• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡ଼ପୋଖରୀଆ ଓ କମାଗୁରୁ ପଞ୍ଚାୟତରେ ଜୟ ଜଗନ୍ନାଥ ଅର୍ପଣ ରଥ : ହରିବୋଲ ହୁଳହୁଳି ରେ ଗାଁ ଦାଣ୍ଡ। କମ୍ପିଲା

Proprietor Abhimanyu Maharana by Proprietor Abhimanyu Maharana
January 14, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବଡ଼ପୋଖରୀଆ ଓ କମାଗୁରୁ ପଞ୍ଚାୟତରେ ଜୟ ଜଗନ୍ନାଥ ଅର୍ପଣ ରଥ : ହରିବୋଲ ହୁଳହୁଳି ରେ ଗାଁ ଦାଣ୍ଡ। କମ୍ପିଲା
Share on FacebookShare on TwitterWhatsapp

୧୪ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନିରାକାରପୁର :-> ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ଼ପୋଖରୀଆ ଓ କମାଗୁରୁ ପଞ୍ଚାୟତରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଜୟ ଜଗନ୍ନାଥ ଅର୍ପଣ ରଥ ପରିକ୍ରମା କରିଅଛି।ଏହି ଜଗନ୍ନାଥ ରଥ କୁ ବଡ଼ପୋଖରୀଆ ପଞ୍ଚାୟତ ଜିଲ୍ଲା ପରିଷଦ ସଭ୍ୟ। ମିତାଞ୍ଜଳୀ ବଳିଆରସିଂହ ସରପଞ୍ଚ – ରୁନୁ ସେଠୀ,ନାଏବ ସରପଞ୍ଚ – ଶ୍ରୀନିବାସ ପ୍ରଧାନ, ସମିତି ସଭ୍ୟା – ଜ୍ୟୋତ୍ସ୍ନା ରାଣୀ ଜେନା,ୱାର୍ଡ ମେମ୍ବର ,ପିଇଓ ରଶ୍ମିତା ରାଣୀ ସ୍ୱାଇଁ,ଜିଆରଏସ ପ୍ରଭାସ କୁମାର ଓଝା ପ୍ରମୁଖ ସହଯୋଗ କରିଥିଲେ। ସେହିପରି କମାଗୁରୁ ପଞ୍ଚାୟତରେ ସରପଂଚ ସୁନୀତା ଚଂପତି , ପୂର୍ବତନ ସରପଂଚ ମନୋରଞ୍ଜନ ଚଂପତି , ନାଏବ ସରପଂଚ ଆଶୁତୋଷ ମହାପାତ୍ର ,

ପିଇଓ, ଜିଆରଏସ ପ୍ରମୁଖ ଉପସ୍ଥିତ ରହି ଜଗନ୍ନାଥ ଅର୍ପଣ ରଥକୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ।ଜଗନ୍ନାଥ ସଂସ୍କୃତିର ପ୍ରଚାର, ସଂରକ୍ଷଣ ଏବଂ ସୁରକ୍ଷା ନିମନ୍ତେ ଓ ସମଗ୍ର ଓଡ଼ିଶାର ଜନସାଧାରଣଙ୍କୁ ଏହି ମହାନ ସଂସ୍କୃତି ସହ ଜଡିତ କରିବା ପାଇଁ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଓ ସହରାଞ୍ଚରେ ରେ ଏହି ଜୟ ଜଗନ୍ନାଥ ଅର୍ପଣ ରଥ ସକୀର୍ତ୍ତନ ମଣ୍ଡଳୀ ପରିକ୍ରମା କରୁଛି । ଆଜି ବଡ଼ପୋଖରୀଆ ଓ କମାଗୁରୁ ପଂଚାୟତରେ ପରିକ୍ରମା କରି ପ୍ରତ୍ୟେକ ଗୃହରୁ ଭକ୍ତମାନଙ୍କ ଠାରୁ ଅରୁଆ ଚାଉଳ ଓ ଗୁଆ ସଂଗ୍ରହ କରିଥିଲା ।

ଏହି ପରିକ୍ରମା ରଥ ସହିତ ଉତ୍ସାହୀ ଗ୍ରାମବାସୀ ଓ ସଙ୍କୀର୍ତ୍ତନ ମଣ୍ଡଳୀ ସାମିଲ ହୋଇଥିଲେ । ଘଣ୍ଟ ,ଘଣ୍ଟା, ଓ ହରିବୋଲ , ହୁଳହୁଳୀରେ ଅର୍ପଣ ରଥ ପରିକ୍ରମା କରିବା ବେଳେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ଆଗାମୀ ଜାନୁୟାରୀ ୧୫ ତାରିଖ ମଧ୍ୟରେ ଏହି ଅରୁଆ ଚାଉଳ ଓ ଗୁଆ ସଂଗ୍ରହ କାର୍ଯ୍ୟ ସମାପନ ହୋଇ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦର୍ଶନ ନିମନ୍ତେ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳ ଭକ୍ତମାନେ ଯିବା ସମୟରେ ନିଜ ସହିତ ସଂଗୃହିତ ଅରୁଆ ଚାଉଳ ଓ ଗୁଆ ନେଇ ପୁରୀ ଶ୍ରୀମନ୍ଦିରରେ ପ୍ରଦାନ କରାଯିବ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version