• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚନ୍ଦ୍ରଶେଖର କଲେଜ,ଚମ୍ପୁଆର #ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା ଦ୍ବାରା ଆୟୋଜିତ ହୋଇଥିବା କ୍ରୀଡା ଓ ସାଂକୃତିକ ପ୍ରତିଯୋଗୀତା ଉଦ୍ ଯାପିତ

Proprietor Abhimanyu Maharana by Proprietor Abhimanyu Maharana
December 25, 2023
in ଓଡ଼ିଶା, କେନ୍ଦୁଝର, ହୋମ୍
0
ଚନ୍ଦ୍ରଶେଖର କଲେଜ,ଚମ୍ପୁଆର #ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା ଦ୍ବାରା ଆୟୋଜିତ ହୋଇଥିବା କ୍ରୀଡା ଓ ସାଂକୃତିକ ପ୍ରତିଯୋଗୀତା ଉଦ୍ ଯାପିତ
Share on FacebookShare on TwitterWhatsapp

୨୪ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଚମ୍ପୁଆର :-> ଯୁବପୀଢି କିପରି କ୍ରୀଡା ଓ ସାଂସ୍କୃତିକ କ୍ଷେତ୍ରରେ ନିଜର ପ୍ରତିଭା ଦେଶ ବିଦେଶରେ ପ୍ରସାର ପ୍ରଚାର ହୋଇପାରିବେ ସେଥିପାଇଁ ରାଜ୍ୟସରକାରଙ୍କ #ନୂଆ-ଓ “ଯୁବ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ।

ଆନନ୍ଦ ଉଲ୍ଲାସର ସହିତ ସମସ୍ତ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରି ନିଜର ପରାକାଷ୍ଠା ଦେଖାଇ ପାରିଛନ୍ତି ।ଏହି କାର୍ଯ୍ୟକ୍ରମର ଉଦ୍ ଯାପନୀ ଉତ୍ସବରେ ଚମ୍ପୁଆ ବିଧାୟିକା ଶ୍ରୀମତି ମିନାକ୍ଷୀ ମହାନ୍ତ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ସ୍ଥଳେ

ଏନ.ଏ.ସି ଅଧ୍ୟକ୍ଷ ଗିରିଜା ଶଂକର ସାହୁ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇ ବିଜୟୀ ପ୍ରତିଯୋଗୀ ମାନଙ୍କୁ ପୁରଷ୍କାର ସହିତ ମାନପତ୍ର ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଶ୍ରୀମତି ମହାନ୍ତ

ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ କଲେଜ କର୍ତ୍ତୁପକ୍ଷଙ୍କୁ ମଧ୍ୟ ଧନ୍ୟବାଦ ଜଣାଇ କହିଥିଲେ କି ଓଡିଶା ସରକାର ସବୁବେଳେ ଆମ ଯୁବପୀଢିଙ୍କ ପାଇଁ ନିଷ୍ଠାର ସହ କାମ କରି ଆସିଛନ୍ତି ।

ପ୍ରତ୍ୟେକ କ୍ଷେତ୍ରରେ କିପରି ରାଜ୍ୟ ତଥା ଦେଶକୁ ପ୍ରତିନିଧିତ୍ବ କରି ସୁନାମ ଅର୍ଜନ କରିବେ ସେଥିପାଇଁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଚିନ୍ତାକରି ଆସିଛନ୍ତି ବୋଲି ତାଙ୍କ ଉଦ୍-ବୋଧନ ରେ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version