• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚିଲିକା ନିର୍ବାଚନମଣ୍ଡଳୀକୁ ଜାନୁୟାରୀ ୧୦ ତାରିଖରେ ଭି କେ ପାଣ୍ଡିଆନଙ୍କ ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
January 6, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଚିଲିକା ନିର୍ବାଚନମଣ୍ଡଳୀକୁ ଜାନୁୟାରୀ ୧୦ ତାରିଖରେ ଭି କେ ପାଣ୍ଡିଆନଙ୍କ ଗସ୍ତ
Share on FacebookShare on TwitterWhatsapp

୫ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚିଲିକା :-> ଆସନ୍ତା ଜାନୁଆରୀ ୧୦ ତାରିଖ ଦିନ ‘ଆମ ଓଡ଼ିଶା ନବୀନ ଓଡ଼ିଶା ‘ର ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କ ଚିଲିକା ନିର୍ବାଚନମଣ୍ଡଳୀ ଗସ୍ତ କାର୍ଯ୍ଯକ୍ରମ ରହିଥିବାରୁ ଏ ନେଇ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ , ଏସପି ସିଦ୍ଧାର୍ଥ କଟରିଆ, ଜିଲ୍ଲାପରିଷଦ ମୁଖ୍ୟଉନ୍ନୟନ ଅଧିକାରୀ ଡଃ ବାଦଲ ମହାନ୍ତି , ଏସଡିପିଓ ଶ୍ରୁଭାଂଶୁ ଶେଖର ମିଶ୍ର , ବିଡିଓ ଶିତଲ ଅଗ୍ରୱାଲ ,ତହସିଲଦାର ଟି ପଦ୍ମନାଭ ଦୋରା ପ୍ରମୁଖ ବାଣପୁର ପଲଟନ ପଡିଆ ଓ ଉକ୍ତ ଗସ୍ତ କାର୍ଯ୍ଯକ୍ରମ ସମୟରେ ଟ୍ରାଫିକ ନିୟନ୍ତ୍ରଣ ଆଦି ନିରିକ୍ଷଣ କରିବା ସହ ବିଭିନ୍ନ ଜନହିତକର କାର୍ଯ୍ଯର ସମ୍ପୂର୍ଣ୍ଣ ନିମନ୍ତେ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି।

ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା ଓ ଏନଏସି ଅଧ୍ୟକ୍ଷ ମିଟୁ ନାୟକ ଉପସ୍ଥିତ ରହି କିଭଳି ଅଧିକ ଜନସାଧାରଣ ସେମାନଙ୍କର ଅଭିଯୋଗ ଅଧ୍ୟକ୍ଷ ପାଣ୍ଡିଆନଙ୍କୁ ଜଣାଇ ପାରିବେ ସେ ନେଇ ବ୍ଯବସ୍ଥା କରିବା ପାଇଁ ପ୍ରଶାସନିକ ଅଧିକାରୀଙ୍କୁ ଜଣାଇଥିଲେ । ନବୀନ ଓଡ଼ିଶା ଅଧ୍ୟକ୍ଷ ପାଣ୍ଡିଆନ ପ୍ରଥମେ ମା ଭଗବତୀଙ୍କ ମନ୍ଦିର ଦର୍ଶନ କରିବା ସହ ବାଣପୁର ବ୍ଲକର ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା ଓ ମିଶନ ଶକ୍ତିର ବିଭିନ୍ନ କାର୍ଯ୍ୟର ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି ।ଭି କେ ପାଣ୍ଡିଆନଙ୍କ ଏହା ପ୍ରଥମ ରାଜନୈତିକ ଗସ୍ତ ହୋଇଥିବାରୁ ଚିଲିକା ନିର୍ବାଚନମଣ୍ଡଳୀର ବିଜେଡି ମହଲରେ ଉତ୍ସାହର ବାତାବରଣ ଦେଖାଦେଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version