• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ବାଲିଯାତ୍ରା ପଡ଼ିଆରେ ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ।

Proprietor Abhimanyu Maharana by Proprietor Abhimanyu Maharana
January 6, 2024
in ଓଡ଼ିଶା, କଟକ, ହୋମ୍
0
କଟକ ବାଲିଯାତ୍ରା ପଡ଼ିଆରେ ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ।
Share on FacebookShare on TwitterWhatsapp

୫ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ :-> କଟକ ତଳ ବାଲିଯାତ୍ରା ପଡ଼ିଆରେ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେବା ପରେ ଉପର ବାଲିଯାତ୍ରା ପଡ଼ିଆ ରେ ଅନୁଷ୍ଠିତ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ଫାଇଭ ଟି ଓ ନବୀନ ଓଡିଶାର ଅଧକ୍ଷ ଭି କେ ପାଣ୍ଡିୟାନ ।

ଆୟୋଜିତ କାର୍ଯ୍ୟକ୍ରମ ରେ ପଞ୍ଚାୟତ ସ୍ତର ରୁ ଜିଲ୍ଲା ସ୍ତର ପର୍ଯ୍ୟନ୍ତ ନେତା ଓ କର୍ମୀ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମ ରେ କଟକ ଜିଲ୍ଲାର ସମସ୍ତ ନିର୍ବାଚନ ମଣ୍ଡଳୀର ବିଜେଡି ନେତୃବୃନ୍ଦଙ୍କୁ ଉଦବୋଧନ ଦେଇଥିଲେ ଫାଇଭ ଟି ଓ ନବୀନ ଓଡିଶା ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିୟାନ।

ଏହା ସହ ଆଗାମୀ-୨୦୨୪ – ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତ ମୁଠା ଟାଣ କରିବା ପାଇଁ କହିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ ବିଭିନ୍ନ ପଂଚାୟତର ଅଭିଯୋଗ ଗ୍ରହଣ କରିଥିଲେ ଫାଇଫ ଟି ଅଧକ୍ଷ -ଓ ଏହି ଅଭିଯୋଗ ଗୁଡିକ ସାତ ଦିନ ମଧ୍ୟରେ ର ସମାଧାନ କରାଯିବ ବୋଲି କହିଥିଲେ 5t ଅଧକ୍ଷ

– ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଅନ୍ୟତମ ଜିଲ୍ଲା କଟକ କୁ ସବୁ ସମୟରେ ଗୁରୁତ୍ୱ ଦେଇ ଆସିଛନ୍ତି – କଟକ ଯେହେତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ୍ମ ସ୍ଥାନ ସେଥିପାଇଁ କଟକ ର ଉନ୍ନତି ପାଇଁ ନେତାଜୀ ବସ ଟ୍ରମିନାଲ ହେଉ କିମ୍ବା ଏସିସିବି ମେଡିକାଲ କୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ

– ଅତୀତରେ ତାଳଦଣ୍ଡା କେନାଲ ର ସୌନ୍ଦର୍ଯ୍ୟ କରଣ ପାଇଁ ଚୌଦ୍ୱାର କଟକ ର ପୂର୍ବତନ ବିଧାୟକ ଡ଼କ୍ଟର ପ୍ରଭାତ ରଞ୍ଜନ ବିଶ୍ୱାଳ ଏବଂ ବର୍ତ୍ତମାନ ର ବିଧାୟକ ସୌଭିକ ବିଶ୍ୱାଳ ଙ୍କ ସହ ଆଲୋଚନା କରିଥିଲେ ଆଉ ଆଜି ତାହା ବାସ୍ତବ ରୂପ ନେଇଛି ବୋଲି ଫାଇଫ ଟି ଅଧକ୍ଷ କହିଥିଲେ

–କଟକ ରେ ଏପରି କାର୍ଯ୍ୟକ୍ରମ ରେ ଯୋଗ ଦେଇ ନେତା ଓ କର୍ମୀ ମାନଙ୍କ ମଧ୍ୟରେ ଉତ୍ସାହ ବଢ଼ାଇ ଥିବାରୁ ଫାଇପ ଟି ଅଧକ୍ଷ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଧନ୍ୟବାଦ ଜଣାଇଛନ୍ତି କଟକ ଜିଲ୍ଲାର ସମସ୍ତ ନେତା । ଏହି କାର୍ଯ୍ୟକ୍ରମ ରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ,
ଦେବୀ ପ୍ରସାଦ ମିଶ୍ର ବିଧାୟକ ବଡ଼ମ୍ବା , ବିଧାୟକ ସୌଭିକ ବିଶ୍ୱାଳ , ବିଧାୟକ ଚନ୍ଦ୍ର ସାରଥୀ ବେହେରା , ଡ଼କ୍ଟର ରଞ୍ଜନ ବିଶ୍ୱାଳ , ଡ଼କ୍ଟର ପ୍ରଭାତ ରଞ୍ଜନ ବିଶ୍ୱାଳ ପୂର୍ବତନ ବିଧାୟକ, ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା ୧୦ ପ୍ରଶ୍ନର ଜବାବ୍ ମାଗିଲେ – ଅରୁଣ

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା ୧୦ ପ୍ରଶ୍ନର ଜବାବ୍ ମାଗିଲେ – ଅରୁଣ

August 30, 2026
କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ-୨୦୨୬ : ୨୮୬ ୟୁନିଟ ରକ୍ତ ସଂଗ୍ରହ

କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ-୨୦୨୬ : ୨୮୬ ୟୁନିଟ ରକ୍ତ ସଂଗ୍ରହ

August 30, 2026
ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ-୨୦୨୬ ପାଳିତ

ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ-୨୦୨୬ ପାଳିତ

August 30, 2026
ବନ୍ଦେ ଉତ୍କଳ ମହାସଂଘ ପକ୍ଷରୁ ରାଷ୍ଟ୍ରୀୟ ଲୋକକଳା ମହାକୁମ୍ବ ୨୦୨୬ ଅନୁଷ୍ଠିତ

ବନ୍ଦେ ଉତ୍କଳ ମହାସଂଘ ପକ୍ଷରୁ ରାଷ୍ଟ୍ରୀୟ ଲୋକକଳା ମହାକୁମ୍ବ ୨୦୨୬ ଅନୁଷ୍ଠିତ

August 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା ୧୦ ପ୍ରଶ୍ନର ଜବାବ୍ ମାଗିଲେ – ଅରୁଣ

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା ୧୦ ପ୍ରଶ୍ନର ଜବାବ୍ ମାଗିଲେ – ଅରୁଣ

August 30, 2026
କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ-୨୦୨୬ : ୨୮୬ ୟୁନିଟ ରକ୍ତ ସଂଗ୍ରହ

କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ-୨୦୨୬ : ୨୮୬ ୟୁନିଟ ରକ୍ତ ସଂଗ୍ରହ

August 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version