• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡ ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ “ସ୍ବାସ୍ଥ୍ୟ ଦର୍ପଣ” ପୁସ୍ତକ ଉନ୍ମୋଚିତ।

Proprietor Abhimanyu Maharana by Proprietor Abhimanyu Maharana
January 1, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବୋଲଗଡ ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ “ସ୍ବାସ୍ଥ୍ୟ ଦର୍ପଣ” ପୁସ୍ତକ ଉନ୍ମୋଚିତ।
Share on FacebookShare on TwitterWhatsapp

୩୧ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ :-> ଖୋର୍ଦ୍ଧା ଜିଲ୍ଲା ବୋଲଗଡ ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ବୋଲଗଡ ବେଗୁନିଆ ବିଧାୟକ ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜେନ୍ଦ୍ର କୁମାର ସାହୁଙ୍କ ସଭାପତିତ୍ବରେ, ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ସତ୍ୟ ନାରାୟଣ ପ୍ରଧାନ, ସମ୍ମାନିତ ଅତିଥି ଭାବେ, ବୋଲଗଡ଼ ମହୋତ୍ସବର ଉପ – ସଭାପତି ଶ୍ରୀ କୃଷ୍ଣ ମୋହନ ପାଲଟା ସିଂହ, ଉପଦେଷ୍ଠା ଶ୍ରୀ ରବୀନ୍ଦ୍ର କୁମାର ପରିଡା, ଶ୍ରୀ ଅମ୍ବିକା ପ୍ରସାଦ ମହାନ୍ତି, ଶ୍ରୀ ମାନସ ରଞ୍ଜନ ପଟ୍ଟନାୟକ, ଶ୍ରୀ ବିଶ୍ଵମୋହନ ନରେନ୍ଦ୍ର, ଜିଲ୍ଲାପରିଷଦ ସଭ୍ୟ ଶ୍ରୀଯୁକ୍ତ ପ୍ରଦୀପ୍ତ କିଶୋର ଛୋଟରାୟ ଓ ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ରାୟଗୁରୁ,

ଓ ସଭ୍ୟା ଶ୍ରୀମତୀ ସୁନନ୍ଦିତା ସାହୁ, ବଡ଼ କୁମାରୀ ପଞ୍ଚାୟତ ସରପଂଚ ତଥା ଖୋର୍ଦ୍ଦା ଜିଲ୍ଲା ବିଜେଡ଼ି ଉପ- ସଭାପତି ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ପ୍ରଧାନ, ସମାଜ ସେବୀ ଜୟ କୃଷ୍ଣ ଦଳବେହେରା, ବରିଷ୍ଠ ସାମ୍ବାଦିକ ଶ୍ରୀ ପ୍ରଫୁଲ୍ଲ କୁମାର ସିଂହ ପ୍ରମୁଖ ଯୋଗ ଦେଇ ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ପୁଷ୍ପ ଧୂପ ଦେଇ, ପ୍ରଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ ହୋଇ ଥିଲା। ମହୋତ୍ସବ ସମ୍ପାଦକ ଶ୍ରୀଯୁକ୍ତ ବୀର ଦାଶ ଅତିଥି ମାନଙ୍କୁ ମଞ୍ଚକୁ ସ୍ଵାଗତ କରି ଥିଲେ ଓ ଉପଦେଷ୍ଟା ଶ୍ରୀଯୁକ୍ତ ରବୀନ୍ଦ୍ର କୁମାର ପରିଡା ଅତିଥି ପରିଚୟ ପ୍ରଦାନ କରି ସ୍ବାଗତ ଭାଷଣ ଦେଇଥିଲେ।

ବଇଁଶିଧର ମହାବିଦ୍ୟାଳୟ ବୋଲଗଡର ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ସଭାପତିଙ୍କ ଦ୍ଵାରା ସଭାକାର୍ଯ୍ୟ ପରିଚାଳନା କରାଯାଇଥିବା ବେଳେ ଶ୍ରୀଯୁକ୍ତ ନାରାୟଣ ମାର୍ଥା, ଗୋପାଳ ଚନ୍ଦ୍ର ରାଜଗୁରୁ, ବିରେନ୍ଦ୍ର କୁମାର ରାଉତରାୟ, ବିଷ୍ଣୁ ପ୍ରସାଦ କର , ଗୋବିନ୍ଦ ଚନ୍ଦ୍ର ପଣ୍ଡା ଅନୀଲ କୁମାର ନାୟକ ଓ ଶ୍ରୀମତୀ ସୁଶ୍ରୀ ଅଶ୍ଳେଷା ସ୍ୱାଇଁ ପ୍ରମୁଖଙ୍କୁ ମହୋତ୍ସବ ତରଫରୁ ସମ୍ମାନିତ କରାଯାଇଥିଲା । ମହୋତ୍ସବରେ ଉନ୍ମୋଚିତ ସ୍ୱାସ୍ଥ୍ୟ ଦର୍ପଣ ପୁସ୍ତକର ପ୍ରକାଶକ ତଥା ଗୋପାଳପୁର ପଞ୍ଚାୟତ ସରପଞ୍ଚ ଶ୍ରୀ ପ୍ରଦୀପ କୁମାର ବାରିକଙ୍କୁ ମଞ୍ଚସ୍ଥ ଅତିଥି ମାନେ ସମ୍ବର୍ଦ୍ଧିତ କରିବା ସହିତ ପୁସ୍ତକର ଅନ୍ତର୍ନିହିତ ବିଷୟ ବସ୍ଥୁକୁ ସର୍ବ ସମ୍ମୁଖରେ ଆଲୋକ ପାତ କରିଥିଲେ ଓ ବୋଲଗଡ଼ ମହୋତ୍ସବର ଉତ୍ତୋରୁତର ଉନ୍ନତୀ କାମନା କରିଥିଲେ ।

ମୁଖ୍ୟ ଆକର୍ଷଣ ପୂର୍ବକ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଶ୍ରୀମତୀ ଅଳକା ମହାନ୍ତି ଦର୍ଶକ ମାନଙ୍କୁ ନାଚ ଗୀତ ପରିବେଷଣ କରି ଆମୋଦିତ କରିଥିଲେ। ଉକ୍ତ କାର୍ଯ୍ୟ କ୍ରମର ସଂଯୋଜନା ଶ୍ରୀଯୁକ୍ତ ପ୍ରସାନ୍ତ କୁମାର ମହାପାତ୍ର ଓ ଶ୍ରୀଯୁକ୍ତ ଗୁରୁକୃଷ୍ଣ ଦୁଃଖାନନ୍ଦ ସାମନ୍ତରାୟ କରିଥିବାବେଳେ, ଶ୍ରୀଯୁକ୍ତ କାବୁ ଚମ୍ପତିରାୟ (ସ୍ମରଣିକା ସମ୍ପଦକ ବୋଲଗଡ଼ମହୋତ୍ସବ) ଧନ୍ୟବାଦ୍ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୨୦୨୫–୨୬ରେ ସର୍ବାଧିକ ରାଜସ୍ୱ ଆଦାୟକାରୀ ଟିକେଟ ଯାଞ୍ଚ କର୍ମଚାରୀ ସମ୍ବର୍ଦ୍ଧନା

୨୦୨୫–୨୬ରେ ସର୍ବାଧିକ ରାଜସ୍ୱ ଆଦାୟକାରୀ ଟିକେଟ ଯାଞ୍ଚ କର୍ମଚାରୀ ସମ୍ବର୍ଦ୍ଧନା

October 7, 2026
ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା

October 6, 2026
ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଗାନ୍ଧିଜୀଙ୍କ ମୂର୍ତ୍ତି ରେ ଗଜପତି ଜିଲ୍ଲା କଂଗ୍ରେସର ପୁଷ୍ପ ମାଲ୍ୟାର୍ପଣ

ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଗାନ୍ଧିଜୀଙ୍କ ମୂର୍ତ୍ତି ରେ ଗଜପତି ଜିଲ୍ଲା କଂଗ୍ରେସର ପୁଷ୍ପ ମାଲ୍ୟାର୍ପଣ

October 6, 2026
ଭୁବନେଶ୍ୱରରେ ପୁଅ ଜିଉଁତିଆ ଓଷା

ଭୁବନେଶ୍ୱରରେ ପୁଅ ଜିଉଁତିଆ ଓଷା

October 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୨୦୨୫–୨୬ରେ ସର୍ବାଧିକ ରାଜସ୍ୱ ଆଦାୟକାରୀ ଟିକେଟ ଯାଞ୍ଚ କର୍ମଚାରୀ ସମ୍ବର୍ଦ୍ଧନା

୨୦୨୫–୨୬ରେ ସର୍ବାଧିକ ରାଜସ୍ୱ ଆଦାୟକାରୀ ଟିକେଟ ଯାଞ୍ଚ କର୍ମଚାରୀ ସମ୍ବର୍ଦ୍ଧନା

October 7, 2026
ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା

October 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version