ଚନ୍ଦ୍ର ସାହୁ ଏବଂ ୟୁବିଏର ସଂଯୋଜିକା ଡକ୍ଟର ସୀମା ବାହିନୀପତିଙ୍କ ନେତୃତ୍ୱରେ ପ୍ରତିଷ୍ଠାନର ଅଧ୍ୟାପକ ଓ ଛାତ୍ର,ଛାତ୍ରୀ ମାନେ ଏହି ପ୍ରବାସୀ ପିଲା ଓ ସେମାନଙ୍କ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ଏହି ପଦକ୍ଷେପରେ ସାମିଲ ହେବାକୁ ପ୍ରୋତ୍ସାହିତ କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ, ଏହି ସ୍ୱେଚ୍ଛାସେବୀଙ୍କ ଦ୍ୱାରା ପିଲାମାନଙ୍କୁ ପ୍ରତିଷ୍ଠାନର କେନ୍ଦ୍ରୀୟ ଲାଇବ୍ରେରୀରେ ମୌଳିକ ଶିକ୍ଷା ପ୍ରଦାନ କରାଯାଇଥିଲା। ସେମାନଙ୍କୁ ବହି, ସ୍କୁଲ ବ୍ୟାଗ ଓ ଅନ୍ୟ ଷ୍ଟେସନାରୀ ପ୍ରଦାନ କରାଯାଇଥିଲା। ନିରନ୍ତର ପ୍ରୟାସ ଫଳରେ ୧୬ ଜଣ ଛାତ୍ର,ଛାତ୍ରୀଙ୍କୁ ନିକଟରେ ପୋଡପଡା ଅଙ୍ଗନବାଡି ଓ ପୋଡାପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନାମ ଲେଖା ଯାଇଥିବା ଆଇଆଇଟି ସୂତ୍ରରୁ ଜଣାପଡିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version