• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସତସଙ୍ଗ ଶ୍ରୀ ମନ୍ଦିରରେ ସପ୍ତମ ବାର୍ଷିକ ଉଦବୋଧନ ସ୍ମୁତି ମହୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
January 8, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ସତସଙ୍ଗ ଶ୍ରୀ ମନ୍ଦିରରେ ସପ୍ତମ ବାର୍ଷିକ ଉଦବୋଧନ ସ୍ମୁତି ମହୋତ୍ସବ
Share on FacebookShare on TwitterWhatsapp

୮ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲୁଗାଁ :-> ଯୁଗପୁରୁଷୋତ୍ତମ ପରମ ପ୍ରେମମୟ ଶ୍ରୀଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ଶୁଭ 136 ତମ ଜନ୍ମ ମହା ମହୋତ୍ସବ ଓ ବାଲୁଗାଁ ସତସଙ୍ଗ ଶ୍ରୀମନ୍ଦିରର ସପ୍ତମ ବାର୍ଷିକ ଉଦବୋଧନ ସ୍ମୁତି ମହୋତ୍ସବ ପରମପୂଜ୍ୟପାଦ ଶ୍ରୀଶ୍ରୀ ଅlଚlର୍ଯ୍ୟଦେବଙ୍କ ଆଶୀର୍ବାଦ କ୍ରମେ ରବିବାର ଦିନ ସହପ୍ରତି ର୍ରିତିକ କୃଷ୍ଣ ଚନ୍ଦ୍ର ଦାସ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ଆଜି ପୁଣ୍ୟ 137 ତମ ଶୁଭାବିଭାର୍ବ ଉତ୍ସବ ପରିପ୍ରେକ୍ଷୀରେ ବ୍ରାହ୍ମ ମୁହୂର୍ତରେ ବେଦ ମlଙ୍ଗଳିକୀ , ପ୍ରତ୍ୟୁଷରୁ ଉଷାକୀର୍ତ୍ତନ,ପ୍ରାତଃ ଶ୍ରୀମନ୍ଦିରରେ ଉଷା ବିନତି ଓ ପ୍ରଣାମ ତତପରେ ଶ୍ରୀଶ୍ରୀ ଠାକୁରଙ୍କର ଅମିୟ ସଦଗ୍ରନ୍ଥ ପଠନ ଆଦି ଅନୁଷ୍ଠିତ ହୋଇଥିଲା l

ପୂର୍ବରାହ୍ନରେ ସୁଜଜ୍ଜିତ ରଥରୁଢ଼ରେ ଶ୍ରୀଶ୍ରୀ ଠାକୁରଙ୍କ ବିଗ୍ରହ ସହ ଏକ ବର୍ଣ୍ୟlଢ୍ୟ ଶୋଭାଯାତ୍ରା ସରଳାପଦର ଛକସ୍ଥିତ ଉତ୍ତରାୟଣୀ ମନ୍ଦିର ଠାରୁ ବାହାରି ନଗର ପରିକ୍ରମା କରିବା ପରେ ସତସଙ୍ଗ ଶ୍ରୀମନ୍ଦିର ଠାରେ ପହଞ୍ଚି ଥିଲା l ସତସଙ୍ଗ ଅନୁଷ୍ଠାନ ତରଫରୁ ସଂଗୀତାଞ୍ଜଳି କାର୍ଯ୍ୟକ୍ରମ ପରେ ସତସଙ୍ଗ ଆରମ୍ଭରେ ସତ୍ୟାନୁ ସରଣ ପାଠ ମୋହିତ ପ୍ରଧାନ,ନାରୀର ନୀତି ଯାଜକ ମହେଶ୍ୱର ଜେନା ପାଠ କରିବା ସହ ଭଜନ ରମେଶ ମହାରଣା,

ସୁକନ୍ୟା ପଣ୍ଡା ଓ କୀର୍ତନ ପରିବେଷଣ ଯାଜକ ସୁଧାଂଶୁ ଶେଖର ସାହୁ କରିଥିଲେ lପ୍ରାରମ୍ଭିକ ସୂଚନା ଦେଇଥିଲେ ସହପ୍ରତିରୀତିକ କଣ୍ଡୁରୀ ଚରଣ ପ୍ରଧାନ l ମୁଖ୍ୟବକ୍ତା ଭାବେ ସହପ୍ରତି ରୀତିକ ଭୁବନେଶ୍ୱର ରାଜଧାନୀ କଲେଜର ଅଧ୍ୟାପକ ରମାକାନ୍ତ ମିଶ୍ର ଯୋଗ ଦେଇ ଶ୍ରୀଶ୍ରୀ ଠାକୁରଙ୍କ ଭାବଧାରା ,ମନୁଷ୍ୟ ଜୀବନର ଚଳେଣି ଉପରେ ଆଲୋକପାତ କରିଥିଲେ l

ବ୍ୟକ୍ତା ଭାବେ ରିତିକ ଶ୍ରୀ ଦାସ ଯୋଗଦେଇ ଠାକୁରଙ୍କ ସେବାସହ ସକାଳେ ଓ ସନ୍ଧ୍ୟାରେ ନିୟମିତ ପ୍ରାର୍ଥନା କଲେ ଜୀବନରେ ଶାନ୍ତି, ସୁଖ ଓ ମୈତ୍ରୀ ଆସିପାରିବ ବୋଲି ନିଜ ବ୍ୟକ୍ତବ୍ୟରେ କହିଥିଲେ l ଅନ୍ୟମାନଙ୍କ ମଧ୍ୟ୍ୟରେ ସହପ୍ରତି ରୀତିକ କାଶୀ ନାଥ ସାହୁ, ମାଧବ ଚନ୍ଦ୍ର ପଣ୍ଡା, ତ୍ରିନାଥ ପରିଡା, ଈଶ୍ୱରୀ ସାମନ୍ତରାୟ, ପୁଷୋତ୍ତମ ପାଲଟା ସିଂହ ଯୋଗଦେଇ ଥିଲେ l  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version