• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ଚାନ୍ଦବାଲି ରାସ୍ତା ରେ ବସ ଟ୍ରକ୍ ମଧ୍ୟ ରେ ମୁଁହା ମୁଁହି ଧକ୍କା

Proprietor Abhimanyu Maharana by Proprietor Abhimanyu Maharana
January 3, 2024
in ଓଡ଼ିଶା, କଟକ, ହୋମ୍
0
କଟକ ଚାନ୍ଦବାଲି ରାସ୍ତା ରେ ବସ ଟ୍ରକ୍ ମଧ୍ୟ ରେ ମୁଁହା ମୁଁହି ଧକ୍କା
Share on FacebookShare on TwitterWhatsapp

୨ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚାନ୍ଦବାଲି :-> ଆଜି ସକାଳ ପ୍ରାୟ ୭.୨୦ ମିନିଟ୍ ରେ ନିଶ୍ଚନ୍ତକୋଇଲି ସୁକରପଡ଼ା ଠାରେ ଏକ ଟ୍ରକ୍ ସହିତ ଆସି ଟ୍ରକ୍ ର ବାମ ପାର୍ଶ୍ୱରେ ଭାରସାମ୍ୟ ହରାଇ ବସ ଟି ଟ୍ରକ୍ ସହିତ ପିଟି ଥିଲା । ଏଣୁ ଟ୍ରକ୍ ଚାଳକ ଙ୍କ ମୃତ୍ୟୁ ବରଣ ଘଟି ଥିଲା । ଏବଂ ବସ ରେ ଥିବା ଯାତ୍ରୀ ମାନଙ୍କ ମଧ୍ୟରୁ ଏକ ମହିଳାଙ୍କର ମୃତ୍ୟୁ ବରଣ ଘଟିଥିଲା ଓ ବସ ରେ ଆଉ ଦୁଇଜଣ ଙ୍କ ର ମଧ୍ୟ ମୁତ୍ୟୁ ହୋଇ ଥିଲା ।

ଏହି ଦୁର୍ଘଟଣା ରେ ଚାରି ଜଣଙ୍କର ମୃତ୍ୟୁ ହୋଇଥିଲା । ସେଇ ରେ ୪୦ରୁ ଉର୍ଦ୍ଧ ପାସେଞ୍ଜର୍ ଥିଲେ । ଦୁର୍ଘଟଣା ହେବା ପରେ ସ୍ଥାନୀୟ ଲୋକ ମାନେ ଦୌଡି ଆସି ଟ୍ରକ୍ ଚାଳକ ଙ୍କୁ ଟ୍ରକ୍ ଭିତରୁ କାଢ଼ିଲା ବେଳକୁ ଟ୍ରକ୍ ଚାଳକ ମୃତ । ଓ ବସ ଭିତରୁ ୩ ଟି ମୃତ ଦେହ ଉଦ୍ଧାର କରିବା ସହିତ -୨ ୦ରୁ ଉର୍ଦ୍ଧ୍ବ କ୍ଷୟ ଖ୍ୟତି ହୋଇ ଥିବା ଲୋକ ଙ୍କୁ ଉଦ୍ଧାର କରି ଥିଲେ ।

ଏଥିରେ ଅଗ୍ନି ସମ ବାହିନୀ ଏବଂ ପୋଲିସ ବନ୍ଧୁ ମାନେ ବି ସାହାଯ୍ୟ କରି ସମସ୍ତଙ୍କୁ ବସ ଭିତରୁ ବାହାରକୁ ବାହାର କରି ୧୦୮ ରେ ନିଶ୍ଚନ୍ତାକୋଇଲି ମେଡ଼ିକାଲ କୁ ନେଇ ଥିଲେ । ମେଡ଼ିକାଲ କୁ ଯାଇଥିବା ଲୋକ ମାନେ ଡକ୍ଟର ଙ୍କ ରିପୋର୍ଟ ଅନୁସାରେ ସେମାନେ ସୁସ୍ଥ ଅବସ୍ଥାରେ ଅଛନ୍ତି । କିଛି ଯାତ୍ରୀ ମାନଙ୍କୁ ମଧ୍ୟ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରଯାଇଥିଲା ।

ଏହି ଦୁର୍ଘଟଣା ଖବର ପାଇ ପୂର୍ବତନ ମନ୍ତ୍ରୀ ମାନ୍ୟବର ଜନପ୍ରିୟ ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଜେନା ମହୋଦୟ ଯାଇ ଦୁର୍ଘଟଣା ହୋଇ ଥିବା ସ୍ଥାନରେ ପହଞ୍ଚି ଯାତ୍ରୀ ମାନଙ୍କ ଭଲ ମନ୍ଦ ବୁଝି ନିତ୍ସନ୍ତକୋଇଲି ମେଡ଼ିକାଲ ରେ ପରିଭ୍ରମଣ କରୁଥିବା ର ଜଣା ପଡ଼ିଛି । ଦୁର୍ଘଟଣା ସ୍ଥାନରେ ମଧ୍ଯ କଲେକ୍ଟର ସାର୍, ସବ୍ କଲେକ୍ଟର ସାର୍, ଆର୍ ଟି ଓ , ସେଠିକାର ତହସିଲଦାର ମଧ୍ଯ ପହଞ୍ଚିଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version