• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନ ଏନ୍ ଏ ସି କାଉନସିଲ ବୈଠକ ଅନୁଷ୍ଠିତ ଚିନରା ପୋଖରୀ ସମେତ ୬ ଟି ପୋଖରୀ କୁ ଆଦର୍ଶ ପୋଖରୀ କରାଯିବ

Proprietor Abhimanyu Maharana by Proprietor Abhimanyu Maharana
January 9, 2024
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଭୁବନ ଏନ୍ ଏ ସି କାଉନସିଲ ବୈଠକ ଅନୁଷ୍ଠିତ ଚିନରା ପୋଖରୀ ସମେତ ୬ ଟି ପୋଖରୀ କୁ ଆଦର୍ଶ ପୋଖରୀ କରାଯିବ
Share on FacebookShare on TwitterWhatsapp

୮ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନ :->  ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ର ତ୍ରୟୋଦଶ କାଉନସିଲ୍ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନ୍ ଏ ସି ସଦଭାବନା ଗୃହରେ ନଗରପାଳ ଶୁଭେନ୍ଦୁ କୁମାର ସାହୁ ଙ୍କ ଅଧ୍ୟକ୍ଷତା କରିଥିଲେ । ନିର୍ବାହୀ ଅଧିକାରୀ ଅପୂର୍ବ ରଞ୍ଜନ ଆଇଚ ପୂର୍ବ ବୈଠକ ର ବିବରଣୀ ପାଠ କରି ସର୍ବ ସମ୍ମତ କ୍ରମେ ଏହାକୁ ଦୃଢ଼ୀକରଣ କରିଥିଲେ । ନଗରପାଳ ଶ୍ରୀଯୁକ୍ତ ସାହୁ ସମସ୍ତ ପlରିଷଦ ବର୍ଗ ଙ୍କୁ ନୂତନ ବର୍ଷ ର ଅଭିନନ୍ଦନ ଜଣାଇ ବହୁ ପ୍ରତିକ୍ଷୀତ ଚିନରା ପୋଖରୀ ର ପୁନରୁଦ୍ଧାର ପାଇଁ ଦେବୋତ୍ତର ବିଭାଗ ପକ୍ଷରୁ ସବୁଜ ସଙ୍କେତ ମିଳିଛି ।

ଏଥି ସହିତ ମୁଖ୍ୟମନ୍ତ୍ରୀ ଙ୍କ ମୋ ପୋଖରୀ ଯୋଜନାରେ ଭୁବନ ର ୬ ଟି ପୋଖରୀ ଯଥା – ଗୋଡ଼ି ପୋଖରୀ, ଦୁର୍ଗା ସାଗର ପୋଖରୀ,ପୃଷ୍ଟି ପୋଖରୀ ,ନୂଆ ପୋଖରୀ, ଝରଣ ପୋଖରୀ କୁ ଆଦର୍ଶ ପୋଖରୀ ଭାବେ ରୂପାନ୍ତରଣ କରାଯିବ ବୋଲି କହିଥିଲେ। ୧୪ ନମ୍ୱର୍ ୱାର୍ଡ କାଉନସିଲର କଳ୍ପନା ବେହେରା ଙ୍କ ଅଭିଯୋଗର ଉତ୍ତର ରେ ନଗରପାଳ କହିଥିଲେ ଯେ ରଗଡ଼ି ଛକ ଠାରେ ହୋଇଥିବା ଭେଣ୍ଡିଂ ଜୋନ ପ୍ରଥମ ପର୍ଯ୍ୟାୟ ରେ ୧୬ ଟି ଷ୍ଟଲ ବଣ୍ଟନ ହୋଇଛି । ଦ୍ଵିତୀୟ ପର୍ଯ୍ୟାୟ ରେ ବାକି ଥିବା ୧୦ ଟି ଷ୍ଟଲ ପାଇଁ ୬୪ ଜଣ ଆବେଦନ କରିଥିଲେ । ଲଟେରୀ ଜରିଆରେ ୧୦ ଜଣଙ୍କୁ ଚୟନ କରାଯାଇଥିଲା । ଖୁବ୍ ଶୀଘ୍ର ସେମାନେ ଷ୍ଟଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।

ନୀଳମାଧବ ପେଟ୍ରୋଲ ପମ୍ପ ଛକରେ ଲାଇଟ ନଥିବାରୁ ବାରମ୍ବାର ଦୁର୍ଘଟଣା ଘଟୁଛି l ସେହି ସ୍ଥାନରେ ପର୍ଯ୍ୟାପ୍ତ ଆଲୋକ ଲଗାଯିବା ସହ ବାଜିରାଉତ୍ କଲେଜ ଛକରୁ ନୀଳମାଧବ ପେଟ୍ରୋଲ ପମ୍ପ ପର୍ଯ୍ୟନ୍ତ ଏକ ଆପ୍ରୋଚ ରୋଡ ନିର୍ମାଣ ପାଇଁ ଜିଲ୍ଲାପାଳ,ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ,ଆରକ୍ଷୀ ଅଧିକ୍ଷକ ଏବଂ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ( ଉନ୍ନୟନ ଅଧିକାରୀ)ଙ୍କୁ ନଗରପାଳ ଙ୍କ ନେତୃତ୍ୱରେ ୨ ନମ୍ବର ୱାର୍ଡ କାଉନସିଲର କୃପାସିନ୍ଧୁ ବେହେରା,୬ ନମ୍ବର ୱାର୍ଡ କାଉନସିଲର ସୁଶାନ୍ତ ନାୟକ ,୭ ନମ୍ବର ୱାର୍ଡ କାଉନସିଲର ନରେନ୍ଦ୍ର ବେହେରା ଓ ୯ ନମ୍ବର ୱାର୍ଡ କାଉନସିଲର ପପୁ କୁମାର ସାହୁ ସାକ୍ଷାତ କରି ଏ ସଂପର୍କ ରେ ଅବଗତ କରାଇବାକୁ ବୈଠକ ରେ ଗୃହୀତ ହୋଇଥିଲା ।

ଭୁବନ ଦେଇ ଯାଇଥିବା ରେଳପଥ ର ସାମଳ ଠାରେ ହୋଇଥିବା ଷ୍ଟେସନ କୁ ଭୁବନ ରୋଡ ନାମ କରଣ କରାଯାଇଥିବାରୁ ୧ ନମ୍ବର ୱାର୍ଡ କାଉନସିଲର ଗିରିଧାରୀ ସାହୁ କ୍ଷୋଭ ପ୍ରକାଶ କରିଥିଲେ। ଏହାକୁ ଭୁବନ ନାମରେ ନାମିତ କରିବାକୁ ଦାବି କରିଥିଲେ। ରେଳ ଷ୍ଟେସନ ନାମ ପରିବର୍ତ୍ତନ ପାଇଁ ବୈଠକ ରେ ଗୃହୀତ କରାଯାଇ ଏ ସଂପର୍କ ରେ ସାଂସଦ ମହେଶ ସାହୁ ଙ୍କ ଜରିଆରେ ରେଳ ମନ୍ତ୍ରୀ ଙ୍କୁ ଅବଗତ କରାଯିବାକୁ ନିଷ୍ପତି ହୋଇଥିଲା । ମିଶନ ଶକ୍ତି ସଦସ୍ୟା ଏବଂ ଠିକାଦାର ମାନେ ନେଇଥିବା ଉନ୍ନୟନ ମୂଳକ କାର୍ଯ୍ୟକୁ ସ୍ଥାନୀୟ କାଉନସିଲର ଙ୍କ ପରାମର୍ଶରେ ତୁରନ୍ତ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।

ଭୁବନ ଏନ୍ ଏ ସି ର ରୂପାନ୍ତରଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାୟ ୧ ଶହ କୋଟି ଟଙ୍କା ପ୍ରଦାନ କରିଥିବାରୁ ବୈଠକରେ ମୁଖ୍ୟମନ୍ତ୍ରୀ ଙ୍କ ସମେତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ,ସାଂସଦ ମହେଶ ସାହୁ ଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ଏହି ବୈଠକରେ କନିଷ୍ଠ ଯନ୍ତ୍ରୀ ସୁରେନ୍ଦ୍ର ନାଥ ସାହୁ,ଶକ୍ତି ପ୍ରକାଶ ସାହୁ,ବରିଷ୍ଠ ସହାୟକ ପ୍ରାଣକୃଷ୍ଣ ଓଝା,ଯୋଗାଣ ନିରୀକ୍ଷକ ବାଢ଼ା ବେଶ୍ରା ଙ୍କ ସମେତ ସମସ୍ତ କାଉନସିଲର ଓ କର୍ମଚାରୀ ଯୋଗଦେଇଥିଲେ ।ଉପ ନଗରପାଳ ଶ୍ରୀମତୀ ମାନିନୀ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version