• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଦ୍ୟପାନରୁ ଉନ୍ମତ୍ତ କାଣ୍ଡ : ସାଙ୍ଗକୁ କୋଡ଼ି ବେଣ୍ଟରେ ହତ୍ୟା କଲା ସାଙ୍ଗ – ହତ୍ୟାକାରୀ ଅଟକ, ସାଇଣ୍ଟିଫିକ ଟିମର ତଦନ୍ତ

Proprietor Abhimanyu Maharana by Proprietor Abhimanyu Maharana
January 14, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମଦ୍ୟପାନରୁ ଉନ୍ମତ୍ତ କାଣ୍ଡ : ସାଙ୍ଗକୁ କୋଡ଼ି ବେଣ୍ଟରେ ହତ୍ୟା କଲା ସାଙ୍ଗ – ହତ୍ୟାକାରୀ ଅଟକ, ସାଇଣ୍ଟିଫିକ ଟିମର ତଦନ୍ତ
Share on FacebookShare on TwitterWhatsapp

୧୩ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଗଣ୍ଡଳା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରଚୁର ମଦ୍ୟପାନ ପରେ ଦୁଇ ସାଙ୍ଗଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା । ପରେ ଘଟଣା ଉଗ୍ରରୂପ ଧାରଣ କରି ଉଭୟଙ୍କ ମଧ୍ୟରେ ହାତାହାତି ହୋଇଥିଲା । ଶେଷରେ ହିତାହିତ ଜ୍ଞାନ ଭୁଲି ଯାଇ ଜଣେ ସାଙ୍ଗ ଅନ୍ୟ ଜଣଙ୍କୁ ଉତକ୍ଷିପ୍ତ ହୋଇ ଅତି ନିର୍ଦ୍ଦୟ ଭାବେ କୋଡି ବେଣ୍ଟରେ ପ୍ରଚଣ୍ଡ ଆକ୍ରମଣ କରି ନୃଶଂସ ହତ୍ୟା କରିଛି। ମୃତକ ଜଣକ ହେଲେ ବିଜୟ କୁମାର ପାଣିଗ୍ରାହୀ(୪୬) ।

ଆକ୍ରମଣକାରୀ ରାମକୃଷ୍ଣ ସାହୁ(୩୩)ଙ୍କୁ ପୋଲିସ କାବୁକରି ଥାନାକୁ ଆଣି ଅଟକ ରଖିଛି। ଘଟଣା ପରେ ସାଇନଟିଫିକ୍ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାଣ୍ଡରେ ବ୍ୟବହୃତ କୋଡି ବେଣ୍ଟ ଓ ଏକ ରକ୍ତଭିଜା ଅଖା ଜବତ କରି ଘଟଣାର ଛାନଭିନ୍ ଚଳାଇଛି। ମୃତକଙ୍କ ବାପା ସାହେବ ପାଣଗ୍ରାହୀଙ୍କ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ୩୯/୨୪ରେ ଏକ ମାମଲା ରୁଜୁ କରି ଘଟଣାର ସର୍ଜମିନ ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ ରାମକୃଷ୍ଣ ଓ ବିଜୟ ଶୁକ୍ରବାର ରାତିରେ ପ୍ରଚୁର ମଦ୍ୟପାନ କରିବା ପରେ ରାମକୃଷ୍ଣ ଘରେ ଶୋଇ ପଡ଼ିଥିଲେ ପରେ ବିଦମ୍ବିତ ସମୟରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା ପରେ ଘଟଣା ଉଗ୍ରରୂପ ଧାରଣ କରି ଦୁହେଁ ହତାହାତୀ ହୋଇଥିଲେ ।

ହଟାତ ଉତକ୍ଷିପ୍ତ ହୋଇ ରାମକୃଷ୍ଣ ଘର ଭିତରେ ଥିବା ଏକ କୋଢିବେଣ୍ଟ ରେ ବିଜୟଙ୍କ ମୁଣ୍ଡକୁ ଶକ୍ତ ପ୍ରହାର କରିଥିଲା ଫଳରେ ବିଜୟ ରକ୍ତ ଜୁଡୁବୁଡୁ ହୋଇ ନିଜକୁ ବଞ୍ଚାଇବା ପାଇଁ ପ୍ରାଣ ବିକଳରେ ଘର ବାହାରକୁ ଆସି ପଡିଶା ଘର ସାମ୍ନାରେ ପଡି ଯାଇଥିଲେ ।ଏଠାରେ ବିଜୟଙ୍କ ମୃତ୍ୟୁ ଘଟିଥିଲା।ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।ଆକ୍ରମଣକାରୀ ରାମକୃଷ୍ଣ ଙ୍କୁ ଘର ଭିତରୁ ପୋଲିସ କାବୁ କରି ଥାନା ରେ ଅଟକ ରଖି ଘଟଣାର ପଚରା ଉଚୁରା କରୁଥିବା ଜଣାପଡ଼ିଛି।ଖବର ପାଇ ଆସିକା ପୋଲିସ ଉପଖଣ୍ଡ ଅଧିକାରୀ ଉମା ଶଙ୍କର ସିଂ,

ହିଞ୍ଜିଳି ଥାନା ଅଧିକାରୀ ଶ୍ରୀନିବାସ ସେଠି, ଏଏସଆଇ ମନୋଜ ସେନାପତି ଓ ସାଇଣ୍ଟିଫିକ ଅଧିକାରୀ ପ୍ରଭାତୀ ପଟ୍ଟନାୟକ ଓ ଟିମ ହତ୍ୟାକାଣ୍ଡ ସ୍ଥଳରେ ପହଞ୍ଚି ଏକ ରକ୍ତ ଭିଜା ଜରିଅଖା ଓ କୋଢ଼ିବେଣ୍ଟକୁ ଜବତ କରିଛନ୍ତି।ଅନ୍ୟ ପକ୍ଷରେ ମୃତ ବିଜୟଙ୍କ ପାଖରେ ଥିବା ଟଙ୍କାକୁ କେନ୍ଦ୍ରକରି ରାମକୃଷ୍ଣ ଏଭଳି ନାରକୀୟ କାଣ୍ଡ କରିଥିବା ଅସମର୍ଥିତ ସୂତ୍ରରୁ ସୂଚନା ମିଳିଛି କିନ୍ତୁ ଧାରଟଙ୍କାକୁ କେନ୍ଦ୍ରକରି ବିଜୟଙ୍କୁ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି।ଅଭିଯୁକ୍ତ ରାମକୃଷ୍ଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଶ୍ରୀ ସେଠି ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version