• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଯୋଧ୍ୟାରେ ପ୍ରଭୂ ଶ୍ରୀ ରାମ ଙ୍କ ପ୍ରତିଷ୍ଠା ଉପଲକ୍ଷେ ଅକ୍ଷତ କଳସ ଓ ନିମନ୍ତ୍ରଣ ପତ୍ର ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
January 7, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଅଯୋଧ୍ୟାରେ ପ୍ରଭୂ ଶ୍ରୀ ରାମ ଙ୍କ ପ୍ରତିଷ୍ଠା ଉପଲକ୍ଷେ ଅକ୍ଷତ କଳସ ଓ ନିମନ୍ତ୍ରଣ ପତ୍ର ବଣ୍ଟନ
Share on FacebookShare on TwitterWhatsapp

୬ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରାଇରଙ୍ଗପୁର :-> ଅଯୋଧ୍ୟାରେ ଚଳିତ ମାସ ୨୨ ତାରିଖରେ ହେବାକୁ ଥିବା ରାମଲୀଳା ଙ୍କ ପ୍ରତିଷ୍ଠା ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲାର ଵହଳଦା ମା’ କୀଚକେଶ୍ବର ମନ୍ଦିର ପ୍ରାଙ୍ଗଣରେ ବିଶ୍ବ ହିନ୍ଦୁ ପରିଷଦ ଆନୁକୁଲ୍ୟରେ ଏକ ବିଶାଳ ମହାଯଜ୍ଞ ବୁଧବାର ଦିନ ଅନୁଷ୍ଠିତ ହୋଇଥିଲା । ଏଥିରେ ପୂଜକ ଭାବେ ବିଜୁ ନନା,ବାବୁ ନନା ଏବଂ କର୍ତ୍ତା ଭାବେ ମନୋଜ ଅଗ୍ରୱାଲ ସସ୍ତ୍ରୀକ ଦାୟିତ୍ଵ ନିଭାଇଥିଲେ ।

ଏହି ଭଵ୍ଯ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ବିଶ୍ଵ ହିନ୍ଦୁ ପରିଷଦ ରାଜ୍ୟ ସତସଙ୍ଗ ପ୍ରମୁଖ ହରିହର ତ୍ରିପାଠୀ, ଜିଲ୍ଲା ବିଶ୍ଵ ହିନ୍ଦୁ ପରିଷଦ ଵିଭାଗ ସଂପାଦକ ମଧୁସୂଦନ ଦାସ, ବିଶ୍ବ ହିନ୍ଦୁ ପରିଷଦ ଜିଲ୍ଲା ସହ ସଂପାଦକ ଇଂ କମଳାକାନ୍ତ ନାଏକ,, ବଜରଙ୍ଗ ଦଳ ଜିଲ୍ଲା ସହ ସଂଯୋଜକ ମୃତ୍ୟୁଞ୍ଜୟ ପାଲ, ବିଭାଗ ସଂଘ ଚାଳକ ରତିକାନ୍ତ ବୈଦ୍ୟ,

ଜିଲ୍ଲା ସଂଘ ଚାଳକ ଜଗବନ୍ଧୁ ମହାନ୍ତ, ଜିଲ୍ଲା ସଂଘ ସହ ଚାଳକ ପାଲେୟାର ପାଲିଆ, ହିନ୍ଦୁ ଜାଗରଣ ସାମୁଖ୍ୟ ଜିଲ୍ଲା ଉପସଭାପତି ନରେନ୍ଦ୍ର ସିଂ ଏବଂ ବହୁ ହିନ୍ଦୁ ସଂଗଠନର ମାନ୍ୟଗଣ୍ୟ ବ୍ୟକ୍ତି ସମେତ ବ୍ଳକ ସ୍ତରୀୟ କାର୍ଯ୍ୟକର୍ତ୍ତା ସମେତ ୧୨ ଟି ପଞ୍ଚାୟତର ସମସ୍ତ ପ୍ରତିନିଧି ସାମିଲ ହୋଇଥି । ଯଜ୍ଞ ପରେ ମା’ କୀଚକେଶ୍ବରୀ ମନ୍ଦିରରୁ ଏକ ସଂକୀର୍ତ୍ତନ ଦଳ,

କଳଶ ଯାତ୍ରାରେଵହୁ ସଂଖ୍ୟାରେ ହିନ୍ଦୁ ଓ ସନାତନ ପ୍ରେମୀ ରାମଙ୍କ ଫଟୋ ଏବଂ କୁନିକୁନି ପିଲାମାନେ ରାମ,ଲକ୍ଷ୍ମଣ,ସୀତା ବେଶରେ ସହର ପରିକ୍ରମା କରି ମନ୍ଦିରକୁ ଫେରିଥିଲେ । ୧୨ ଟି ପଞ୍ଚାୟତର କାର୍ଯ୍ୟକର୍ତ୍ତାଙ୍କୁ ଅକ୍ଷତ କଳଶ ଓ ନିମନ୍ତ୍ରଣ ପତ୍ର ବଣ୍ଟନ କରାଯାଇଥିଲା ।ଜୟ ଶ୍ରୀ ରାମ ନାରାରେ ସହର ପ୍ରକମ୍ପିତ ହୋଇ ଉଠିଥିଲା । ସହର ସଂପୂର୍ଣ୍ଣ ରାମ ସଂସ୍କୃତି ମୟ ଓ ଭକ୍ତିମୟ ପରିବେଶ ହୋଇ ଉଠିଥିଲା ।

ପରେ ମନ୍ଦିର କମିଟି ତରଫରୁ ସମସ୍ତଙ୍କୁ ଅନ୍ନ ପ୍ରସାଦ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅତନୁ ମହାନ୍ତି,ବିଜୁ ସାହୁ, ବିରଞ୍ଚି ମହାନ୍ତ, ଦଶରଥ ମଣ୍ଡଳ,ବିଟୁ ପାଲ,ରିଟୁ ପାଲ,ଦଶରଥ ମଣ୍ଡଳ, ଘାସିରାମ ପାତ୍ର, ମହାତ୍ମା ଦିକ୍ଷୀତ,ରାଜ କୁମାର ରଜକ, ଜୟନ୍ତ ମହାପାତ୍ର,ବିକାଶ ଦାସ ସମେତ ବିଭିନ୍ନ ସଂଗଠନର ସଦସ୍ୟ ବୃନ୍ଦ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version