• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହିଞ୍ଜିଳି ଗ୍ରସ୍ତରେ ଗଞ୍ଜାମ ଏସପି ଯାଂଚ କାର୍ଯ୍ୟର ତଦାରଖ ସହ ସୁସ୍ଥ ହୋଇ ଫେରିଥିବା ୪ କରୋନା ଯୋଦ୍ଧାଙ୍କୁ ସମର୍ଦ୍ଧିତ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
July 21, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ହିଞ୍ଜିଳି ଗ୍ରସ୍ତରେ ଗଞ୍ଜାମ ଏସପି ଯାଂଚ କାର୍ଯ୍ୟର ତଦାରଖ ସହ ସୁସ୍ଥ ହୋଇ ଫେରିଥିବା ୪ କରୋନା ଯୋଦ୍ଧାଙ୍କୁ ସମର୍ଦ୍ଧିତ – ହିଞ୍ଜିଳିକାଟୁ

??????

Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୧ ଜୁଲାଇ ମଙ୍ଗଳବାର ) ହିଞ୍ଜିଳିକାଟୁ :- ମହାମାରୀ କରୋନା ଭୁତାଣୁ ସଂକ୍ରମଣ ସାରା ଦେଶକୁ କବଳିତ କରିଛି । ରାଜ୍ୟର ସର୍ବାଧିକ ସଂକ୍ରମିତ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି । ଏହି ପରିପ୍ରେକ୍ଷୀରେ ହିଞ୍ଜିଳିକାଟୁ ପୌରାଂଚଳ ଓ ବ୍ଳକ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାର ଜଣାପଡ଼ିଛି । କରୋନାୁ ପ୍ରତିହିତ କରିବା ସକାଶେ ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ପ୍ରସନ ପକ୍ଷରୁ ବହୁ କଟକଣା ଜାରି କରାଯିବା ସହ ଜନସଚେତନତା କାର୍ଯ୍ୟକ୍ରମ କରାଯାଉଛି । କରୋନାର ମୁକାବିଲା ସକାଶେ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ପୌର ପ୍ରଶାସନ ପକ୍ଷରୁ ସ୍ଥାନୀୟ ପୌରାଂଚଳର ୧୭ଟି ୱାର୍ଡ଼କୁ ରେଡ଼ ଜୋନ ଭାବେ ପରିଗଣିତ କରାଯାଇଛି ।

ପୌରାଂଚଳର ବିଭିନ୍ନ ୱାର୍ଡ଼ ସମେତ ୫୯ ନଂ ଜାତୀୟ ରାଜପଥ ଆରଏମସି ଛକ ଠାରୁ ବଇଁଚବଣିଆ ଛକ ଏବଂ ୩୬ ନଂ ରାଜ୍ୟ ରାଜପଥ ପରିବା ବଜାର ଠାରୁ ହିଞ୍ଜିଳି ମୁଖ୍ୟ ରାସ୍ତାକୁ କଂଟେନମେଂଟ ଜୋନ ଓ ପୌରାଂଚଳର ୩କିମି ପରିଧି ଅଂଚଳକୁ ବଫରଜୋନ ଘୋଷଣା କରାଯାଇଛି । ସେହିପରି ବ୍ଳକ ପ୍ରଶାସନ ପକ୍ଷରୁ ୧୦ଟି ପଂଚାୟତକୁ କଂଟେନମେଂଟ ଓ ୬ ପଂଚାୟତକୁ ବଫରଜୋନ ଘୋଷଣା କରାଯାଇଛି । ସ୍ଥାନୀୟ ପୁଲିସ ପ୍ରଶାସନ ପକ୍ଷରୁ ପୌରାଂଚଳର ମୁଖ୍ୟ ରାସ୍ତାର ଉଭୟ ପ୍ୱାଶ୍ୱର୍କୁ ବାଉଁଶବାଡ଼ ସହାୟତାରେ ସିଲ୍ କରାଯିବା ସହ ଯାନବାହନ ଯାଂଚ କାର୍ଯ୍ୟକ୍ରମକୁ କଡ଼ାକଡ଼ି କରାଯାଉଛି । ହିଞ୍ଜିଳି ଥାନା ଅଂଚଳରେ ୫ଟି ପୁଲିସ ଗାଡ଼ି ସହାୟତାରେ ପେଟ୍ରୋଲିଂ ବ୍ୟବସ୍ଥାକ୍‌ୁ କଡ଼ାକଡ଼ି କରାଯାଇଛି । କରୋନାର ସମୀକ୍ଷା କରିବା ସକାଶେ ସ୍ଥାନୀୟ ଅଂଚଳକୁ ବିଭିନ୍ନ ସମୟରେ ଜିଲ୍ଲା ପ୍ରଶାସନିକ ଅଧିକାରୀ ପରିଦର୍ଶନ କରୁଥିବାର ଦେଖିବାକୁ ମିଳିଛି ।

ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଅପରାହ୍ନରେ ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିଜ୍ରେଶ କୁମାର ରାୟ ହିଞ୍ଜିଳି ଗ୍ରସ୍ତରେ ଆସି ପୌରାଂଚଳର ଉଭୟ ପ୍ୱାଶ୍ୱର୍ର୍ାରେ ସିଲ୍ କରାଯାଇ ଯାନବାହନ ଯାଂଚ କାର୍ଯ୍ୟକୁ କିପରି ପାଳନ କରାଯାଉଛି ତଦାରଖ କରିଥିଲେ । ପରେ ହିଞ୍ଜିଳି ଥାନାର ୪ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିଲେ । ଚିକିତ୍ସା ପରେ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗଦାନ କରିଥିବାରୁ ସେମାନଙ୍କୁ ସମ୍ବର୍ଦ୍ଧିିତ କରିବା ସହ ଉତ୍ସାହିତ କରିଥିଲେ । ପ୍ରତ୍ୟହ ଅପରାହ୍ନ ୧ ଘଟିକା ପରେ ଯାତାୟତକୁ ସମ୍ପୁର୍ଣ୍ଣ ବନ୍ଦ କରିବା ସହ ଅବମାନନା କରୁଥିବା ଅମାନିଆଙ୍କପ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସକାଶେ ଏସପି ରାୟ, ଥାନା ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଜରୁରୀ କାର୍ଯ୍ୟ ଦର୍ଶାଇ ଯାତାୟତ କରୁଥିବା ବ୍ୟକ୍ତିିଙ୍କ ନାମ, ଠିକଣା, ମୋବାଇଲ ନମ୍ବର ଓ ଗାଡ଼ିର ରେଜିଷ୍ଟେସନ ନମ୍ବର ଲିପିବଦ୍ଧ କରିବା ସକାଶେ ପରାମର୍ଶ ଦେଇଥିଲେ ।

ମଙ୍ଗଳବାର ଦିନ ବିନା କାରଣରେ ମୋଟର ସାଇକେଲରେ ଘୁରି ବୁଲୁଥିବା ଆରୋହୀଙ୍କ ଠାରୁ ଜୋରିମାନା ଆଦାୟ କରିବା ସହ ୧୫ଟି ମୋଟର ସାଇକେଲକୁ ଜବତ କରାଯାଇଥିଲା । ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଯାନବାହନ ଯାଂଚ କାର୍ଯ୍ୟକ୍ରମକୁ କଡ଼ାକଡ଼ି କରିବାକୁ ଏସପି ପରାମର୍ଶ ଦେଇଥିଲେ । ଏସପିଙ୍କ ଗ୍ରସ୍ତ ସମୟରେ ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସମେତ ଏସ.ଆଇ.ମମତା ସମାନ୍ତରା, ପ୍ରଦିପ୍ତ ଦାଶ, ବାସୁଦେବ ଭୋଇ,ଏଏସଆଇ ରାଜନ ବିଷୋୟୀ, ପ୍ରକାଶ ବେହେରା, ସୁରଥ ଭୁୟାଁ ଓ ପୁଲିସ ଫୋର୍ସ ଉପସ୍ଥିତ ଥିଲେ । (ହିଞ୍ଜିଳିକାଟୁ/ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

March 13, 2026
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version